୫ ମହିଳା ଚେସ୍ ଖେଳାଳିଙ୍କୁ ମିଳିବ ୧କୋଟି ଅନୁଦାନ
ହାଇଦ୍ରାବାଦ,୨୨ା୪: ଭାରତରେ ମହିଳା ଖେଳର ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଥିବା ୬୪ ସ୍କୋୟାର୍ସ ନାମକ ଏକ ସଂଗଠନ ମଙ୍ଗଳବାର ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍) ଭାନ୍ତିକା ଅଗ୍ରଓ୍ବାଲଙ୍କ ବ୍ୟତୀତ ଅନ୍ୟ ୪ଜଣ ଉଦୀୟମାନ ଚେସ୍ ଖେଳାଳି ୧କୋଟି ଟଙ୍କାର ଫେଲୋଶିପ୍ ଅନୁଦାନ ପାଇବା…
ଦିଲ୍ଲୀର ଷଷ୍ଠ ବିଜୟ
ଲକ୍ଷ୍ନୌ,୨୨ା୪: ମୁକେଶ କୁମାର ଘାତକ ବୋଲିଂ ବଳରେ ଦିଲ୍ଲୀ ପ୍ୟାପିଟାଲ୍ସ (ଡିସି) ୮ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏସ୍ଏଲ୍ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ପ୍ରଦତ୍ତ ୧୬୦ ରନର ଲକ୍ଷ୍ୟକୁ ଦିଲ୍ଲୀ ୧୭.୫ ଓଭରରେ ୨ ଉଇକେଟ ହରାଇ ହାସଲ…
୧୦ ଆଥଲେଟ୍ଙ୍କୁ ସହାୟତାର ହାତ ବଢାଇଲେ ଶିବମ
ଚେନ୍ନାଇ,୨୨ା୪: ଭାରତ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଲରାଉଣ୍ଡର ଶିବମ ଦୁବେ ମଙ୍ଗଳବାର ତାମିଲନାଡୁର ୧୦ ଉଦୀୟମାନ ଆଥଲେଟ୍ଙ୍କୁ ୭୦ ହଜାର ଲେଖାଏ ସହାୟତା ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ତାମିଲନାଡୁ ଜର୍ନାଲିଷ୍ଟଙ୍କ ଆସୋସିଏଶନ(ଟିଏନ୍ଏସ୍ଜେଏ)ର ପୁରସ୍କାର ଓ ସ୍କଲରାଶିପ୍ସ ବିତରଣ କାର୍ଯ୍ୟକ୍ରମରେ…
ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ
ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତାଇଥିବାରୁ ୫୫ ବର୍ଷୀୟ ସ୍ଲାଟରଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସେ ଘରୋଇ ହିଂସା…
IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା ପାଇଁ ଶେଷ ଓଭରରେ ୯ରନ ଆବଶ୍ୟକ ଥିଲା, କିନ୍ତୁ ଆଭେଶ ଖାନଙ୍କ ଏହି ଓଭରରେ…
ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ
ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି। କାରଣ ସେ ବିବାହ ବାର୍ଷିକୀରେ ମା’ ହୋଇଛନ୍ତି। ଜ୍ୱାଲା ୨୨ ଏପ୍ରିଲ ୨୦୨୧ରେ ତାମିଲ…
ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍: ଥାନାରେ ପହଞ୍ଚିଲା ମାମଲା
ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ ହଇରାଣ କରିଛନ୍ତି। ତାଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ଏକ କାର ଦେବାକୁ ମଧ୍ୟ…
IPL Cheerleader Salary: ଗୋଟିଏ ମ୍ୟାଚ୍ ପାଇଁ କେତେ ଟଙ୍କା ନିଅନ୍ତି ଚିୟରଲିଡର୍ସ: ଜାଣନ୍ତୁ କେଉଁ ଦଳ ଦିଏ ଅଧିକ ଟଙ୍କା
ନୂଆଦିଲ୍ଲୀ,୨୨।୪: IPL 2025ରେ ସମସ୍ତ ୧୦ଟି ଦଳ ସେମାନଙ୍କ ମ୍ୟାଚ ପାଇଁ ଚିୟରଲିଡର୍ସଙ୍କୁ ନିଯୁକ୍ତି ଦେଇଛନ୍ତି। ଏହା ପ୍ରତିବର୍ଷ ଘଟେ। ଏଥିରେ ବିଦେଶୀ ଯୁବତୀମାନେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। ଜଣେ ଚିୟରଲିଡର ପ୍ରତ୍ୟେକ ମ୍ୟାଚ ପାଇଁ କେତେ ଟଙ୍କା…
ଟିମ୍ ଇଣ୍ଡିଆର ଷ୍ଟାର ଖେଳାଳିଙ୍କ ମଧ୍ୟରେ କିଏ Vegetarian ଆଉ କିଏ Non-vegetarian: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍
ନୂଆଦିଲ୍ଲୀ,୨୨।୪:ଖେଳର କୌଶଳ ବୁଝିବା ସହିତ, ଜଣେ କ୍ରିକେଟରଙ୍କୁ ଭଲ ଫିଟନେସ ମଧ୍ୟ ବଜାୟ ରଖିବାକୁ ପଡିବ। ଏହାଦ୍ୱାରା ତାଙ୍କର ପ୍ରଦର୍ଶନ ଭଲ ହୋଇପାରିବ। ଆଜିକାଲି ପ୍ରତ୍ୟେକ କ୍ରିକେଟର ନିଜ ଫିଟନେସକୁ ଗୁରୁତ୍ୱ ଦିଅନ୍ତି, ଏଥିପାଇଁ ସେ ନିଜ ଖାଦ୍ୟର ମଧ୍ୟ ସମ୍ପୂର୍ଣ୍ଣ…
ଫିକ୍ସ ହେଲା ଶୁବମନ ଗିଲଙ୍କ ମ୍ୟାରେଜ? IPL ମ୍ୟାଚରେ କମେଣ୍ଟେଟରଙ୍କ ପ୍ରଶ୍ନର ଉତ୍ତରରେ ଅପଡେଟ ଦେଲେ…
ନୂଆଦିଲ୍ଲୀ,୨୨।୪: ଶୁବମନ ଗିଲଙ୍କ ଖେଳ ପାଇଁ ସାରା ବିଶ୍ୱ କେବଳ ପ୍ରଶଂସା କରେ ନାହିଁ, ମହିଳା ପ୍ରଶଂସକମାନେ ମଧ୍ୟ ତାଙ୍କ ଲୁକ ପାଇଁ ପାଗଳ। ଏବେ ଏହି ଖେଳାଳିଙ୍କ ବିବାହକୁ ନେଇ ପ୍ରାୟତଃ ଖବର ଆସୁଛି। ତାଙ୍କୁ ଅନେକ ଥର ବିବାହ…
IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…
ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ ଏମଏସ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ହାତରେ କଳା ପଟି ପିନ୍ଧି…
IPL 2025: ପ୍ରିତୀ ଜିଣ୍ଟାଙ୍କୁ ନିଜ ପୁଅର ଭିଡିଓ ଦେଖାଇଲେ ବିରାଟ କୋହଲି, ହସି ପକାଇଲେ ଅଭିନେତ୍ରୀ, ଦେଖନ୍ତୁ ଭିଡ଼ିଓ
ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025 ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୭ ୱିକେଟରେ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି। ମୁଲାନପୁରରେ ଅନୁଷ୍ଠିତ ଏହି ମ୍ୟାଚରେ ବିରାଟ କୋହଲି ୫୪ ବଲରେ ଅପରାଜିତ ୭୩ ରନ…
Archives


