ଖେଳ

ବିଶ୍ୱ ରେକର୍ଡଠାରୁ ୩୭ ରନ୍‌ ଦୂରରେ କୋହଲି

ମାଞ୍ଚେଷ୍ଟର,୨୬।୬- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଏକ ବିଶ୍ୱରେକର୍ଡର ଅଧିକାରୀ ହେବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିପାରନ୍ତି। ଏହି ମାଇଲଷ୍ଟୋନ…

ଭାରତ ଟପ୍‌, ତାଲିକା ଶେଷରେ ପାକିସ୍ତାନ

ଲଣ୍ଡନ,୨୬।୬- ମ୍ୟାଚ୍‌ରେ କ୍ୟାଚ୍‌ ହାତଛଡ଼ା କରିବା ବିଶ୍ୱକପ୍‌ରେ ବେଳେବେଳେ ମହଙ୍ଗା ପଡ଼େ। ଏହା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ସହ ଏପର୍ଯ୍ୟନ୍ତ ଘଟିନାହିଁ। ଟିମ୍‌ ଇଣ୍ଡିଆ ଏଯାଏ ମାତ୍ର ଗୋଟିଏ କ୍ୟାଚ୍‌ ହାତଛଡ଼ା କରିଛି, ଯାହା ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକଠାରୁ…

ବାଙ୍ଗରଙ୍କ ପୁଅକୁ ଟିପ୍ସ ଦେଲେ ଅରୁଣ

ମାଞ୍ଚେଷ୍ଟର,୨୬ା୬ (ପି.ଟି.)- ଭାରତୀୟ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନଙ୍କୁ ଟିପ୍ସ ଦେଇଛନ୍ତି ଟିମ୍‌ ଇଣ୍ଡିଆ ବୋଲିଂ କୋଚ୍‌ ଭରତ ଅରୁଣ। ମଙ୍ଗଳବାର ଏଠାରେ ବିରାଟ କୋହଲି ଏଣ୍ଡ୍‌କୋ’ର ଅତିରିକ୍ତ ଅଭ୍ୟାସ ସେସନ ପରେ ଏହି ଦୃଶ୍ୟ…

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ନ୍ୟୁଜିଲାଣ୍ଡ ମୁକାବିଲା

ବର୍ମିଂହାମ,୨୬।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ କେତୋଟି ଶକ୍ତିଶାଳୀ ଦଳର ପରାଜୟ ପରେ ଏବେ ଟୁର୍ନାମେଣ୍ଟ ପୂରା ଖୋଲା ଯାଇଛି। ଅର୍ଥାତ ପଏଣ୍ଟ ତାଲିକାର ନିମ୍ନରେ ଥିବା କେତୋଟି ଦଳ ପାଇଁ ସେମିଫାଇନାଲ ସୁଯୋଗ ସୃଷ୍ଟି ହୋଇଛି। ଗତ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇବା…

ନେଟ୍ସକୁ ଫେରିଲେ ଭୁବନେଶ୍ୱର

ମାଞ୍ଚେଷ୍ଟର, ୨୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଭାରତୀୟ ଦଳ ଗୁରୁବାର ଦୁଇଥର ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିକୁ ଭେଟିବାକୁ ଯାଉଛି। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ପାଇଁ ଏକ ଖୁସି ଖବର ଆସିଛି।…

ସାଇନାଙ୍କୁ ପ୍ରଥମ ମହିଳା ଆଇଏମ୍‌ ନର୍ମ

ଭୁବନେଶ୍ୱର, ୨୬।୬(ସ୍ପୋଟର୍‌ସ ବ୍ୟୁରୋ)- ଉଦୀୟମାନ ଓଡ଼ିଆ ଚେସ୍‌ ତାରକା ତଥା ମହିଳା ଫିଡେ ମାଷ୍ଟର ସାଇନା ସାଲୋନିକା କ୍ୟାରିୟରର ପ୍ରଥମ ଇଣ୍ଟରନ୍ୟାଶନାଲ ମାଷ୍ଟର (ଆଇଏମ୍‌) ନର୍ମ ହାସଲ କରିଛନ୍ତି। ଗୋଆ ଇଣ୍ଟନ୍ୟାଶନାଲ ଜିଏମ୍‌ ଟୁର୍ନାମେଣ୍ଟ ଅବସରରେ ସାଇନା ଏହି ସଫଳତା ପାଇଛନ୍ତି।…

ଫିଞ୍ଚ୍‌ଙ୍କ ଶତକ: ଇଂଲଣ୍ଡକୁ ହରାଇ ସେମିରେ ଅଷ୍ଟ୍ରେଲିଆ

ଲଣ୍ଡନ, ୨୬।୬(ପି.ଟି.)- ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଶତକ ଓ ପରେ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ମଙ୍ଗଳବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଆୟୋଜକ ଇଂଲଣ୍ଡକୁ ୬୪ ରନରେ ପରାସ୍ତ କରିଛି। ଏଥିସହିତ ଅଷ୍ଟ୍ରେଲିଆ ପ୍ରଥମ ଦଳ ଭାବେ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ…

ଫର୍ମୁଲା-୨କୁ ଫେରିବେ ଅର୍ଜୁନ ମାଇନି

ନୂଆଦିଲ୍ଲୀ, ୨୫ା୬ (ପି.ଟି.)-ଆସନ୍ତା ଅଷ୍ଟ୍ରିଆ ଓ ସିଲଭରଷ୍ଟୋନ୍‌ ରାଉଣ୍ଡ ପାଇଁ ଏଫ୍‌ଆଇଏ ଫର୍ମୁଲା-୨ ଗ୍ରୀଡ୍‌କୁ ସାମୟିକ ଫେରିବେ ଯୁବ ଭାରତୀୟ ରେସର ଅର୍ଜୁନ ମାଇନି। ମଙ୍ଗଳବାର ସେ ଏହା ଘୋଷଣା କରିଛନ୍ତି। ଗତବର୍ଷ ଫର୍ମୁଲା ୨ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଅର୍ଜୁନ…

ମାଞ୍ଚେଷ୍ଟରରେ ଭାରତଠାରୁ ପରାଜିତ ହୋଇଥିଲା ପାକିସ୍ତାନ: ସମାଲୋଚନା ଯୋଗୁଆତ୍ମହତ୍ୟା କରିବାକୁ ଚାହିଁଥିଲେ କୋଚ୍‌ ମିକି ଆର୍ଥର

ଲଣ୍ଡନ,୨୫ା୬ (ପି.ଟି.)-ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ନିକଟରୁ ପରାଜୟ ପରେ ପାକିସ୍ତାନ ମୁଖ୍ୟ କୋଚ୍‌ ମିକି ଆର୍ଥର ଆତ୍ମହତ୍ୟା କରିବା ଲାଗି ବିଚାରିଥିଲେ ବୋଲି ପ୍ରକାଶ କରିଛନ୍ତି। ଜୁନ୍‌ ୧୬ରେ ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ମ୍ୟାଚରେ ଭାରତଠାରୁ ୮୯ ରନରେ ପରାଜୟ…

‘ବିଶ୍ୱ ର଼୍ୟାଙ୍କିଙ୍ଗ୍‌କୁ ସମ୍ମାନ ଦେଉନାହିଁ ଓ୍ବିମ୍ବେଲଡନ ସିଡିଂ ପ୍ରକ୍ରିୟା’

ମାଡ୍ରିଡ୍‌,୨୫।୬(ଏଏଫ୍‌ପି)- ଟେନିସ କ୍ରୀଡ଼ା ସିଜନର ୪ଟି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ମଧ୍ୟରୁ ଓ୍ବିମ୍ବେଲଡନ ଓପନରେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ଅନୁଯାୟୀ ଖେଳାଳିଙ୍କୁ ସଡ୍‌ ପ୍ରଦାନ କରାଯାଏ ନାହିଁ। ଗ୍ରାସ ରୁଟ୍‌ ଇଭେଣ୍ଟରେ ଖେଳାଳିଙ୍କ ପ୍ରଦର୍ଶନକୁ ଭିତ୍ତି କରି ସିଡ୍‌ ପ୍ରଦାନ କରାଯାଏ। ଏହାକୁ ବିରୋଧ…

ଅଲିମ୍ପିକ୍‌ ଯୋଗ୍ୟତା ଲାଗି ସବୁ ପ୍ରକାର ସହଯୋଗ କରାଯିବ- କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬(ପିଟି)- ଅଲିମ୍ପିକ୍‌ ଯୋଗ୍ୟତା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ନୂଆ କ୍ରୀଡ଼ାମନ୍ତ୍ରୀ କିରନ ରିଜୁଜି ମଙ୍ଗଳବାର ଏଫ୍‌ଆଇଏଚ୍‌ ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟ ଚାମ୍ପିୟନ ମହିଳା ହକି ଦଳର ସଦସ୍ୟଙ୍କ ସହ ଆଲୋଚନା କରି…

ନେଟ୍ସରେ ଭୁବିଙ୍କ ଅଭ୍ୟାସ

ନୂଆଦିଲ୍ଲୀ,୨୫।୬- ଭାରତୀୟ ଦଳର ମ୍ୟାନେଜମେଣ୍ଟକୁ ମଙ୍ଗଳବାର ବଡ଼ ଆଶ୍ୱସ୍ତି ମିଳିଛି। ପେସର ଭୁବନେଶ୍ୱର କୁମାର (ଭୁବି) ୩୦ରୁ ୩୫ ମିନିଟ୍‌ ଧରି ମାଞ୍ଚେଷ୍ଟରର ଇନ୍‌ଡୋର ନେଟ୍ସରେ ଅଭ୍ୟାସ କରିଛନ୍ତି। ଗୁରୁବାର ଓଲ୍ଡ ଟ୍ରାଫୋର୍ଡଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମୁକାବିଲାରେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri