ଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ

ଭୁବନେଶ୍ୱର, ୧୭ | ୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ସୋମବାର ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଦେଶରୁ ୨୪୫ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ସିଙ୍ଗଲ୍ସ…

ବିଜୟ ହଜାରେ ଟ୍ରଫି: ଓଡ଼ିଶା ଦଳ ଘୋଷିତ

କଟକ ଅଫିସ,୧୭ | ୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଆସନ୍ତା ୨୪ ତାରିଖରୁ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏହି ପ୍ରତିଯୋଗିତାରୁ ବିସିସିଆଇର ଚଳିତବର୍ଷ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି । ବିଜୟ ହଜାରେ ଟ୍ରଫିରେ…

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ ଏବେ ବି ଚୁଲିରେ ରୋଷେଇ କରୁଛନ୍ତି, ନାଁ ଜାଣି ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଭାରତୀୟ କ୍ରିକେଟରଙ୍କୁ କୋଟି କୋଟି ଟଙ୍କା ପାରିଶ୍ରମିକ ମିଳିଥାଏ। ଆଇପିଏଲ ଆରମ୍ଭ ହେବା ପରଠାରୁ ଖେଳାଳିମାନେ ଆଗ ଅପେକ୍ଷା ଆହୁରି ଅଧିକ ରୋଜଗାର କରୁଛନ୍ତି। କିନ୍ତୁ ଜାଣିଛନ୍ତି, ଭାରତୀୟ ଦଳ ପାଇଁ ଦୀର୍ଘ ୨୦ ବର୍ଷ କ୍ରିକେଟ ଖେଳିଥିବା ହରଭଜନ…

କ୍ରିକେଟରେ ଗୋଟିଏ ଦଳ ପାଇଁ ଖେଳୁଛନ୍ତି ସ୍ତ୍ରୀ-ସ୍ବାମୀ

କ୍ରିକେଟରେ ଭାଇ-ଭାଇ ଏକାଠି ଖେୁଥିବାର ତ ଆପଣ ଦେଖିଥିବେ। କିନ୍ତୁ ସ୍ବାମୀ-ସ୍ତ୍ରୀ ଗୋଟିଏ ଦଳ ପାଇଁ ଏକତ୍ର ଖେଳିବା କଥାଟା ଶୁଣିଲେ କିମ୍ବା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳର ଅଧିନାୟକ ହେଉଛନ୍ତି ଡେନ ଭାନ…

ଚାଇନା ଓପନ୍‌ ଉପରେ ସିନ୍ଧୁଙ୍କ ନଜର

ଚାଙ୍ଗ୍‌ଝୋଉ (ଚାଇନା), ୧୬।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବିଶ୍ୱ ଟୁର୍‌ ସୁପର୍‌-୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ବିଶ୍ୱ ଚାମ୍ପିୟନ ଭାରତୀୟ ତାରକା ମହିଳା ଶଟ୍‌ଲର ପି.ଭି. ସିନ୍ଧୁ ଏହି…

ଦକ୍ଷିଣ ଆଫ୍ରିକା କ୍ରିକେଟର ପାର୍ଟନର ହେଲା ‘ଅମୁଲ’

ନୂଆଦିଲ୍ଲୀ, ୧୬ା୯ (ପି.ଟି.)- ଭାରତ ଚଳିତ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଭାରତର ପ୍ରମୁଖ ଡାଏରୀ କମ୍ପାନୀ ‘ଅମୁଲ‘ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ପାର୍ଟନର ହୋଇଛି। ଏନେଇ ସୋମବାର ଉଭୟ ପକ୍ଷ ମଧ୍ୟରେ ଏକ ଚୁକ୍ତି…

ଧୋନୀଙ୍କ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ନ ଥାଏ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍‌ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ଲଗାଇ ବ୍ୟାଟିଂ କରୁଥିବାର ଦେଖାଯାଏ। ଏହି ଟ୍ରେଣ୍ଡ୍‌ ପ୍ରଥମେ ଆରମ୍ଭ କରିଥିଲେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ତାଙ୍କ ପରେ ଗୌତମ ଗମ୍ଭୀର, ବିରେନ୍ଦ୍ର ସେହଓ୍ବାଗ୍‌ ଏବଂ ବିରାଟ କୋହଲିଙ୍କ ଭଳି…

ଶୀର୍ଷ ସ୍ଥାନ ବଜାୟ ରଖିଲେ ସ୍ମିଥ, କୁମିନ୍ସ

ଦୁବାଇ,୧୬।୯: ଅଷ୍ଟ୍ରେଲିଆନ୍‌ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଓ ବୋଲର ପ୍ୟାଟ କୁମିନ୍ସ ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଆଶେସ ସିରିଜ୍‌ ଶେଷ ହେବା ପରେ ନୂଆ ଆଇସିସି ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ ସୋମବାର ପ୍ରକାଶ ପାଇଛି। କେନିଂଟନ…

ଅନ୍‌ଲାଇନରେ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌କୁ ମିଳିଛି ସର୍ବାଧିକ ଭ୍ୟୁୟର୍ସ

ଦୁବାଇ,୧୬।୯(ପିଟି): ଚଳିତବର୍ଷ ଅନୁଷ୍ଠିତ ପୁରୁଷ ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଥିଲା। ଆଇସିସି ଟୁର୍ନାମେଣ୍ଟ ମଧ୍ୟରୁ ୨୦୧୯ ବିଶ୍ୱକପ୍‌ର ସିଧାପ୍ରସାରଣ ସମଗ୍ର ବିଶ୍ୱରେ ହାରହାରି ୧.୬ ବିଲିୟନ ଲୋକେ ଦେଖିଛନ୍ତି। ଏହା ଯେକୌଣସି ଆଇସିସି ଇଭେଣ୍ଟର ଭ୍ୟୁୟର୍ସ…

ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ସ୍ମିଥ

ଓଭାଲ,୧୬।୯: ଚଳିତ ଆଶେସରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ରେକର୍ଡ ପ୍ରଦର୍ଶନ ରବିବାର ୨୩ ରନ୍‌ର ଇନିଂସ ସହ ଶେଷ ହୋଇଛି। ୫ମ ଟେଷ୍ଟର ଦ୍ୱିତୀୟ ଇନିଂସରେ ସେ ଷ୍ଟୁଆର୍ଟ ବ୍ରଡଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ଫଳରେ ସିରିଜ୍‌ ୪ ମ୍ୟାଚ୍‌…

ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଲା ବିସିସିଆଇ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁଣି ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଛି। ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ରେ ମ୍ୟାଚ୍‌ ଫିକ୍ସିଂ ହୋଇଥିବାର କିଛି ଖେଳାଳି ଅଭିଯୋଗ କରିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିସିସିଆଇର ଆଣ୍ଟି…

ପାକିସ୍ତାନରେ ସୁରକ୍ଷା ଯାଞ୍ଚ କରିବ ଆଇସିସି

ଲାହୋର,୧୬।୯: ଶ୍ରୀଲଙ୍କା ଦଳର ପାକିସ୍ତାନ ଗସ୍ତ ନେଇ ଚାଲିଥିବା ଅନିଶ୍ଚିତତା ଜାରି ରହିଛି। ଏଥିରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ହସ୍ତକ୍ଷେପ କରିବାକୁ ପଡ଼ିଛି। ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ ଲାଗି ମ୍ୟାଚ୍‌ ଅଫିସିଆଲ ନିଯୁକ୍ତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?