କୋଟ୍ଲା ହେଲା ଅରୁଣ ଜେଟ୍ଲୀ ଷ୍ଟାଡିୟମ
ନୂଆଦିଲ୍ଲୀ,୧୩।୯(ପି.ଟି.)- ସ୍ଥାନୀୟ ଫିରୋଜ ଶାହା କୋଟ୍ଲା ଷ୍ଟାଡିୟମ ଏବେ ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ପରିଣତ ହୋଇଛି। ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ଆନୁଷ୍ଠାନିକ ଭାବେ ଏହି ଷ୍ଟାଡିୟମର ନାମ ପରିବର୍ତ୍ତନ କରିଛି। ଭାଜପା ନେତା ତଥା ପୂର୍ବତନ…
ଇଂଲଣ୍ଡ ୨୭୧/୮
ଲଣ୍ଡନ, ୧୩|୯-ସ୍ଥାନୀୟ କେନିଙ୍ଗଟନ୍ ଓଭାଲଠାରେ ୫ମ ଆଶେସ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିରେ ଟସ୍ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ଇଂଲଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଜୋସ୍ ବଟଲର (୬୪*) ଏବଂ…
ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ: ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି
ଲାଉସାନ୍ନେ,୧୩।୯(ଏଏଫ୍ପି): ଇରାନରେ ମହିଳା ପ୍ରଶଂସକଙ୍କ ଫୁଟ୍ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳୀ ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା…
ଆର୍ସିଏ ନିର୍ବାଚନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଲଢ଼ିବେ
ଜୟପୁର,୧୩।୯(ପିଟି): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ରାଜସ୍ଥାନ କ୍ରିକେଟ ଆସୋସିଏଶନ(ଆରସିଏ) ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ବିସିସିଆଇ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ଆସୋସିଏଶନର ନିର୍ବାଚନ ପ୍ରକ୍ରିୟା ଚଳିତ ମାସ ୨୮ ତାରିଖ ସୁଦ୍ଧା ଶେଷ ହେବା ଦରକାର। ବୈଭବ ପୂର୍ବରୁ…
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷିତ; ଶୁବମନ ନୂଆ ମୁହଁ
ନୂଆଦିଲ୍ଲୀ,୧୩।୯(ପି.ଟି.)- ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଭାରତୀୟ ଟେଷ୍ଟ ଦଳ ଘୋଷଣା ହୋଇଛି। ଦଳରେ ଏକାଧିକ ଅଦଳବଦଳ କରାଯାଇି। ଖରାପ୍ ଫର୍ମ ପାଇଁ ଓପନର ଲୋକେଶ ରାହୁଲଙ୍କୁ ଦଳରୁ ବାଦ୍ ଦିଆଯାଇଛି। ଫଳରେ ଅଭିଜ୍ଞ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା…
କୋହଲିଙ୍କ ନାମରେ ଷ୍ଟାଣ୍ଡ
ନୂଆଦିଲ୍ଲୀ,୧୩।୯(ପି.ଟି.): ନୂଆ କରି ନାମିତ ହୋଇଥିବା ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ଡିଡିସିଏ ଏକ ନୂଆ ପ୍ୟାଭିଲିୟନ ଷ୍ଟାଣ୍ଡ ଉନ୍ମୋଚନ କରିଥିଲା। ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ଏହାକୁ ନାମିତ କରାଯାଇଛି। କିଛି ଦିନ ତଳେ ମହେନ୍ଦ୍ର ସିଂ ଧୋନୀଙ୍କୁ ପଛରେ…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଦୂତୀ ଭାଗନେବେ
ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ସେ ଅଂଶଗ୍ରହଣ କରିବେ। ମହିଳା ୧୦୦ ମିଟର ଇଭେଣ୍ଟ ପାଇଁ ଯୋଗ୍ୟତା ଟାଇମିଂ…
ପ୍ରଥମଦେଖାରେ ଅନୁଷ୍କାଙ୍କୁ ଏମିତି କହିଦେଇଥିଲେ କୋହଲି, ଏବେ ଭାବି ପଶ୍ଚାତ୍ତାପ କରୁଛନ୍ତି
ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ। ବିବାହ ପରେ ମଧ୍ୟ ଉଭୟଙ୍କୁ ନେଇ ଚର୍ଚ୍ଚା ଥମୁନି। ସମସ୍ତେ ଜାଣନ୍ତି ଦୀର୍ଘ ୫ବର୍ଷର ପ୍ରେମ ସମ୍ପର୍କ ପରେ ବିରୁଷ୍କା ୨୦୧୭ ଡିସେମ୍ବର ମାସରେ ଇଟାଲୀରେ ବିବାହ…
କାହିଁକି ଦୁଇ ପିଲାର ମା’ଙ୍କୁ ବିବାହ କରିଥିଲେ ଶିଖର ଧାଓ୍ବନ୍
ଭାରତୀୟ କ୍ରିକେଟ୍ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ଶିଖର ଧାଓ୍ବନ ନିଜ ବ୍ୟାଟିଂ ପାଇଁ ଯେତିକି ଲୋକପ୍ରିୟତା ହାସଲ କରିନାହାନ୍ତି, ତାଙ୍କ ପ୍ରେମ କାହାଣୀକୁ ନେଇ ସେତିକି ଚର୍ଚ୍ଚାରେ ଥାଆନ୍ତି। ଧାଓ୍ବନଙ୍କ ବିବାହ ୨୦୧୨ ଅକ୍ଟୋବର ୩୦ରେ ଅଷ୍ଟ୍ରେଲିଆର ଆୟେଶା ମୁଖାର୍ଜୀଙ୍କ ସହ…
ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ: ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି
ଲୌସାନ୍ନେ,୧୨।୯(ଏଏଫ୍ପି): ଇରାନରେ ମହିଳା ପ୍ରଶଂସକଙ୍କୁ ଫୁଟ୍ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳି ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା…
ହଂକଂ ଅଧିନାୟକ ପଦ ଛାଡ଼ିଲେ ଓଡ଼ିଆ ଖେଳାଳି ଅଂଶୁମାନ
ନୂଆଦିଲ୍ଲୀ, ୧୨।୯- ଭାରତ ପକ୍ଷରୁ ଖେଳିବା ସ୍ବପ୍ନରେ ଓଡ଼ିଆ ପୁଅ ଅଂଶୁମାନ ରଥ ଗୁରୁବାର ହଂକଂ ଜାତୀୟ କ୍ରିକେଟ୍ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଆଗାମୀ ଦିନରେ ଭାରତରେ ପ୍ରଥମ ଶ୍ରେଣୀ କ୍ରିକେଟ୍ ଖେଳିବାକୁ ଯୋଜନା ରଖିଥିବା ଅଂଶୁମାନ ଏଥିସହ…
ଅଷ୍ଟ୍ରେଲୀୟ ବୋଲର ମେଗାନଙ୍କ ବିରଳ ରେକର୍ଡ
ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୨।୯ (ପି.ଟି.)- ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମେଗାନ ସ୍କଟ୍ଟ ମହିଳା କ୍ରିକେଟ୍ ଇତିହାସରେ ପ୍ରଥମ ଖେଳାଳି ଭାବେ ସୀମିତ ଓଭର ଫର୍ମାଟ୍ରେ ୨ଟି ହ୍ୟାଟ୍ରିକ ଉଇକେଟ୍ ନେବାର ରେକର୍ଡ ସ୍ଥାପନ କରିଛନ୍ତି। ସ୍ଥାନୀୟ ସାର୍ ଭିଭିଆନ୍ ରିଚାଡର୍ସ…

