ଲକ୍ଷ୍ୟ ଜିତିଲେ ବେଲଜିଆନ ଟାଇଟଲ
ଲେଉଭେନ୍ (ବେଲଜିୟମ),୧୫ା୯ (ପି.ଟି.)- ଭାରତର ଉଦୀୟମାନ ବ୍ୟାଡ୍ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍ ବେଲଜିଆନ ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ଦ୍ୱିତୀୟ ସିଡ୍ ତଥା ଡେନମାର୍କର ଭିକ୍ଟର ସ୍ବେଣ୍ଡ୍ସେନ୍ଙ୍କ ବିପକ୍ଷରେ୨୧-୧୪, ୨୧-୧୫ରେ ଚମକପ୍ରଦ ବିଜୟ…
ପ୍ଲିସ୍କୋଭା ଫାଇନାଲରେ
ବେଜିଂ, ୧୫ା୯ (ଏଏଫ୍ପି)- ବିଶ୍ୱର ଦୁଇ ନମ୍ବର ମାନ୍ୟତାପ୍ରାପ୍ତ କାରୋଲିନା ପ୍ଲିସକୋଭା ଡବ୍ଲ୍ୟୁଟିଏ ଝେଙ୍ଗ୍ଝୋ ଓପନ୍ ଟେନିସ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ସେ ଅଜ୍ଲା ତୋମଲଜାନୋଭିଚ୍ଙ୍କୁ ୬-୩, ୬-୨ ସେଟ୍ରେ ହରାଇ ଦେଇଛନ୍ତି। ଚଳିତ ବର୍ଷ ଏହା ହେଉଛି…
ଆଶେସ୍ ପଞ୍ଚମ ଟେଷ୍ଟ: ଇଂଲଣ୍ଡ ସ୍ଥିତ ଦୃଢ଼
ଲଣ୍ଡନ, ୧୫।୯- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଥିବା ଘରୋଇ ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛି। ଦ୍ୱିତୀୟ ଇନିଂସରେ ଓପନର…
ଆଡ୍ଭାନୀ ଫାଇନାଲରେ
ମଣ୍ଡାଲେ (ମ୍ୟାନ୍ମାର), ୧୫ା୯ (ପି.ଟି.)-ଭାରତର ଟପ୍ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଏଠାରେ ଚାଲିଥିବା ଆଇବିଏସ୍ଏଫ୍ ଓ୍ବାଲର୍ଡ ବିଲିୟାଡର୍ସ ଚାମ୍ପିୟନଶିପ୍ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଇଂଲଣ୍ଡର ମାଇକ୍ ରସେଲଙ୍କୁ ସେ ୫-୨ରେ ହରାଇ ଦେଇଛନ୍ତି। କ୍ୟାରିୟରର ୨୨ତମ ବିଶ୍ୱ ଟାଇଟଲ ଲକ୍ଷ୍ୟରେ…
ପ୍ରୋ କବାଡ଼ି ଲିଗ୍: ଷ୍ଟିଲର୍ସ, ପଲ୍ଟନ ବିଜୟୀ
ପୁନେ, ୧୫।୯ (ପି.ଟି.)- ପ୍ରୋ କବାଡ଼ି ଲିଗ୍ (ପିକେଏଲ୍)ରେ ଶନିବାର ଅନୁଷ୍ଠିତ ୨ଟି ମ୍ୟାଚ୍ରେ ହରିୟାଣା ଷ୍ଟିଲର୍ସ ଓ ପୁନେରୀ ପଲ୍ଟନ ବିଜୟୀ ହୋଇଛନ୍ତି। ଶ୍ରୀ ଶିବ ଛତ୍ରପତି ରେସ୍ଲିଂ ହଲ୍ରେ ଅନୁଷ୍ଠିତ ଏକ ମ୍ୟାଚ୍ରେ ହରିୟାଣ ୪୩-୩୫ ପଏଣ୍ଟରେ ତାମିଲ…
ରାୟୁଡୁ ହାଇଦ୍ରାବାଦ ଅଧିନାୟକ ନିଯୁକ୍ତ
ହାଇଦ୍ରାବାଦ, ୧୫।୯- ଅବସର ନିଷ୍ପତ୍ତିରୁ ଓହରିବାର ପାଖାପାଖି ୨ ସପ୍ତାହ ପରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଆଗାମୀ ବିଜୟ ହଜାରେ ଟ୍ରଫି ଲାଗି ହାଇଦ୍ରାବାଦ କ୍ରିକେଟ୍ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଚଳିତ ମାସ ଅନ୍ତିମ ଭାବରେ ୫୦ ଓଭର…
କପିଳ ଦେବ ହେଲେ କୁଳପତି
ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ଅନିଲ ଭିଜ୍ ଶନିବାର ଏବିଷୟରେ ଟୁଇଟ୍ କରିଛନ୍ତି। କୌଣସି ରାଜ୍ୟ ସରକାରଙ୍କ…
ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ : ଅମିତ ପଙ୍ଘାଲଙ୍କ ସହଜ ବିଜୟ
ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ସେ ଚାଇନିଜ ତାଇପେର ତୁ ପୋ-ଓ୍ବି’ଙ୍କ ବିପକ୍ଷ ତାଙ୍କ ଓପନିଂ ବାଉଟରେ ବିଜୟ ଲାଭ…
ଯୁବ ଭାରତୀୟ ଦଳକୁ ରେକର୍ଡ ଏସିଆ କପ୍
କଲମ୍ବୋ,୧୪।୯: ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ୧୯ ବର୍ଷରୁ କମ୍ କ୍ରିକେଟ ଏସିଆ କପ୍ ଜିତିଛି। ସ୍ଥାନୀୟ ଆର. ପ୍ରେମଦାସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଭାରତୀୟ ଦଳ ୫ ରନ୍ରେ…
ପୂଜାରା, ରାହୁଲ, ଜାଡେଜା ଘୋଷଣା କରିବେ କେଉଁଠାରେ ଦେବେ ଡୋପ ଟେଷ୍ଟ
ନୂଆଦିଲ୍ଲୀ,୧୪।୯: ଭାରତୀୟ କ୍ରିକେଟରଙ୍କ ଲାଗି ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପକ୍ଷରୁ ପ୍ରଥମ ଥର ରେଜିଷ୍ଟର ଟେଷ୍ଟିଂ ପୁଲ (ଆରଟିପି) ପ୍ରସ୍ତୁତ କରାଯାଇଛି। ଏହି ତାଲିକାରେ ୫ ଷ୍ଟାର ପୁରୁଷ ଓ ମହିଳା ଖେଳାଳି ରହିଛନ୍ତି। ଏଥିରେ ଚେତେଶ୍ୱର ପୂଜାରା,…
ଫାଇନାଲରେ ଲକ୍ଷ୍ୟ
ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର କିମ ବ୍ରୁନଙ୍କୁ ହରାଇ ଦେଇଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ମ୍ୟାଚ୍କୁ ସେ ୨୧-୧୮, ୨୧-୧୧…
ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର
କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ ଫିଶ୍ଚରଙ୍କ…

