ଖେଳ

କପିଳ ଦେବ ହେଲେ କୁଳପତି

ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍‌ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ଅନିଲ ଭିଜ୍‌ ଶନିବାର ଏବିଷୟରେ ଟୁଇଟ୍‌ କରିଛନ୍ତି। କୌଣସି ରାଜ୍ୟ ସରକାରଙ୍କ…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ : ଅମିତ ପଙ୍ଘାଲଙ୍କ ସହଜ ବିଜୟ

ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ସେ ଚାଇନିଜ ତାଇପେର ତୁ ପୋ-ଓ୍ବି’ଙ୍କ ବିପକ୍ଷ ତାଙ୍କ ଓପନିଂ ବାଉଟରେ ବିଜୟ ଲାଭ…

ଯୁବ ଭାରତୀୟ ଦଳକୁ ରେକର୍ଡ ଏସିଆ କପ୍‌

କଲମ୍ବୋ,୧୪।୯: ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ୧୯ ବର୍ଷରୁ କମ୍‌ କ୍ରିକେଟ ଏସିଆ କପ୍‌ ଜିତିଛି। ସ୍ଥାନୀୟ ଆର. ପ୍ରେମଦାସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ ୫ ରନ୍‌ରେ…

ପୂଜାରା, ରାହୁଲ, ଜାଡେଜା ଘୋଷଣା କରିବେ କେଉଁଠାରେ ଦେବେ ଡୋପ ଟେଷ୍ଟ

ନୂଆଦିଲ୍ଲୀ,୧୪।୯: ଭାରତୀୟ କ୍ରିକେଟରଙ୍କ ଲାଗି ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପକ୍ଷରୁ ପ୍ରଥମ ଥର ରେଜିଷ୍ଟର ଟେଷ୍ଟିଂ ପୁଲ (ଆରଟିପି) ପ୍ରସ୍ତୁତ କରାଯାଇଛି। ଏହି ତାଲିକାରେ ୫ ଷ୍ଟାର ପୁରୁଷ ଓ ମହିଳା ଖେଳାଳି ରହିଛନ୍ତି। ଏଥିରେ ଚେତେଶ୍ୱର ପୂଜାରା,…

ଫାଇନାଲରେ ଲକ୍ଷ୍ୟ

ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର କିମ ବ୍ରୁନଙ୍କୁ ହରାଇ ଦେଇଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ମ୍ୟାଚ୍‌କୁ ସେ ୨୧-୧୮, ୨୧-୧୧…

ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର

କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ ଫିଶ୍ଚରଙ୍କ…

ୟୁଏସ୍‌ ଓପନ ଚାମ୍ପିୟନ ବାଏଙ୍କାଙ୍କୁ ମିଳିଲା ଡବ୍ଲ୍ୟୁଡବ୍ଲ୍ୟୁଇ ବେଲ୍ଟ

ନୂଆଦିଲ୍ଲୀ,୧୪।୯- ନୂଆକରି ୟୁଏସ୍‌ ଓପନ ଜିତିଥିବା କାନାଡାର ବାଏଙ୍କା ଆଣ୍ଡ୍ରେସ୍କୁଙ୍କୁ ବିଶ୍ୱ ରେଶଲିଂ ଚାମ୍ପିୟନଶିପ (ଡବ୍ଲ୍ୟୁଡବ୍ଲ୍ୟୁଇ)ର ମହିଳା ଡିଭିଜନ ଚାମ୍ପିୟନ ବେଲ୍ଟ ମିଳିଛି। ୨୩ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସଙ୍କୁ ହରାଇ ଦେଇଥିବା ୧୯ ବର୍ଷୀୟ ଖେଳାଳି ଶୁକ୍ରବାର ଟୁଇଟ୍‌…

କୋହଲି,ରୋହିତଙ୍କୁ ଅପେକ୍ଷା କରୁଛି ରେକର୍ଡ

ଧର୍ମଶାଳା,୧୪।୯: ଏଠାରେ ରବିବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ରେକର୍ଡ ଅଧିକାରୀ ହୋଇପାରନ୍ତି। ରୋହିତ ବର୍ତ୍ତମାନ ଟି୨୦ ଫର୍ମାଟରେ…

ଭାରତରେ ଦକ୍ଷିଣ ଆଫ୍ରିକାର ବିଜୟ ପ୍ରତିଶତ ବେଶି

ଧର୍ମଶାଳା,୭।୯- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଦୁଇ ଦଳ ସିଜନ ଆରମ୍ଭ କରିବାକୁ ଉଦ୍ୟମ କରିବେ। ତେବେ ରେକର୍ଡ ଦେଖିଲେ…

ଆଇପିଏଲ ଖେଳାଳିଙ୍କ ରୋଜଗାରଠୁ କୋହଲିଙ୍କ ମାସିକ ଘରଭଡ଼ା ବି ଅଧିକ

ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଧନୀ କ୍ରିକେଟର। ଏହା କାହାକୁ ଅଜଣା ନ ଥିବ। ମୁମ୍ବାଇରେ ସେ ୩୪ କୋଟି ଟଙ୍କାର ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି। ହେଲେ ବିରାଟ ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ନୂଆ ଘରକୁ…

ବିଶ୍ୱ ଫୁଟଭଲି ଚାମ୍ପିୟନଶିପ୍‌: ରେଫରି ଦାୟିତ୍ୱ ତୁଲାଇବେ ଓଡ଼ିଶାର ସୁଜିତ

କଟକ ଅଫିସ,୧୪ା୯- ଚଳିତମାସ ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ହେବାକୁ ଥିବା ବିଶ୍ୱ ଫୁଟଭଲି ଚାମ୍ପିୟନଶିପରେ ଓଡ଼ିଶାର ସୁଜିତ କୁମାର ପାତ୍ର ମ୍ୟାଚ୍‌ ରେଫରି ଦାୟିତ୍ୱ ତୁଲାଇବେ। ଏକ ବିଶ୍ୱସ୍ତରୀୟ ଚାମ୍ପିୟନଶିପ୍‌ରେ ମ୍ୟାଚ୍‌ ପରିଚାଳନା କରିବା ଭଳି ଗୁରୁତ୍ୱପୂର୍ଣ୍ଣ…

ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ଖୋର୍ଦ୍ଧା ଜିଲା ଟେବୁଲ ଟେନିସ ଆସୋସିଏଶନ ଆନୁକୂଲ୍ୟରେ ସହିଦ ନଗରସ୍ଥିତ ଇନ୍‌ଡୋର ହଲ୍‌ରେ ୧୪ତମ ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ ହୋଇଛି। ଏଥିରେ ଖୋର୍ଦ୍ଧା ଆସୋସିଏଶନ, କଟକ, ରାଉରକେଲା, କୋରାପୁଟ, ଅନୁଗୋଳ, ପୁରୀ, ବଲାଙ୍ଗୀର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?