ଖେଳ

ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୧୮ତମ ଓଭର ସୁଦ୍ଧା ୩…

ନାମାଙ୍କନ ଦାଖଲ କଲେ ଆଝାରୁଦ୍ଦିନ

ହାଇଦ୍ରାବାଦ,୧୯।୯(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଆସୋସିଏଶନର ବିଭିନ୍ନ ପଦ ଲାଗି ଆସନ୍ତା ୨୭ ତାରିଖରେ ନିର୍ବାଚନ ହେବ। ସେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର…

କମିଲା ଆରସିବି, କେକେଆର ବ୍ରାଣ୍ଡଭାଲ୍ୟୁ

ମୁମ୍ବାଇ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱ କ୍ରିକେଟର ସୁପରଷ୍ଟାର। ହେଲେ ତାଙ୍କ ନେତୃତ୍ୱାଧୀନ ଆଇପିଏଲ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରୁଛି। ଦଳ ଗତ କିଛିବର୍ଷ ହେଲା ପ୍ଲେଅଫ୍‌ରେ ପ୍ରବେଶ କରିପାରି ନାହିଁ।…

ଚାଇନା ଓପନ: ରାଙ୍କିରେଡ୍ଡୀ-ଚିରାଗଙ୍କ ବିଦାୟ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ଭାରତୀୟ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ସିଧାସଳଖ ପରାଜୟ ସହ ଏଠାରେ ଚାଲିଥିବା ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଅଭିଯାନ ଶେଷ କରିଛନ୍ତି। ରାଙ୍କିରେଡ୍ଡୀ ଓ ଚିରାଗଙ୍କ ଯୋଡ଼ିକୁ ଜାପାନର ତାକାହାଶି ମାକୁରା ଓ…

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଅଭୁଲା ଦିନ, ଜାଣନ୍ତୁ କାହିଁକି

ଆଜିର ଦିନ ଭାରତୀୟ କ୍ରିକେଟ ପାଇଁ ଏକ ଐତିହାସିକ ଦିନ। ବିଶେଷ କରି ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂଙ୍କ ପାଇଁ ଆଜିର ଦିନ ଏକ ଅଭୁଲା ଦିନ। ୨୦୦୭ ଟି-୨୦ କ୍ରିକେଟ ବିଶ୍ୱକପ ଯୁବରାଜ ସିଂ ଯେଉଁ କୀର୍ତ୍ତିମାନ ସ୍ଥାପନ…

ତିନିଟିି ଫର୍ମାଟରେ ସଫଳତାର ରହସ୍ୟ ଖୋଲିଲେ କୋହଲି

ମୋହାଲିଠାରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଅଧିନାୟକ ବିରାଟ କୋହଲି ୫୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୩ ଛକା ସହ ୭୨ ରନରେ ଅପରାଜିତ ରହି…

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ…

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ସୁବିଧାଜନକ ସ୍ଥିତିରେ ଭାରତ ଏ

ମହୀଶୂର,୧୯।୯(ପି.ଟି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ଉନ୍ନତ ବ୍ୟାଟିଂ ଓ ବୋଲିଂ କରି ସୁବିଧାଜନକ ସ୍ଥିତିରେ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ଏ’…

ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦ ସିଙ୍ଗଲ୍ସ, ଡବଲ୍ସ କ୍ୱାର୍ଟରରେ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର୍କ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ତୃତୀୟ ଦିବସରେ ବୁଧବାର ଅନୁଷ୍ଠିତ…

ଇଣ୍ଡିପେଣ୍ଡେନ୍ସ କପ୍‌ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ: ଭାରତୀୟ ଦଳରେ ଓଡ଼ିଶାର ଆର୍ଯ୍ୟନ, ଆକାଶ, ରଞ୍ଜିତ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ଉଜବେକିସ୍ତାନର ତାସକେଣ୍ଟଠାରେ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ୨୮ତମ ଇଣ୍ଡିପେଣ୍ଡେନ୍ସ କପ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୩ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ…

ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ

ମୋହାଲି, ୧୯।୯(ପି.ଟି.)- ସ୍ଥାନୀୟ ପଞ୍ଜାବ କ୍ରିକେଟ ଆସୋସିଏଶନ (ପିସିଏ) ଆଇଏସ୍‌ ବିନ୍ଦ୍ରା ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଭାରତ ୧-୦ରେ…

ତ୍ରିରାଷ୍ଟ୍ରୀୟ ଟି୨୦: ବାଂଲାଦେଶ- ଆଫଗାନିସ୍ତାନ ଫାଇନାଲ

ଚିଟ୍ଟାଗଙ୍ଗ,୧୯।୯(ଏଏଫପି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଆସନ୍ତା ମଙ୍ଗଳବାର ଫାଇନାଲ ମୁକାବିଲାରେ ଆୟୋଜକ ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ଅନ୍ୟତମ ଦଳ ଜିମ୍ବାଓ୍ବେ ତା’ର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର ଆଫଗାନିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?