ଖେଳ

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌ କେଭିନ ଆଣ୍ଡରସନ ତାଙ୍କ ମ୍ୟାଚ ହାରିଯାଇଛନ୍ତି। ଜୋକୋଭିଚ୍‌ ତୃତୀୟ ରାଉଣ୍ଡରେ ରବର୍ଟ ହର୍କାଜଙ୍କୁ ୭-୫,…

ଅନ୍ତିମ ଲିଗ୍‌ ମ୍ୟାଚ୍‌: ଅଷ୍ଟ୍ରେଲିଆ- ଦକ୍ଷିଣ ଆଫ୍ରିକା ମୁକାବଲା

ମାଞ୍ଚେଷ୍ଟର,୬।୭(ଏଏଫପି)- ଚଳିତ ବିଶ୍ୱକପର ଅନ୍ତିମ ଲିଗ୍‌ ମ୍ୟାଚରେ ଗତଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମୁହଁାମୁହିଁ ହେବେ। ଶନିବାର ଖେଳାଯିବାକୁ ଥିବା ଏହି ଦ୍ୱିତୀୟ ମ୍ୟାଚ୍‌ ଅଷ୍ଟ୍ରେଲିଆ ପାଇଁ ଅଧିକ ଗୁରୁତ୍ୱବହନ କରୁଛି। ସେମିଫାଇନାଲ ଦୌଡ଼ରୁ ଦକ୍ଷିଣ ଆଫ୍ରିକା ବାଦ୍‌…

ମିଡଲଅର୍ଡର ସମସ୍ୟା ସୁଧାରିବା ଲକ୍ଷ୍ୟରେ ଭାରତ

ଲିଡ୍ସ, ୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଭାରତ ବିଜୟଧାରା ବଜାୟ ରଖିବାରେ ସକ୍ଷମ ହୋଇଛି। ତେବେ ଏହା ସତ୍ତ୍ୱେ ଦଳର ମିଡଲଅର୍ଡର ସମସ୍ୟା ତଥା ଦୁର୍ବଳତା ପଦାରେ ପଡିଛି। ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତ ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଶନିବାର ତା’ର…

ବିଜୟ ସହ ପାକିସ୍ତାନର ଅଭିଯାନ ଶେଷ: ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ଲଣ୍ଡନ,୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ବିଜୟୀ ହୋଇ ଅଭିଯାନ ଶେଷ କରିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ପାକିସ୍ତାନ ୯୪ ରନରେ ବାଂଲାଦେଶକୁ ପରାସ୍ତ କରିଛି। ସାନ୍ତ୍ୱନାମୂଳକ ବିଜୟ…

ଏଟିକେରୁ ଖେଳିବେ ଆନାସ

କୋଲକାତା, ୫।୭ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ର ଆସନ୍ତା ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଏଟିକେ ଶୁକ୍ରବାର ପୂର୍ବତନ ଭାରତୀୟ ଡିଫେଣ୍ଡର ଆନାସ ଏଦାଥୋଡିକାଙ୍କୁ ଅନୁବନ୍ଧିତ କରିଛି। ଆନାସଙ୍କ ଯୋଗଦାନ ପରେ ଏଟିକେର ଡିଫେନ୍ସ ଲାଇନ୍‌ ଅଧିକ ଶକ୍ତିଶାଳୀ ହୋଇପାରିଛି। ତାଙ୍କ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତୀୟ ସମ୍ଭାବ୍ୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଜୁଲାଇ ୭ରୁ ଅହମ୍ମଦାବାଦର ଏକା ଆରେନାଠାରେ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟ ହେବ। ଏଥିଲାଗି ଭାରତୀୟ ଫୁଟ୍‌ବଲ ଟିମ୍‌ କୋଚ୍‌ ଇଗୋର ଷ୍ଟିମାକ୍‌ ଶୁକ୍ରବାର ୨୫ ଜଣିଆ ସମ୍ଭାବ୍ୟ ଫୁଟ୍‌ବଲ ଟିମ୍‌ ଘୋଷଣା କରିଛନ୍ତି। ପ୍ରଥମ ଦିବସରେ ଗତଥରର ଚାମ୍ପିୟନ…

ଜୁଭେଣ୍ଟସ ଫେରିଲେ କିମ୍ବଦନ୍ତୀ ବଫନ

ରୋମ,୫।୭- ପୂର୍ବତନ ଇଟାଲିଆନ ଗୋଲକିପର ଗିଆନଲୁଇଗି ବଫନ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ସହ ଏକ ବର୍ଷୀୟା ଚୁକ୍ତି ଶେଷ କରିବା ପରେ ଜୁଭେଣ୍ଟସ କ୍ଲବକୁ ଫେରିଛନ୍ତି। ଏ ନେଇ କ୍ଲବ ପକ୍ଷରୁ ସୂଚନା ଦିଆଯାଇଛି। ୪୧ ବର୍ଷୀୟ ଗୋଲକିପର ପୂର୍ବରୁ…

ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମୁକାବିଲା ତାଙ୍କ କ୍ୟାରିୟରର ୧୦୭ତମ ଓ ଅନ୍ତିମ ଦିନିକିଆ ମ୍ୟାଚ୍‌ ହେବ। ପାକିସ୍ତାନରେ ଜନ୍ମିତ…

‘ଧୋନୀ ଆଉ ଦୁଇ ବର୍ଷ ଖେଳିବା ଉଚିତ’

ନୂଆଦିଲ୍ଲୀ,୫।୭- ଧିମା ବ୍ୟାଟିଂ ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେ ଚଳିତ ବିଶ୍ୱକପ୍‌ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ବୋଲି କେତେକ ପୂର୍ବତନ ଖେଳାଳି ଓ…

ଏକାଠି ସମୟ ବିତାଉଛନ୍ତି ବିରୁଷ୍କା

ନୂଆଦିଲ୍ଲୀ,୩।୭- ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଇଂଲଣ୍ଡରେ ଅଛନ୍ତି। ଶନିବାର ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା (ବିରୁଷ୍କା) ଏକାଠି ସମୟ ବିତାଉଛନ୍ତି। ଉଭୟେ…

ଧୋନୀଙ୍କ ବ୍ୟାଟ୍‌ରେ ଭିନ୍ନ ଲୋଗୋ

ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅନ୍ତିମ ଓଭର ଯୋଗିନ୍ଦର ଶର୍ମାଙ୍କୁ ବୋଲିଂ ଦେବା ହେଉ କି ୨୦୧୧ ବିଶ୍ୱକପ୍‌ ଫାଇନାଲରେ ବ୍ୟାଟିଂ…

ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri