ଖେଳ

ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଲଡର୍‌ସ,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ୩୭ତମ ମ୍ୟାଚ୍‌ରେ ଶନିବାର ଅଷ୍ଟ୍ରେଲିଆ ୮୬ ରନରେ ପଡୋଶୀ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହତ ପ୍ରଥମଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ ୮ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ଗୋଟିଏ ପରାଜୟ ସହ…

ୱାଲର୍‌ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ

ଭୁବନେଶ୍ୱର ୩୦।୬(ସ୍ପୋଟର୍‌ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍‌ରେ ଅଧ୍ୟୟନରତ ଦୂତୀ ଚାନ୍ଦ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ନେତୃତ୍ୱ ନେବେ। ଉଦ୍‌ଘାଟନୀ ଉତ୍ସବରେ ଦୂତୀ…

ଅମିତ, ବ୍ରଜଭୂଷଣଙ୍କୁ ଓସ୍‌ଜା ପୁରସ୍କାର: ଗ୍ରାମାଞ୍ଚଳରେ କ୍ରୀଡ଼ାକୁ କ୍ରୀଡ଼ାମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ(ଓସ୍‌ଜା)ର ଦ୍ୱିତୀୟ ବାର୍ଷିକ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଶନିବାର ଏଠାରେ ଅନୁଷ୍ଠିତ ହୋଇ ଯାଇଛି। ଭାରତୀୟ ହକି ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଅମିତ ରୋହିଦାସଙ୍କୁ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଏବଂ ଭାରତୀୟ…

ନେଦରଲାଣ୍ଡ୍ସ ସେମିଫାଇନାଲରେ

ଭାଲେନ୍‌ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍‌ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଦଳ ୨-୦ ଗୋଲରେ ଇଟାଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଭିଭିଆନି ମିଡେମା…

ପ୍ରଦୀପ ବିଶ୍ୱକପ୍‌ରୁ ଆଉଟ୍‌

ଲଣ୍ଡନ, ୩୦ା୬ (ପି.ଟି.)-ହାଡ଼ଫୁଟିରେ ପୀଡ଼ିତ ଯୋଗୁ ଶ୍ରୀଲଙ୍କା ପେସ୍‌ ବୋଲର ନୁଓ୍ବାନ ପ୍ରଦୀପ ଶନିବାର ଚଳିତ ଆଇସିସି ବିଶ୍ୱକପ୍‌ରୁ ଆଉଟ୍‌ ହୋଯାଇଛନ୍ତି। ତାଙ୍କ ସ୍ଥାନରେ ଦଳରେ ସାସୁନ ରଜିଥା ସ୍ଥାନ ପାଇବେ। ଜୁନ୍‌ ୪ରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ପ୍ରଦୀପ ମ୍ୟାଚ…

କେବଳ ଗୋଟିଏ ମ୍ୟାଚ୍‌ରେ ଅରେଞ୍ଜ ଜର୍ସି ପିନ୍ଧିବୁ: କୋହଲି

ବର୍ମିଂହାମ,୩୦।୬ (ପି.ଟି.)- ନୀଳ ସବୁବେଳ ଆମ ଜର୍ସିର ରଙ୍ଗ ହୋଇ ରହିବ। ତେବେ ଗୋଟିଏ ମ୍ୟାଚ୍‌ରେ ଆମେ ଅରେଞ୍ଜ ବା କମଳା ରଙ୍ଗର ଜର୍ସ ପିନ୍ଧିବୁ ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି କହିଛନ୍ତି। ରବିବାର ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ…

ପାକିସ୍ତାନର ସଂଘର୍ଷପୂର୍ଣ୍ଣ ବିଜୟ

ଲିଡ୍ସ,୩୦।୬(ପି.ଟି.)- ଆଇସିସି ବିଶ୍ୱକପ୍‌ର ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ପାକିସ୍ତାନ ୨ଟି ବଲ ବାକି ରଖି ୩ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଟସ୍‌ ଜିତି ଆଫଗାନିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୨୭ ରନ…

ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍‌ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ)ର ‘ହେଡ୍‌ ଅଫ୍‌ କ୍ରିକେଟ୍‌’ ଭାବେ ଡ୍ରାଭିଡ ଆଗାମୀ ୨…

‘ଧୋନୀ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍‌’

ମୁମ୍ବାଇ, ୨୯।୬(ପି.ଟି.)-ଚଳିତ ବିଶ୍ୱକପ୍‌ର ବଳକା ମ୍ୟାଚ୍‌ ଲାଗି ଭାରତୀୟ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀ ଗୁରୁତ୍ୱପୂର୍ଣ୍ଣ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍‌ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଡିନ୍‌ ଜୋନ୍ସ କହିଛନ୍ତି। ନିକଟରେ ଆଫଗାନିସ୍ତାନ ଓ…

କୋହଲିଙ୍କ ଉଇକେଟ ଲକ୍ଷ୍ୟରେ ଅଲି

ବର୍ମିଂହାମ,୨୯।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଏଠାରେ ଚଳିତ ବିଶ୍ୱକପ୍‌ର ମ୍ୟାଚ୍‌ ଖେଳାଯିବ। ଆୟୋଜକ ଦଳ ଲାଗି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଇକେଟ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଇଂଲଣ୍ଡ ଦଳର ଅଲରାଉଣ୍ଡର ମୋଏନ ଅଲି ନିଜ ପାଇଁ ଲକ୍ଷ୍ୟ ସ୍ପଷ୍ଟ…

ଟିମ୍‌ ଇଣ୍ଡିଆର ନୂଆ ଜର୍ସି: କଂଗ୍ରେସ ସମର୍ଥକ କ୍ଷୁବ୍ଧ

ବର୍ମିଂହାମ,୨୯।୬- ଭାରତୀୟ ଦଳ ତା’ର ପରବର୍ତ୍ତୀ ଇଂଲଣ୍ଡ ବିପକ୍ଷ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ କମଳା ରଙ୍ଗର ଜର୍ସି ପିନ୍ଧିବ। ଜର୍ସିର ନୂଆ ଲୁକ୍‌ ସାମ୍ନାକୁ ଆସିବା ପରେ କେତେଜଣ ପ୍ରଶଂସକ ଏହାକୁ ପସନ୍ଦ କରିଥିବାବେଳେ ଆଉ କିଛି ନା ପସନ୍ଦ କରିବା…

ରେସ୍ତୋରାରେ  ବାସନ ମାଜୁଛନ୍ତି ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକଧାରୀ

ନୂଆଦିଲ୍ଲୀ,୨୯।୬- ସକାଳେ ଖବରକାଗଜ ବିକନ୍ତି। ଅପରାହ୍ନରେ ଦିଲ୍ଲୀର ସଦର ବଜାରଠାରେ ନକଲି ଗହଣା କିଣିବା ଲାଗି ଗରାଖକୁ ମନାନ୍ତି। ଏକଦା ସେ ଆମେରିକାରେ ଏକ ଭାରତୀୟ ରେସ୍ତୋରାରେ ଦୈନିକ ୧୦ରୁ ୧୨ ଘଣ୍ଟା ବାସନ ମାଜୁଥିଲେ। କାଲିଫର୍ନିଆର ସାନ୍‌ଜୋସଠାରେ ଫିଗର ସ୍କେଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri