ପ୍ରଥମ ଭାରତୀୟ ପଙ୍ଘାଲ
ଇକାଟେରିନବର୍ଗ(ରୁଷିଆ),୨୦।୯(ପିଟି): ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ (୫୨ କେଜି) ଶୁକ୍ରବାର ପ୍ରଥମ ଭାରତୀୟ ବକ୍ସର ଭାବେ ବିଶ୍ୱ ପୁରୁଷ ବକ୍ସିଂ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲ କାଜାଖସ୍ତାନର ସାକେନ ବିବୋସିନୋଭଙ୍କୁ ହରାଇ ଦେଇଛନ୍ତି। ଦ୍ୱିତୀୟ ସିଡ୍ ପଙ୍ଘାଲ ୩-୨ ବ୍ୟବଧାନରେ…
କୋହଲି ହିଁ ରହିବେ ଆରସିବି ଅଧିନାୟକ
ବେଙ୍ଗାଲୁରୁ,୨୦।୯: ୨୦୧୩ଠାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଥରେ ହେଲେ ଆଇପିଏଲ ଟ୍ରଫି ହାସଲ କରିପାରି ନାହଁି। ହେଲେ ଫ୍ରାଞ୍ଚାଇଜ ଦଳର ନେତୃତ୍ୱରେ କୌଣସି ପରିବର୍ତ୍ତନ କରିବାକୁ ଇଚ୍ଛୁକ ନୁହେଁ। ଗୁରୁବାର ଆରସିବି ତା’ର ନୂଆ ସପୋର୍ଟ…
ଡ୍ରାଭିଡ୍ଙ୍କ ସହ ସମୟ ବିତାଇଲା ଟିମ୍ ଇଣ୍ଡିଆ
ବେଙ୍ଗାଲୁରୁ,୨୦।୯: ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ସିରିଜ୍ର ଅନ୍ତିମ ତଥା ୩ୟ ମ୍ୟାଚ୍ ଖେଳାଯିବ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଅପଶନାଲ ଟ୍ରେନିଂ ସେସନରେ ଯୋଗ ଦେଇଥିଲା। ଭାରତୀୟ ଦଳର…
ପ୍ରଥମ ରାଉଣ୍ଡରେ ହାରିଲେ ଦୁଇ ଥର ଅଲିମ୍ପିକ୍ ପଦକଧାରୀ ସୁଶୀଲ
ନୁର-ସୁଲତାନ (କାଜାଖସ୍ତାନ),୨୦।୯: ଦୀର୍ଘ ୮ ବର୍ଷ ପରେ ବିଶ୍ୱ ଚାମ୍ପିୟନଶିପରେ ଭାଗ ନେଇଥିବା ଦୁଇ ଥର ଅଲିମ୍ପିକ୍ ପଦକ ବିଜେତା ସୁଶୀଲ କୁମାର ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ୭୪ କିଗ୍ରା ବର୍ଗରେ ସେ ପ୍ରଥମ ରାଉଣ୍ଡ ବାଉଟରେ ଆଜାରବଇଜାନର ଖାଦଜିମୁରାଦ…
ପଞ୍ଜାବ ଦଳରେ ସ୍ଥାନ ନ ମିଳିବାରୁ ଚଣ୍ଡିଗଡ଼ ପାଇଁ ଖେଳିବେ ବରିନ୍ଦର ସରନ
ଚଣ୍ଡିଗଡ଼,୨୦।୯: ଭାରତ ପକ୍ଷରୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିସାରିଥିବା ବରିନ୍ଦର ସରନଙ୍କୁ ଆସନ୍ତା ବିଜୟ ହଜାରେ ଟ୍ରଫି ପାଇଁ ଘୋଷିତ ପଞ୍ଜାବ ଦଳରେ ସ୍ଥାନ ମିଳି ନାହିଁ। ଏଥିଯୋଗୁ ସେ ଚଣ୍ଡିଗଡ଼ ପକ୍ଷରୁ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ୨୬ ବର୍ଷୀୟ ପେସରଙ୍କୁ…
ଏକଦିବସୀୟ ମ୍ୟାଚ୍ରେ ପ୍ରଥମ ହ୍ୟାଟ୍ରିକ୍ ନେଇଥିଲେ ଏହି ବୋଲର୍
କ୍ରିକେଟରେ ହ୍ୟାଟ୍ରିକ୍ ନେବା ବୋଲରଙ୍କ ପାଇଁ ଏକ ବଡ ଉପଲବ୍ଧି। ବିଶ୍ୱର ଅନେକ ବୋଲର୍ ହ୍ୟାଟ୍ରିକ୍ ମଧ୍ୟ ନେଇସାରିଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍ରେ ପ୍ରଥମ ହ୍ୟାଟ୍ରିକ୍ କେଉଁ ବୋଲର୍ ନେଇଥିଲେ। ସେ ହେଉଛନ୍ତି ପାକିସ୍ତାନ ବୋଲର୍…
ରୋମାଞ୍ଚକ ଆଶେସ୍
ଦୀର୍ଘ ୪୭ ବର୍ଷ ପରେ ହାଇପ୍ରୋଫାଇଲ ଆଶେସ ସିରିଜ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥର ଆଶେସ ଅସାଧାରଣ ପ୍ରଦର୍ଶନ ପାଇଁ ନୁହଁ ବରଂ ରୋମାଞ୍ଚ ପାଇଁ ପ୍ରଶଂସକଙ୍କ ମନରେ ରହିବ। ତେବେ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ ଓ ଅଲରାଉଣ୍ଡର…
ଏଥର ଦୋହାରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍
ଅଲିମ୍ପିକ୍ସ ପରେ ବିଶ୍ୱ ଆଥଲେଟିକ ଚାମ୍ପିୟନଶିପ୍ ଦ୍ୱିତୀୟ ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭର ମାନ୍ୟତା ପାଇଛି। ଏହି ମେଗା ଇଭେଣ୍ଟର ୧୭ତମ ସଂସ୍କରଣ ଏଥର କାତାର ରାଜଧାନୀ ଦୋହାରେ ଆୟୋଜନ ହେବ ସେପ୍ଟେମ୍ବର ୨୭ ତାରିଖରୁ ଆରମ୍ଭ ହୋଇ ଏହା ଅକ୍ଟୋବର ୬…
ସ୍ପିନର ରୂପେ ପଦାର୍ପଣ କରିଥିଲେ, କିନ୍ତୁ ଏବେ ନଂ ୧ ଟେଷ୍ଟ ବ୍ୟାଟ୍ସମ୍ୟାନ
ଷ୍ଟିଭ ସ୍ମିଥଙ୍କ ନାମ ପ୍ରାୟତଃ କ୍ରିକେଟ ପ୍ରଶଂସକମାନେ ଶୁଣିଥିବେ। କିନ୍ତୁ ତାଙ୍କ ଅତୀତ ବିଷୟରେ ଖୁବ କମ୍ଙ୍କୁ ଜଣା। ୨୦୧୦ ସିଜନରେ ମେଲବୋର୍ନଠାରେ ପାକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟରେ ସେ ଜଣେ ଲେଗ୍ ସ୍ପିନର ଭାବେ ପଦାର୍ପଣ କରିଥିଲେ। ସେହି ମାସରେ…
ସୁନ୍ଦରଗଡ଼ ସାଇ ଜିତିଲା ନାଲ୍କୋ କପ୍ ହକି
କଟକ ଅଫିସ,୨୦ା୯- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୧୭ତମ ନାଲ୍କୋ କପ୍ ରାଜ୍ୟ ହକି ଚାମ୍ପିୟନଶିପ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ସୁନ୍ଦରଗଡ଼ ସାଇ ହଷ୍ଟେଲ ଓ ପୂର୍ବତଟ ରେଲୱେ ମଧ୍ୟରେ ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା। ଏଥିରେ ସାଇ ୧-୦ ଗୋଲରେ ବିଜୟୀ ହୋଇ…
ଶ୍ରୀଲଙ୍କା ସ୍ପିନର ଦନଞ୍ଜୟ ବାସନ୍ଦ
ଦୁବାଇ, ୨୦।୯(ପି.ଟି.)- ନିୟମ ବହିର୍ଭୁତ ବୋଲିଂ ଆକ୍ସନ ପାଇଁ ଶ୍ରୀଲଙ୍କା ଅଫ୍ ସ୍ପିନର ଆକିଲା ଦନଞ୍ଜୟଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୨ ମାସ ବାସନ୍ଦ କରିଛି। ତାଙ୍କ ବୋଲିଂ ଆକ୍ସନକୁ ଅନୁଧ୍ୟାନ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ…
ସନ୍ତୋଷ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ
ଭୁବନେଶ୍ୱର, ୨୦।୯(କ୍ରୀଡ଼ା ପ୍ରତିନିଧି)- ପଶ୍ଚିମବଙ୍ଗର କଲ୍ୟାଣୀଠାରେ ଚଳିତମାସ ୨୧ରୁ ୨୬ ପର୍ଯ୍ୟନ୍ତ ୭୪ତମ ସନ୍ତୋଷ ଟ୍ରଫି ଜାତୀୟ ସିନିୟର ପୁରୁଷ ଫୁଟ୍ବଲ(ପୂର୍ବାଞ୍ଚଳ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ) ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପାଇଁ ଫୁଟ୍ବଲ ଆସୋସିଏଶନ ଅଫ୍ ଓଡ଼ିଶା(ଫାଓ)…

