ଡାଇମଣ୍ଡ ଲିଗ୍: ଅନୁ ରାଣୀଙ୍କୁ ୭ମ ସ୍ଥାନ
ଲାଉସାନେ, ୬।୭ (ପି.ଟି.): ଜାତୀୟ ରେକର୍ଡର ଅଧିକାରିଣୀ ଜାଭେଲିନ ଥ୍ରୋୟର ଅନୁ ରାଣୀ ନିଜର ପ୍ରଥମ ଡାଇମଣ୍ଡ ଲିଗ ପ୍ରତିଯୋଗିତାରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍ରେ ୭ମ ସ୍ଥାନ ହାସଲ କରିଛନ୍ତି। ମହିଳା ଜାଭେଲିନ୍ ଥ୍ରୋ’ର ୩ୟ…
ଉଡିଲା ଭାରତ ବିରୋଧୀ ବ୍ୟାନର
ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍ବେଳେ ଏକ ଅଜଣା ବିମାନ ଷ୍ଟାଡିୟମ ଉପରେ ଉଡ଼ିଥିଲା। ସେଥିରେ କଶ୍ମୀର ପାଇଁ ନ୍ୟାୟ ବୋଲି ଲିଖିତ…
ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର
ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର କୁହାଯାଇଛି। ଗୋଲ୍ଡ ଅମ୍ପାୟରିଂ କ୍ୟାରିୟରରେ ୭୪ ଟେଷ୍ଟ ଓ ଭାରତ-ଶ୍ରୀଲଙ୍କା ମ୍ୟାଚ୍କୁ ମିଶାଇ ୧୪୦…
ନେଟ୍ ରନରେଟ୍ ନିୟମକୁ ଆର୍ଥରଙ୍କ ସମାଲୋଚନା
ଲଡର୍ସ,୬।୭- ପାକିସ୍ତାନ କ୍ରିକେଟ୍ ଦଳର କୋଚ୍ ମିକି ଆର୍ଥର ନେଟ୍ ରନରେଟ୍ ନିୟମ ବଦଳାଇବା ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ପରାମର୍ଶ ଦେଇଛନ୍ତି। ଏହା ବଦଳରେ ଟୁର୍ନାମେଣ୍ଟରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ର ଫଳାଫଳକୁ ଗୁରୁତ୍ୱ ଦିଆଯାଉ ବୋଲି…
କୋପା ଆମେରିକା ଫାଇନାଲରୁ ବାଦ୍ ପଡ଼ିଲେ କାସମିରୋ
ରିଓ ଡି ଜେନିରୋ, ୬।୭(ଏଏଫ୍ପି)- କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ଫାଇନାଲ ବ୍ରାଜିଲ ଓ ପେରୁ ମଧ୍ୟରେ ଖେଳାଯିବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ବ୍ରାଜିଲ ଦଳକୁ ଶକ୍ତ ଧକ୍କା ଲାଗିଛି। ଦଳର ମିଡ୍ଫିଲ୍ଡର କାସମିରୋ ଆହତ ସମସ୍ୟା ଯୋଗୁ ବାଦ୍ ପଡ଼ିଛନ୍ତି।…
ବିଶ୍ୱକପ୍ ରେକର୍ଡ ଅଧିକାରୀ ଶାହିନ ଆଫ୍ରିଦୀ
ଲଣ୍ଡନ,୬।୭- ୧୯ ବର୍ଷୀୟ ପାକିସ୍ତାନ ବୋଲର ଶାହିନ ଶାହ ଆଫ୍ରିଦୀ ଶୁକ୍ରବାର ବାଂଲାଦେଶ ବିପକ୍ଷ ମ୍ୟାଚ୍ରେ ବିଶ୍ୱକପ୍ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍ରେ ସେ ୯.୧ ଓଭର ବୋଲିଂ କରି ୩୫ ରନ୍ ବ୍ୟୟରେ ୬ ଉଇକେଟ ଅକ୍ତିଆର କରିଥିଲେ।…
କାଲିଫର୍ନିଆରେ ଭୂକମ୍ପ: ଏନ୍ବିଏ ଲିଗ୍ ଗେମ୍ ବାତିଲ
ଲସ୍ ଏଞ୍ଜେଲ୍ସ,୬।୭(ଏଏଫ୍ପି)- ନ୍ୟୁୟର୍କ କ୍ନିକ୍ସ ଓ ନ୍ୟୁ ଓର୍ଲେନ୍ସ ପଲିକାନ୍ସ ମଧ୍ୟରେ ଲାସ୍ ଭେଗାସଠାରେ ଖେଳାଯାଇଥିବା ପ୍ରଦର୍ଶନୀ ମ୍ୟାଚ୍କୁ ଅଧାରୁ ବାତିଲ କରାଯାଇଛି। କାଲିଫର୍ନିଆ ଓ ଓ୍ବେଷ୍ଟର୍ନ ନେଭଡାଠାରେ ଭୂକମ୍ପ ଯୋଗୁ ଆୟୋଜକ ଏଭଳି ନିଷ୍ପତ୍ତି ନେଇଛନ୍ତି। ରିକ୍ଟର ସ୍କେଲରେ ଭୂକମ୍ପର…
କାନାଡ଼ା ଓପନ୍: ସେମିରେ କାଶ୍ୟପ
କାଲଗାରି,୬।୭(ପିଟି)- ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କାନାଡ଼ା ଓପନ୍ ସୁପର ୧୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତିି। ୬ଷ୍ଠ ସିଡ୍ କାଶ୍ୟପ ଫ୍ରାନ୍ସର ଲୁକାସ କ୍ଲାଏରବାଉଟଙ୍କୁ ୧୨-୨୧, ୨୩-୨୧, ୨୪-୨୨ ଗେମ୍ରେ ହରାଇ ଦେଇଛନ୍ତି। ବିଜୟ…
ପ୍ରଥମେ ବୋଲିଂ କରିବ ଭାରତ
ଲିଡ୍ସ,୬।୭- ଚଳିତ ବିଶ୍ୱକପ୍ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା ଦଳର ରେକର୍ଡ ଭଲ ଥିବାରୁ ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…
ଦିନିକିଆରୁ ମଲିକଙ୍କ ଅବସର
କରାଚୀ,୬।୭- ଭେଟେରାନ ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆର ଅବସର ନେଇଛନ୍ତି। ଲଡର୍ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ଅନ୍ତିମ ଲିଗ୍ ମ୍ୟାଚ୍କୁ ୯୪ ରନ୍ରେ ଜିତିବା ସତ୍ତ୍ୱେ ଦଳ…
ଅଗଷ୍ଟରେ ଫାଓ, ସେପ୍ଟେମ୍ବରରେ ଓସିଏ ନିର୍ବାଚନ : ଦୋଛକିରେ ସଞ୍ଜୟ, ସୁପ୍ରିମକୋର୍ଟଙ୍କ ଶୁଣାଣିକୁ ଅପେକ୍ଷା
କଟକ ଅଫିସ,୬ା୭- ରାଜ୍ୟ କ୍ରୀଡ଼ା ଜଗତରେ ଯେଉଁ କେତୋଟି ପ୍ରସଙ୍ଗ ଚର୍ଚ୍ଚାରେ ରହିଛି, ସେଗୁଡ଼ିକ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନିର୍ବାଚନ ପ୍ରସଙ୍ଗ ସବୁଠାରୁ ଆଗରେ । ରାଜ୍ୟର ସବୁଠାରୁ ଶକ୍ତିଶାଳୀ କ୍ରୀଡ଼ା ସଂଘ ଓସିଏର ମୁଖିଆ କିଏ ହେବ ତାହାକୁ…
ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ: ସମ୍ଭାବ୍ୟ ଖେଳାଳି ତାଲିକାରେ ଓଡ଼ିଶାର ୩
ନୂଆଦିଲ୍ଲୀ, ୬।୭(ପି.ଟି.)- ବେଙ୍ଗାଲୁରୁସ୍ଥିତ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ(ସାଇ) ସେଣ୍ଟରରେ ଭାରତୀୟ ଜୁନିୟର ମହିଳା ହକି ଖେଳାଳିଙ୍କୁ ନେଇ କ୍ୟାମ୍ପ ଚଳିତମାସ ୮ରୁ ଆରମ୍ଭ ହେବ। ଶୁକ୍ରବାର ଏଥିପାଇଁ ଘୋଷିତ ୩୩ ଜଣିଆ କୋର୍ ତାଲିକାରେ ଓଡ଼ିଶାର ୩ ଖେଳାଳି ସ୍ଥାନ…
Archives


