ଖେଳ

ଇଞ୍ଜିନିୟରରୁ ପ୍ରସିଦ୍ଧ କ୍ରିକେଟର ହୋଇଥିଲେ ଏହିସବୁ ଭାରତୀୟ ଖେଳାଳି

ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ସେପ୍ଟେମ୍ବର ୧୭କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି ପ୍ରସିଦ୍ଧ କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ଇଞ୍ଜିନିୟରିଂ ଛାଡି କ୍ରିକେଟରେ କ୍ୟାରିୟର୍‌ ଗଢିଥିଲେ।…

ଭିଏତ୍‌ନାମ ଓପନ୍‌ ବ୍ୟାଡମିଣ୍ଟନ: ସୌରଭ ଚାମ୍ପିୟନ

ହୋ ଚି ମିନ୍‌ ସିଟି,୧୫।୯ (ପି.ଟି.)- ଭାରତୀୟ ଯୁବ ବ୍ୟାଡମିଣ୍ଟନ ତାରକା ସୌରଭ ବର୍ମା ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଭିଏତ୍‌ନାମ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର ସୁପର ୧୦୦…

ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ : ଭାରତୀୟଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି

ନୁର-ସୁଲତାନ(କାଜାଖସ୍ଥାନ),୧୫।୯(ପି.ଟି.)- ଏଠାରେ ଚାଲିଥିବା ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ରେସଲର ମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ରବିବାର ଭାରତୀୟ ଗ୍ରୀକୋ- ରୋମାନ ରେସଲରଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରହିଛି। ଫଳରେ ଭାରତୀୟ ରେସଲରଙ୍କ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ନେଇ ଆଶଙ୍କା…

ପ୍ରଥମ ଟି୨୦: ଧର୍ମଶାଳାରେ ପ୍ରବଳ ବର୍ଷା

ଧର୍ମଶାଳା, ୧୫।୯(ପି.ଟି.)- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ଗ୍ରାଉଣ୍ଡରେ ରବିବାର ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେବେ ବର୍ଷା ଏହି ମ୍ୟାଚ୍‌ରେ ବାଧା ସୃଷ୍ଟି କରିବାର ଯଥେଷ୍ଟ…

ପ୍ରିମିୟର ଲିଗ୍‌: ମାଞ୍ଚେଷ୍ଟର ସିଟିର ପ୍ରଥମ ପରାଜୟ

ଲଣ୍ଡନ,୧୫।୯(ଏଏଫ୍‌ପି)- ଜାନୁୟାରୀ ପରେ ପ୍ରିମିୟର ଲିଗ୍‌ରେ ମାଞ୍ଚେଷ୍ଟର ସିଟ୍‌ ତା’ର ପ୍ରଥମ ପରାଜୟ ବରଣ କରିଛି। ଶନିବାର ଅନୁଷ୍ଠିତ ମୁକାବିଲାରେ ନରଓ୍ବିଚ୍‌ ସିଟି ୩-୨ ଗୋଲରେ ମାଞ୍ଚେଷ୍ଟର ସିଟିକୁ ହରାଇଛି। ନରଓ୍ବିଚ୍‌ ତରଫରୁ କେନି ମ୍ୟାକଲିନ୍‌ ୧୮ ତମ ମିନିଟ୍‌ରେ ପ୍ରଥମ…

ମେଡିକାଲ ଇମର୍ଜେନ୍ସି : ନ୍ୟୁଜିଲାଣ୍ଡ ଗଲେ ସିନ୍ଧୁଙ୍କ କୋଚ୍‌

ହାଇଦ୍ରାବାଦ, ୧୫।୯- ଅଲିମ୍ପିକ୍ସ ରୌପ୍ୟ ତଥା ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ବିଜୟିନୀ ପି.ଭି. ସିନ୍ଧୁଙ୍କ କୋରିଆ କୋଚ୍‌ କିମ୍‌ ଜି ହ୍ୟୁନ୍‌ ମେଡିକାଲ ଇମର୍ଜେନି୍ସ ନେଇ ନ୍ୟୁଜିଲାଣ୍ଡ ପ୍ରସ୍ଥାନ କରିଛନ୍ତି। ତାଙ୍କ ସ୍ବାମୀ ଅସୁସ୍ଥ ଥିବାରୁ କିମ୍‌ଙ୍କୁ ହଠାତ ଯିବାକୁ…

ବେଞ୍ଜେମାଙ୍କ ଡବଲ୍‌ ଗୋଲ: ରିୟଲ ମାଡ୍ରିଡ୍‌ ବିଜୟୀ

ମାଡ୍ରିଡ,୧୫।୯(ଏଏଫ୍‌ପି)- ସ୍ପାନିଶ ଲା ଲିଗାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କରିମ ବେଞ୍ଜେମାଙ୍କ ଡବଲ୍‌ ଗୋଲ ସହାୟତାରେ ରିୟଲ ମାଡ୍ରିଡ ୩-୨ ଗୋଲରେ ଲେଭାଣ୍ଟେକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧରେ ୩ଟି ଗୋଲ ଦେଇ ମାଡ୍ରିଡ ୩-୦ରେ ଅଗ୍ରଣୀ ହୋଇଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଲେଭାଣ୍ଟେ…

ନେମାରଙ୍କ ସଫଳ ପ୍ରତ୍ୟାବର୍ତ୍ତନ : ଇଞ୍ଜୁରି ଟାଇମ୍‌ରେ ପିଏସ୍‌ଜିକୁ ଜିତାଇଲେ

ପ୍ୟାରିସ୍‌,୧୫।୯(ଏଏଫ୍‌ପି)- ବ୍ରାଜିଲ ଫୁଟବଲ ସୁପରଷ୍ଟାର ନେମାର ଦୀର୍ଘ ଦିନ ପରେ ନିଜ କ୍ଲବ ପ୍ୟାରିସ ସେଣ୍ଟ ଜର୍ମାନ(ପିଏସ୍‌ଜି)କୁ ପ୍ରତ୍ୟାବର୍ତ୍ତନ କରି ଚମକ ଦେଖାଇଛନ୍ତି। ଶନିବାର ଫ୍ରେଞ୍ଚ୍‌ ଲିଗ୍‌-୧’ରେ ଅନୁଷ୍ଠିତ ମ୍ୟାଚ୍‌ରେ ଷ୍ଟ୍ରାସବର୍ଗ ବିପକ୍ଷରେ ବିଜୟ ସୂଚକ ଗୋଲ ସ୍କୋର କରି ପିଏସ୍‌ଜିକୁ…

ଇଷ୍ଟ ଜୋନ୍‌ ସ୍ନୁକର: ଶାହାବାଜ ଚାମ୍ପିୟନ

ଭୁବନେଶ୍ୱର,୧୫।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍‌କନ ଚିଲିକା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଶନିବାର ଶେଷ ହୋଇଛି। ପଶ୍ଚିମବଙ୍ଗର ଶାହାବାଜ ଆଦିଲ ଖାଁ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାର ଦଶମ ଦିବସରେ ଅନୁଷ୍ଠିତ ଫାଇନାଲ ମୁକାବିଲାରେ ସେ…

ବଞ୍ଜା ଲୁକା ଚ୍ୟାଲେଞ୍ଜର: ଫାଇନାଲରେ ନାଗାଲ

ବଞ୍ଜା ଲୁକା, ୧୫।୯(ପି.ଟି)- ବୋସନିଆ ଓ ହର୍ଜଗୋଭିନାର ବଞ୍ଜା ଲୁକାଠାରେ ଚାଲିଥିବା ଚ୍ୟାଲେଞ୍ଜର ଟେନିସ ଟୁର୍ନାମେଣ୍ଟରେ ଭାରତୀୟ ଯୁବ ଖେଳାଳି ସୁମିତ ନାଗାଲ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ସେ ସ୍ଲୋଭାକିଆର ଫିଲିପ୍‌ ହୋରାନ୍‌ସ୍କିଙ୍କୁ…

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି ଲକ୍ଷ୍ୟରେ ଭାରତ

ଧର୍ମଶାଳା, ୧୫।୯(ପି.ଟି.)- ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ। ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ଷ୍ଟାଡିୟମରେ ରବିବାର ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ…

ଜିମ୍ବାଓ୍ବେକୁ ହରାଇଲା ଆଫଗାନିସ୍ତାନ

ଢାକା, ୧୫ା୯ (ଏଏଫ୍‌ପି)-ନାଜିବୁଲ୍ଲା ଜାଡ୍ରାନଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଆଫଗାନିସ୍ତାନ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଜିମ୍ବାଓ୍ବେକୁ ୨୮ରନରେ ପରାସ୍ତ କରିଛି। ନାଜିବୁଲ୍ଲା ୩୦ ବଲ୍‌ ସାମ୍ନା କରି ୫ ଚୌକା ଓ ୬ ଛକା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?