ଖେଳ

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ ମନ୍ତ୍ରୀ ଫାଓ୍ବାଦ ହୁସେନ ଅଭିଯୋଗ କରିଛନ୍ତି। ସୁରକ୍ଷାଜନିତ କାରଣରୁ ଶ୍ରୀଲଙ୍କାର ୧୦ଜଣ ଖେଳାଳି ପାକିସ୍ତାନ…

ବିରଳ ସଫଳତାର ଅଧିକାରୀ ହେବେ ଆକସ୍ମିକ ଅଧିନାୟକ ପେନ୍‌

ଲଣ୍ଡନ,୧୧।୯ (ଏଏଫ୍‌ପି)- ଆକସ୍ମିକ ଭାବେ ଅଷ୍ଟ୍ରେଲିଆ ଦଳର ନେତୃତ୍ୱ ପାଇଥିବା ଟିମ୍‌ ପେନ୍‌ ଏବେ ଏକ ବିରଳ ସଫଳତାର ଅଧିକାର ହେବାକୁ ଯାଉଛନ୍ତି। ପୂର୍ବରୁ ଯାହା ଗ୍ରେଗ୍‌ ଚାପେଲ, ରିକି ପଣ୍ଟିଂ ଓ ମାଇକେଲ କ୍ଲାର୍କ ଯାହା କରିପାରି ନ ଥିଲେ…

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ମଜଭୁତ ସ୍ଥିତିରେ ଭାରତ-ଏ

ଥିରୁଭାନନ୍ତପୁରମ, ୧୦।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ବିପକ୍ଷରେ ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ୧୩୯ ରନ ପଛରେ ଥାଇ ଦ୍ୱିତୀୟ ଇନିଂସ ଆରମ୍ଭ କରିଥିବା ଦକ୍ଷିଣ ଆଫ୍ରିକା-ଏ ବ୍ୟାଟିଂ ବିପର୍ଯ୍ୟୟର…

ବିସିସିଆଇ-ଅଲ୍‌ ଇଣ୍ଡିଆ ରେଡିଓ ଦୁଇ ବର୍ଷିଆ ଚୁକ୍ତି: ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ ଶ୍ରୋତା

ନୂଆଦିଲ୍ଲୀ, ୧୦ା୯ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ଅଲ୍‌ ଇଣ୍ଡିଆ ରେଡିଓ (ଏଆଇଆର) ମଧ୍ୟରେ ଏକ ଦୁଇ ବର୍ଷିଆ ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଦନୁସାରେ ଅଲ୍‌ ଇଣ୍ଡିଆ ରେଡିଓ ଜାତୀୟ କ୍ରିକେଟ ଦଳ ନିଜ ଦେଶରେ ଖେଳିବାକୁ ଥିବା…

ବୟକଟ୍‌, ଷ୍ଟ୍ରସ୍‌ଙ୍କୁ ନାଇଟ୍‌ହୁଡ ଉପାଧି

ଲଣ୍ଡନ, ୧୦।୯ (ଏଏଫ୍‌ପି)- କିମ୍ବଦନ୍ତୀ ଇଂଲଣ୍ଡ କ୍ରିକେଟ୍‌ ଖେଳାଳି ଜେଫ୍ରି ବୟକଟ୍‌ ଓ ଆଣ୍ଡ୍ରିଉ ଷ୍ଟ୍ରସଙ୍କୁ ସମ୍ମାନଜନକ ନାଉଟ୍‌ହୁଡ ଉପାଧିରେ ସମ୍ମାନିତ କରାଯାଇଛି। କ୍ରିକେଟ୍‌କୁ ଉଲ୍ଲେଖନୀୟ ଅବଦାନ ଲାଗି ୟୁନାଇଟେଡ୍‌ କିଙ୍ଗ୍‌ଡମର ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ମେ ଉଭୟ ବୟକଟ୍‌ ଓ…

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ ସ୍ମିଥ୍‌, କୁମିନ୍ସ

ଦୁବାଇ, ୧୦।୯ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ସଦ୍ୟ ପ୍ରକାଶିଷ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଦୁଇ ଅଷ୍ଟ୍ରେଲୀୟ କ୍ରିକେଟର୍‌ ଷ୍ଟିଭ୍‌ ସ୍ମିଥ୍‌ ଓ ପ୍ୟାଟ୍‌ କୁମିନ୍ସ ଯଥାକ୍ରମେ ବ୍ୟାଟିଂ ଓ ବୋଲିଂ ତାଲିକାରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।…

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା ଖେଳାଳିଙ୍କୁ ଧମକ ଦେବାରୁ ସେମାନେ ପାକିସ୍ତାନ ଖେଳିବା ପାଇଁ ଆସିଲେ ନାହିଁ ବୋଲି ପାକିସ୍ତାନ…

ଏହି ବ୍ୟକ୍ତିଙ୍କଠାରୁ କୋହଲି ଖାଇଥିଲେ ଶକ୍ତ ଚାପୁଡା, ଯାହାକୁ ଏବେ ବି ଭୁଲି ପାରିନାହାନ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ ଉଚ୍ଚ…

ଶାମିଙ୍କୁ ଆଶ୍ୱସ୍ତି:ଏବେ ଗିରଫ ହେବେନି

କୋଲକାତା,୧୦।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମିଙ୍କୁ କୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶାମିଙ୍କ ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ ଜାରି…

ଅନୁଷ୍କା, ଦୀପିକାଙ୍କ ମଧ୍ୟରୁ କିଏ ବେଶୀ ହଟ୍‌ ପ୍ରଶ୍ନରେ କ’ଣ କହିଲେ ବୁମରା

ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଚମତ୍କାର ଫର୍ମରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରଜରେ ନିଜର ସମ୍ପୂର୍ଣ୍ଣ ଜଲଓ୍ବା ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି।…

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର ଏହି ଗସ୍ତ ବାତିଲ୍‌ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ପାକିସ୍ତାନରେ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?