ଖେଳ

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଦମ୍‌ଦାର ବୋଲିଂ କରି ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ବୃହତ୍‌ ବିଜୟ ହାସଲ…

ଆର୍ଥତ୍କ ସଂକଟରେ ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-କମର୍ସିଆଲ ପାର୍ଟନର ଆଇଏମ୍‌ଜି-ରିଲାଏନ୍ସ ଉପରେ ୨୫ କୋଟି ଟଙ୍କା ବାକି ପଡ଼ିଥିବାରୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛି। ଖବର ଅନୁସାରେ ମହାସଂଘର କମର୍ସିଆଲ ପାର୍ଟନର ଶେଷ ଦୁଇ କ୍ୱାର୍ଟର ପର୍ଯ୍ୟାୟ…

ପୂର୍ବତନ ବେଙ୍ଗଲ ରଣ୍‌ଜୀ ଅଧିନାୟକଙ୍କ ପରଲୋକ

କୋଲକାତା, ୨୭।୬(ପି.ଟି.): ବେଙ୍ଗଲ ରଣ୍‌ଜୀ ଦଳର ପୂର୍ବତନ ଅଧିନାୟକ ଶ୍ୟାମ ସୁନ୍ଦର ମିତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ହାର୍ଟଜନିତ ସମସ୍ୟା ଦେଇ ଗତି କରୁଥିଲେ। ସଲ୍ଟଲେକ୍‌ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ…

କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ…

ନିଶ୍ଚିତ ବିଜୟ ଲକ୍ଷ୍ୟରେ ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୭।୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଶୁକ୍ରବାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଥିବା ଦକ୍ଷିଣ ଆଫ୍ରିକା ଓ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ଶ୍ରୀଲଙ୍କା ଏହାର…

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌ ଲଗାଇବାରେ…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଭାରତ

ମାଞ୍ଚେଷ୍ଟର, ୨୭।୬:ଚଳିତ ବିଶ୍ୱକପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ ପର୍ଯ୍ୟାୟ ମ୍ୟାଚରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ…

ପାକିସ୍ତାନ ଜିତିବା ଖୁସିରେ ଟୁଇଟ୍‌ କରି ଟ୍ରୋଲ୍‌ ହେଲେ ସାନିଆ

ବର୍ମିଂହାମ,୨୭।୬:ଚଳିତ ବିଶ୍ୱକପର ୩୩ତମ ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୬ ଓ୍ବିକେଟରେ ପରାସ୍ତ କରି ସେମିଫାଇନାଲ ଖେଳିବା ଆଶା ଉଜ୍ଜିବୀତ ରଖିଛି। ପାକିସ୍ତାନ ବିଜୟରେ ଖୁସି ବ୍ୟକ୍ତ କରି ଭାରତୀୟ ଟେନିସ୍‌ ଷ୍ଟାର୍‌ ସାନିଆ ମିର୍ଜା ଟୁଇଟ୍‌ କରି ପାକିସ୍ତାନ ଦଳକୁ ଅଭିନନ୍ଦନ…

୧୧୯ବର୍ଷ ପୁରୁଣା ଗାଡି ଚଳାଇଲେ ସଚିନ

ଲଣ୍ଡନ, ୨୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟର ବିଶ୍ୱକପରେ କମେଣ୍ଟ୍ରି କରୁଥିବା ନଜର ଆସିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ଏହି ଅବସରରେ ସେ ପୂରା ପରିବାର ସହ ଇଂଲଣ୍ଡରେ ବିଭିନ୍ନ ଯାଗା ବୁଲି ମଜା ମଧ୍ୟ ଉଠାଉଛନ୍ତି। ବୁଧବାର ୧୧୯ବର୍ଷ ପୁରୁଣା ଗାଡି…

ଭାରତ ସିରିଜ ପରେ ସନ୍ନ୍ୟାସ ନେବେ ଗେଲ୍‌

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ନେଇ ତାଙ୍କ ମତ ବଦଳାଇଛନ୍ତି। ଘରୋଇ ମାଟିରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସିରିଜ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବେ ବୋଲି…

ବିବାଦରେ ଅରେଞ୍ଜ ଜର୍ସି

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜୁନ ୩୦ରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଏବେ ଏକ ବିବାଦ ଦେଖିବାକୁ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ…

ବାବରଙ୍କ ଶତକ: ନ୍ୟୁଜିଲାଣ୍ଡର ପ୍ରଥମ ପରାଜୟ

ବର୍ମିଂହାମ,୨୭।୬(ପ.ଟି.)- ଚଳିତ ବିଶ୍ୱକପ୍‌ରେ ଅପରାଜେୟ ଥିବା ନ୍ୟୁଜିଲାଣ୍ଡ ଶେଷରେ ପ୍ରଥମଥର ପାଇଁ ପରାଜୟର ମୁହଁ ଦେଖିଛି। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ଟୁର୍ନାମେଣ୍ଟର ୩୩ତମ ମ୍ୟାଚ୍‌ରେ ଯୁବ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦୀ ପ୍ରଭାବୀ ବୋଲିଂ ଓ ବାବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri