ଖେଳ

ବେକାର ହେଲା ଗେଲ୍‌ଙ୍କ ବିସ୍ଫୋରକ ଶତକ

ସେଣ୍ଟ କିଟ୍ସ, ୧୧।୯: ଓ୍ବାର୍ନର ପାର୍କଠାରେ ଅନୁଷ୍ଠିତ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ) ମ୍ୟାଚ୍‌ରେ ଜାମାଇକା ତାଲାଓ୍ବାସ ଦଳର ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କ କ୍ୟାରିୟରର ୨୨ତମ ଶତକ ବେକାର ହୋଇଛି। ଗେଲ୍‌ଙ୍କ ଶତକ ଓ ଚାଦ୍ୱିକ ଓ୍ବାଲଟନଙ୍କ ୩୬ ବଲରୁ ୭୩…

ଆଇପିଏଲ ନୁହେଁ, ସୁରକ୍ଷା ଚିନ୍ତାରେ ପଛଘୁଞ୍ଚା ଦେଇଛନ୍ତି ଶ୍ରୀଲଙ୍କା ଖେଳାଳି

ନୂଆଦିଲ୍ଲୀ,୧୧।୯: ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ୧୦ ଜଣ ଶ୍ରୀଲଙ୍କା ଖେଳାଳି ପାକିସ୍ତାନ ଗସ୍ତରୁ ଓହରିଯାଇଥିବା ଏହି ଦେଶର ମନ୍ତ୍ରୀ ଫଓ୍ବାଦ ହୁସେନ ଅଭିଯୋଗ ଆଣିଥିଲେ। ଏହାକୁ ଖଣ୍ଡନ କରି ଶ୍ରୀଲଙ୍କା କ୍ରୀଡ଼ାମନ୍ତ୍ରୀ ହାରିନ ଫର୍ନାଣ୍ଡୋ ଟୁଇଟର ଜରିଆରେ ବୁଧବାର…

ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ଶତକ ହାସଲ କରିଥିଲେ ଏହି ଖେଳାଳି

ଜଣେ ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌, ବୋଲର୍‌, ଫିଲ୍ଡର ଏବଂ ଜଣେ ଉଚ୍ଚକୋଟୀର ଅଧିନାୟକ ଥିଲେ ଲାଲା ଅମରନାଥ। ସ୍ବାଧୀନ ଭାରତର ପ୍ରଥମ ଅଧିନାୟକ ଭାବେ ତାଙ୍କୁ ନିଯୁକ୍ତ କରାଯାଇଥିଲା। ୧୯୧୧ ସେପ୍ଟେମ୍ବର ୧୧ କପୁରଥଲ୍ଲାରେ ଜନ୍ମଗ୍ରହଣ କରିଥିବା ଲାଲା ଅମରନାଥ ୨୪ଟି ଟେଷ୍ଟ…

ସ୍ବସ୍ତିକ, ସତ୍ୟେନ୍ଦ୍ର, ଅନନ୍ତଙ୍କୁ ସରୋଜ ମହାସୁଆର ପୁରସ୍କାର

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଯୁବ କ୍ରିକେଟର ସ୍ବସ୍ତିକ ସାମଲ ଏବଂ ରାଜ୍ୟର ଦୁଇ ଜଣାଶୁଣା ଅମ୍ପାୟର ସତ୍ୟେନ୍ଦ୍ର ମୋହନ ମହାନ୍ତି ଓ ଅନନ୍ତ ବାସୁଦେବ ମିଶ୍ର ଚଳିତ ବର୍ଷର ସରୋଜ ମହାସୁଆର ସ୍ମୃତି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହି ପୁରସ୍କାର ପ୍ରଦାନର…

ବିଦେଶ ମାଟିରେ ଖେଳିବାକୁ ବ୍ୟଗ୍ର: ସୁଶ୍ରୀ

ଭୁବନେଶ୍ୱର, ୧୧।୯-ସୁଶ୍ରୀ ଦିବ୍ୟଦର୍ଶିନୀ ପ୍ରଧାନ। ଓଡ଼ିଶା ମହିଳା କ୍ରିକେଟରେ ଏହା ଏବେ ସବୁଠାରୁ ଚର୍ଚ୍ଚିତ ନାମ। ରାଜ୍ୟ ଏବଂ ଜୋନାଲ ସ୍ତରରେ ଆକର୍ଷଣୀୟ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଦିବ୍ୟଦର୍ଶିନି ଗତ କିଛିଦିନ ତଳେ ବୋର୍ଡ ସଭାପତି ଏକାଦଶର…

ଭାରତ ‘ଏ’ ଦଳରେ ଓଡ଼ିଶାର ଦିବ୍ୟଦର୍ଶିନୀ

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ପ୍ରତିଭା ସମ୍ପନ୍ନ ମହିଳା କ୍ରିକେଟ ଖେଳାଳି ସୁଶ୍ରୀ ଦିବ୍ୟଦର୍ଶିନୀ ପ୍ରଧାନ ଓଡ଼ିଶା କ୍ରିକେଟ ପାଇଁ ଆଣିଛନ୍ତି ଏକ ଖୁସି ଖବର। ପୂର୍ବରୁ ଭାରତୀୟ ବୋର୍ଡ ଏକାଦଶ ଦଳରେ ସାମିଲ ହୋଇ ନିଜ ଉଜ୍ଜଳ ଭବିଷ୍ୟତର ସୂଚନା ଦେଇ ସାରିଥିବା…

ଓ୍ବେଷ୍ଟର୍ନ ଏସିଆନ ୟୁଥ୍‌ ଆଣ୍ଡ ଜୁନିୟର ଚେସ୍‌: ସାଇନା, ପଲକଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା ଚେସ୍‌ର ଭବିଷ୍ୟତଭାବେ ବିବେଚିତ ହେଉଥିବା ପ୍ରତିଭା ସମ୍ପନ୍ନ ସାଇନା ସାଲୋନିକା ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ଆଉ ୨ଟି ପଦକ ଅର୍ଜନ କରିଛନ୍ତି। ନୂଆଦିଲ୍ଲୀରେ ମଙ୍ଗଳବାର ଶେଷ ହୋଇଥିବା ଓ୍ବେଷ୍ଟର୍ନ ଏସିଆନ ୟୁଥ୍‌ ଆଣ୍ଡ ଜୁନିୟର ଚେସ୍‌ ଚାମ୍ପିୟନଶିପ୍‌ର…

ସେଲ୍‌ ଥେରାପି ପାଇଁ ପ୍ୟାରିସ୍‌ରେ ସୁମାକର

ପ୍ୟାରିସ୍‌, ୧୧ା୯ (ଏଏଫ୍‌ପି)-ଆଘାତପ୍ରାପ୍ତ ୭ଥର ଚାମ୍ପିୟନ ଫର୍ମୁଲା ଓ୍ବାନ ବିଶ୍ୱ ଚାମ୍ପିୟନ ମାଇକେଲ ସୁମାକରଙ୍କୁ ପ୍ୟାରିସର ଜର୍ଜେସ ପମ୍ପିଡୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ସେଲ୍‌ ଥେରାପି ସର୍ଜରୀ ହେବ ବୋଲି ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଏହି ଡାକ୍ତରଖାନାରେ…

ମହିଳା କ୍ରିକେଟ ଦଳ ଲାଗି ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତ ହେବେ

ନୂଆଦିଲ୍ଲୀ,୧୧।୯(ପି.ଟି.)- ଜାତୀୟ ମହିଳା କ୍ରିକେଟ ଦଳ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରଫର୍ମାନ୍ସ ଆନାଲିଷ୍ଟ ବା ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତି ଦେବ। ଏ ନେଇ ବୋର୍ଡ ଦରଖାସ୍ତ ଆହ୍ବାନ କରିଛି। ଟିମ୍‌ ମ୍ୟାନେମେଣ୍ଟ ଏହି ପଦର ଆବଶ୍ୟକତା ଉପରେ…

ଅହମ୍ମଦାବାଦ୍‌ରେ ପିକେଏଲ୍‌ ଫାଇନାଲ ଖେଳାଯିବ

ଅହମ୍ମଦାବାଦ,୧୧।୯(ପି.ଟି.)- ଆସନ୍ତାମାସ ୧୯ ତାରିଖରେ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଏହି ସପ୍ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ରେ ଖେଳାଯିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଏଠାରେ ପ୍ଲେ-ଅଫ୍‌ ମ୍ୟାଚ୍‌ଗୁଡିକ ମଧ୍ୟ ଖେଳାଯିବ। ଦୁଇଟି ଏଲିମିନେଟର…

ଇଷ୍ଟ ଜୋନ୍‌ ସ୍ନୁକର: କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୧।୯(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ମଙ୍ଗଳବାର ଷଷ୍ଠ ଦିବସରେ ପହଞ୍ଚିଛି। ଓଡ଼ିଆର ସୁବ୍ରତ୍‌ ଦାସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୁବ୍ରତ ୪-୨ରେ ନିଜ ରାଜ୍ୟର ଜାକିର ଅଲିଙ୍କୁ ହରାଇ ଏହି ସଫଳତା…

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ମନ୍ତ୍ରଣାଳୟ ଏହି କଡ଼ା ନିଷ୍ପତ୍ତି ନେଇଛି। ପିସିଆଇ ଅଧ୍ୟକ୍ଷ ରାଓ ଇନ୍ଦ୍ରଜିତ୍‌ ସିଂଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?