ଖେଳ

ଭାରତୀୟ ଦଳର ଏହି ଖେଳାଳି ହେବେ ଭବିଷ୍ୟତର କୋହଲି

ନୂଆଦିଲ୍ଲୀ, ୬।୬: ୨୦୧୯ କ୍ରିକେଟ ବିଶ୍ୱକପ୍‌ ଖେଳିବା ପାଇଁ ଭାରତୀୟ ଦଳ ଏବେ ଇଂଲଣ୍ଡରେ ଅଛି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ଜିତି ମଧ୍ୟ ସାରିଛି। ଭାରତୀୟ ବିଶ୍ୱକପ୍‌ ଦଳର ସଦସ୍ୟ ଥିବା ଲୋକେଶ ରାହୁଲଙ୍କୁ ଭବିଷ୍ୟତର...

ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ୍ସ: ପ୍ରଥମ ମ୍ୟାଚ୍‌ ଜିତିଲା ଆମେରିକା

ଭୁବନେଶ୍ୱର, ୬।୬- ଐତିହାସିକ କଳିଙ୍ଗ ଷ୍ଟାଡିୟମ୍‌ରେ ଗୁରୁବାରଠାରୁ ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଆରମ୍ଭ ହୋଇଯାଇଛି। ପୁଲ ବି’ର ପ୍ରଥମ ମ୍ୟାଚ୍‌ରେ ଆମେରିକା ୨-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ବିଜୟୀ ଦଳ ପାଇଁ ଡେ ଏଞ୍ଜିଲେସ...

ବିରାଟଙ୍କୁ ସମ୍ରାଟ ଭାବେ ସଜେଇଲା ଆଇସିସି

ନୂଆଦିଲ୍ଲୀ, ୬।୬:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଏକ ନିଆରା ଘଟଣାକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଇଂଲଣ୍ଡରେ ବିଶ୍ୱକପ୍‌ ଚାଲିଥିବାବେଳେ ବିରାଟଙ୍କୁ ଅନ୍ତର୍ଜାତୀୟ ପ୍ରିକେଟ ପରିଷଦ(ଆଇସିସି) ତା’ର ଟୁଇଟର ପେଜରେ ସ୍ଥାନ ଦେଇଛି। ବିରାଟଙ୍କୁ ସମ୍ରାଟ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: କଳିଙ୍ଗରେ ହକି ହାଙ୍ଗାମା

ଭୁବନେଶ୍ୱର,୬।୬(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତିକ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାକୁ ଭାରତ ପାଇଁ ଏହି ଟୁର୍ନାମେଣ୍ଟ ପ୍ରଥମ ପାହାଚ ସଦୃଶ ହୋଇଛି। ନୂଆ କୋଚ୍‌...

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଗୁରୁତ୍ୱବହନ କରୁଛି। ଓ୍ବେଷ୍ଟଇଣ୍ଡିଜ ଏବେ ବିପଜ୍ଜନକ ଦଳ ଭାବେ...

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ଭେଟିବ ଓ୍ବେଷ୍ଟଇଣ୍ଡିଜ

ନଟ୍ଟିଂହାମ, ୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ୧୦ମ ମ୍ୟାଚ୍‌ରେ ଗୁରୁବାର ଦୁଇ ଶକ୍ତିଶାଳୀ ଦଳ ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଉଭୟ ଦଳ ବିଶ୍ୱକପ୍‌ରେ ବିଜୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳ ବ୍ରିଷ୍ଟଲରେ...

ରୋନାଲ୍ଡୋଙ୍କୁ ଆଶ୍ୱସ୍ତି

ବୁରିରାମ(ଥାଇଲାଣ୍ଡ), ୬।୬(ପି.ଟି.)- ପର୍ତ୍ତୁଗାଲ ତଥା ଜୁଭେଣ୍ଟସ୍‌ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବୁଧବାର ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳା କେସ୍‌ ପ୍ରତ୍ୟାହାର କରିନେଇଛନ୍ତି। ଗତ ମାସରେ ଲାସ୍‌ ଭେଗାସସ୍ଥିତ ନେଭାଡ ଷ୍ଟେଟ୍‌ କୋର୍ଟରେ ମାମଲାକୁ...

ଜାତୀୟ ସଫ୍ଟଟେନିସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୬।୬(ସ୍ପୋଟର୍‌ସ ବ୍ୟୁରୋ)- ମଧ୍ୟପ୍ରଦେଶର ଭୋପାଳଠାରେ ଆସନ୍ତା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ୧୪ତମ ଜାତୀୟ ଜୁନିୟର ସଫ୍ଟଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏହି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ ବୁଧବାର ଭୋପାଳ...

ୟୁଜବେନ୍ଦ୍ରଙ୍କୁ ୪, ରୋହିତଙ୍କ ଶତକ: ଭାରତ ବିଜୟୀ

ସାଉଥାମ୍ପଟନ, ୬।୬- ବୋଲରଙ୍କ ଚମତ୍କାର ପ୍ରଦର୍ଶନ ପରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ବୁଧବାର ଅନୁଷ୍ଠିତ ଆଇସିସି ବିଶ୍ୱକପ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬ ଉଇକେଟରେ ପରାସ୍ତ କରିଛି। ରୋଜବାଉଲର ସ୍ଲୋ ପିଚ୍‌ରେ ବ୍ୟାଟିଂ କଷ୍ଟସାଧ୍ୟ ହେଉଥିବାବେଳେ ରୋହିତ...

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌ ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। କିଛିଦିନ ଧରି ଅସୁସ୍ଥତା ପରେ ତାଙ୍କର ମୃତ୍ୟୁ ଘଟିଥିବା...

କିଙ୍ଗ୍ସ କପ୍‌ ଫୁଟବଲ: କୁରାକାଓଠାରୁ ହାରିଲା ଭାରତ ଛେତ୍ରୀଙ୍କ ମାଇଲ୍‌ଖୁଣ୍ଟ

ବୁରିରାମ(ଥାଇଲାଣ୍ଡ),୫।୬(ପି.ଟି): ଏଠାରେ ଚାଲିଥିବା କିଙ୍ଗ୍ସ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଭାରତ ବୁଧବାର ଖେଳାଯାଇଥିବା ତା’ର ପ୍ରଥମ ମ୍ୟାଚ୍‌ରେ କୁରାକାଓଠାରୁ ପରାସ୍ତ ହୋଇଛି। ଅଧିନାୟକ ସୁନୀଲ ଛେତ୍ରୀ ଗୋଲ କରି ମାଇଲ ଖୁଣ୍ଟ ସ୍ଥାପନ କରିଥିଲେ ମଧ୍ୟ ଭାରତ ୩-୧ ଗୋଲରେ...

ସାକିବଙ୍କ ମାଇଲଷ୍ଟୋନ

ଲଣ୍ଡନ,୫।୬(ଏଏଫ୍‌ପି)- ବାଂଲାଦେଶ ଦଳର ଅଭିଜ୍ଞ ଅଲରାଉଣ୍ଡର ସାକିବ ଅଲ ହାସନଙ୍କ ଲାଗି ବୁଧବାର ଏକ ସ୍ମରଣୀୟ ଦିବସ। ସେ ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ତାଙ୍କ କ୍ୟାରିୟରର ୨୦୦ତମ ମ୍ୟାଚ୍‌ ଖେଳିଛନ୍ତି। ୩୨ ବର୍ଷୀୟ ଖେଳାଳି ଦେଶର ୩ୟ କ୍ରିକେଟର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri