ଖେଳ

ଜିମ୍‌ରେ ବିରାଟଙ୍କ ଓ୍ବାର୍କ ଆଉଟ୍‌

ନୂଆଦିଲ୍ଲୀ,୨୫।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିବାକୁ ଯାଉଛି। ମାଞ୍ଚେଷ୍ଟରଠାରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଜିମ୍‌ରେ ଝାଳ ବୁହା ପରିଶ୍ରମ କରିଛନ୍ତି। ତାଙ୍କର ଓ୍ବାର୍କ ଆଉଟ୍‌ ବେଳର ଏକ ଭିଡିଓ କୋହଲି…

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରା ମେଡିକାଲରେ ଭର୍ତ୍ତି

ମୁମ୍ବାଇ,୨୫।୬(ପିଟି)- ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ବ୍ରାଏନ ଲାରା ମଙ୍ଗଳବାର ମେଡିକଲାରେ ଭର୍ତ୍ତି ହୋଇଛନ୍ତି। କିନ୍ତୁ ସେ ଏବେ ସୁସ୍ଥ ଅଛନ୍ତି ଓ ତାଙ୍କୁ ତୁରନ୍ତ ଡିସଚାର୍ଜ କରାଯିବା ନେଇ ଜଣାପଡ଼ିଛି। ନିଜ ସମୟର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଛାତିରେ ଯନ୍ତ୍ରଣା…

ଗ୍ଲୋବାଲ ଲିଗ୍‌ ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଗୋନୀଙ୍କ ସନ୍ନ୍ୟାସ

ନୂଆଦିଲ୍ଲୀ,୨୫।୬- ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ର ଟରୋଣ୍ଟୋ ନ୍ୟାଶନାଲ୍ସ ଦଳର ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଥିବା ପୂର୍ବତନ ପେସର ମନପ୍ରୀତ ଗୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଯୁବରାଜ ସିଂଙ୍କ ପରେ ଦ୍ୱିତୀୟ ପଞ୍ଜାବୀ କ୍ରିକେଟର ଭାବେ ସେ ଅବସର ଘୋଷଣା…

ଧୋନୀଙ୍କ ଉପରେ ମନ୍ତବ୍ୟ ଦେଇ ସଚିନ ସମାଲୋଚିତ

ନୂଆଦିଲ୍ଲୀ,୨୫।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଅନ୍‌ଲାଇନ ସମାଲୋଚନାର ଶିକାର ହୋଇଛନ୍ତି। ନିକଟରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଧିମା ବ୍ୟାଟିଂ ପାଇଁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଥିଲେ। ମୁଁ ଦୁଃଖିତ। ଦଳୀୟ ସ୍କୋର ଆହୁରି ଭଳ…

କୋର୍ଟକୁ ଯାଇପାରନ୍ତି ୭ ଆଇ-ଲିଗ୍‌ କ୍ଲବ

ନୂଆଦିଲ୍ଲୀ, ୨୫ା୬ (ପି.ଟି.)-ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଯଦି ଇଣ୍ଡିଆନ ସୁପର ଲିଗ୍‌ (ଆଏସ୍‌ଏଲ୍‌)କୁ ବିଧିବଦ୍ଧ ଦେଶର ଟପ୍‌ ଲିଗ୍‌ ଘୋଷଣା କରେ ତେବେ ୭ଟି ଆଇ-ଲିଗ୍‌ କ୍ଲବ ମିଳିତ ଭାବେ କୋର୍ଟଙ୍କ ଦ୍ୱାରସ୍ଥ ହେବେ। ଏହି କ୍ଲବଗୁଡ଼ିକ ହେଲା ମୋହନ…

ରସେଲ ବିଶ୍ୱକପ୍‌ରୁ ଆଉଟ୍‌

ମାଞ୍ଚେଷ୍ଟର, ୨୫ା୬ (ପି.ଟି.)-ଆଣ୍ଠୁରେ ଆଘାତ ଯୋଗୁ ଓ୍ବେଷ୍ଟଇଣ୍ଡିଜର ଅନ୍ୟତମ ପ୍ରମୁଖ ଖେଳାଳି ଅଲରାଉଣ୍ଡର ଆନ୍ଦ୍ରେ ରସେଲ ଚଳିତ ଆଇସିସି ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଏହି ମେଗା ଇଭେଣ୍ଟ ପୂର୍ବରୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରସେଲଙ୍କ ପ୍ରଦର୍ଶନ ଖୁବ୍‌ ଭଲ ରହିଥିଲା।…

ବିଶ୍ୱ କ୍ରିକେଟର ନୂଆ ଧୋନୀ ହେଉଛନ୍ତି ବଟଲର

ଲଣ୍ଡନ, ୨୫ା୬ (ପି.ଟି.)-ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର ସୋମବାର ଜୋସ୍‌ ବଟଲରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଇଂଲଣ୍ଡର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସେ ବିଶ୍ୱ କ୍ରିକେଟର ନୂଆ ମହେନ୍ଦ୍ର ସିଂ ଧୋନୀ ବୋଲି ଆଖ୍ୟା ଦେଇଛନ୍ତି। ଆକ୍ରମଣାତ୍ମକ ଷ୍ଟାଇଲରେ ବ୍ୟାଟିଂ କରୁଥିବା…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡର ଅଷ୍ଟ୍ରେଲିଆ ପରୀକ୍ଷା

ଲଣ୍ଡନ,୨୫।୬(ଏଏଫ୍‌ପି)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ମଙ୍ଗଳବାର ଦୁଇ ପାରିମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ତଥା ଫେଭରାଇଟ ଦଳ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମୁହଁାମୁହିଁ ହେବାକୁ ଯାଉଛନ୍ତି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ…

ଇଂଲଣ୍ଡ ପାଇଁ ନେଟ୍ସରେ ଅର୍ଜୁନଙ୍କ ବୋଲିଂ

ଲଣ୍ଡନ,୨୫।୬(ପି.ଟି.)- ଅଷ୍ଟ୍ରେଲିଆ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡ ଖେଳାଳି ଜୋରଦାର ଅଭ୍ୟାସ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଅଭ୍ୟାସ ସେସନ ଅବସରରେ ନେଟ୍ସରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ବୋଲିଂ କରିଥିଲେ। ଏହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। କ୍ରିକେଟର ମକ୍କା…

ବାଂଲାଦେଶର ସେମିଫାଇନାଲ ଆଶା ଉଜ୍ଜୀବିତ

ସାଉଥାମ୍ପଟନ,୨୫।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୩୧ତମ ମ୍ୟାଚ୍‌ରେ ମାଶ୍ରାଫି ମୋର୍ତ୍ତାଜାଙ୍କ ନେତୃତ୍ୱାଧୀନ ବାଂଲାଦେଶ ୬୨ରନରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ୍‌ ଜିତି ଆଫଗାନିସ୍ତାନ ଫିଲ୍ଡିଂ ନିଷ୍ପତ୍ତି…

ପାକିସ୍ତାନ ଚୟନକର୍ତ୍ତା କିମ୍ବା ଟିମ୍‌ ମ୍ୟାନେଜର ହୋଇପାରନ୍ତି ମହସିନ

କରାଚୀ, ୨୪ା୬ (ପି.ଟି.)-ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଏବଂ ମୁଖ୍ୟ କୋଚ୍‌ ମହସିନ ହସନ ଖାଁ ପାକିସ୍ତାନ କ୍ରିକେଟରେ ପୁଣି କୌଣସି ଗୁରୁତ୍ୱପୂର୍ଣ୍ଣ ପଦବୀକୁ ଫେରିପାରନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ ପରେ ସେ ମୁଖ୍ୟ ଚୟନକର୍ତ୍ତା କିମ୍ବା ଜାତୀୟ ଟିମ୍‌ ମ୍ୟାନେଜର ପଦବୀରେ…

ଗୁଣେଶ୍ୱରନ ବିଜୟୀ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତ ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ତୁର୍କୀରେ ଆଣ୍ଟାଲ୍ୟା ଓପନ୍‌ ଏଟିପି ୨୫୦ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୋମବାର ପ୍ରତିଯୋଗିତାର ଏକ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚରେ ସେ ସର୍ବିୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri