ଖେଳ

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ। ନିଜକୁ…

ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ପ୍ରଥମ ଭାରତୀୟ, ଗୋଟିଏ ଦିନରେ ୨ଟି ଶତକ ମାରିଥିଲେ

ଜାମାଇକା, ୯।୯:ଭାରତୀୟ କ୍ରିକେଟ ପାଇଁ ଡିସେମ୍ବର ୧୦ ବହୁତ ଖାସ୍‌ ଦିନଟିଏ। କାରଣ ଏହିଦିନ ଭାରତୀୟ କ୍ରିକେଟର ପିତାମହ ମହାରାଜା ରଣଜିତ୍‌ ସିଂଙ୍କ ଜନ୍ମ ହୋଇଥିଲା। ରଣଜିତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିଥିବା ପ୍ରଥମ ଭାରତୀୟ ଖେଳାଳି ଥିଲେ। ୧୮୭୨ରେ ଗୁଜରାଟର ଜାମନଗରରେ…

ଅମୋଲ ମଜୁମ୍‌ଦାର ଦକ୍ଷିଣ ଆଫ୍ରିକା ବ୍ୟାଟିଂ କୋଚ୍‌

ନୂଆଦିଲ୍ଲୀ, ୧୦ା୯ (ପି.ଟି.)- ମୁମ୍ବାଇ ଷ୍ଟଲ୍‌ଓ୍ବାର୍ଟ ଅମୋଲ ମଜୁମ୍‌ଦାର ସୋମବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦକ୍ଷିଣ ଆଫ୍ରିକା ଅକ୍ଟୋବର ୨ରୁ ଭାରତ ବିପକ୍ଷ ଟେଷ୍ଟ ସିରିଜ ଖେଳିବ। ୪୪ ବର୍ଷୀୟ ଅମୋଲ…

ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୦।୯(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ସୋମବାର କ୍ରୀଡ଼ା ଓ ଯୁବ ବ୍ୟାପାର ସେବା ବିଭାଗ ସଚିବ ବିଶାଲ ଦେବ ୪ର୍ଥ ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନରେ ଅଂଶଗ୍ରହଣ କରିଥିବା ଯୁବ ଆରୋହଣକାରୀଙ୍କୁ କ୍ରୀଡ଼ା…

ଜାତୀୟ ସବ୍‌ଜୁନିୟର ବାସ୍କେଟବଲ୍‌ : ବାଳିକାରେ ତାମିଲନାଡୁ, ବାଳକରେ ମିଜୋରାମ ଚାମ୍ପିୟନ

କଟକ ଅଫିସ,୧୦ା୯- ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ୪୬ତମ ସଂସ୍କରଣ ସୋମବାର ସନ୍ଧ୍ୟାରେ ଏଠାରେ ଉଦ୍‌ଯାପିତ ହୋଇଛି। ବାଳକ ବର୍ଗରେ ମିଜୋରାମ ଓ ବାଳିକା ବର୍ଗରେ ତାମିଲନାଡୁ ଚାମ୍ପିୟନ ହୋଇଛି। ବାଳିକା ବର୍ଗରେ କର୍ନାଟକ ଓ ବାଳିକା ବର୍ଗରେ ମହାରାଷ୍ଟ୍ର ତୃତୀୟ…

ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ :ଭାରତୀୟ ଦଳରେ ଓଡ଼ିଶାର ଝିଲ୍ଲୀ, ସ୍ନେହା

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଥାଇଲାଣ୍ଡର ପଟ୍ଟାୟାଠାରେ ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଚଳିତମାସ ୧୮ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୦ ଟୋକିଓ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟ ଇଭେଣ୍ଟଭାବେ ବିବେଚିତ ହେଉଥିବା ଏହି ପ୍ରତିଯୋଗିତା ପାଇଁ ସୋମବାର ଘୋଷିତ ଭାରତୀୟ ମହିଳା ଦଳରେ…

ବିଶ୍ୱ ହୁଇଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ : ଭାରତୀୟ ଦଳରେ ରାଖାଲ, ରମେଶ

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଇଞ୍ଚତ୍ଅନଠାରେ ଚଳିତମାସ ୧୭ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ହୁଇଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାରତରୁ ମୋଟ ୪ ପ୍ରତିଯୋଗୀ ଅଂଶଗ୍ରହଣ କରିବାକୁ ଯାଉଥିବାବେଳେ ସେମାନଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ସ୍ଥାନ…

କଳିଙ୍ଗରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି:ଭାରତୀୟ ପୁରୁଷ ଦଳ ରୁଷିଆକୁ ଭେଟିବ

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ସମେତ ଅନେକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ କରି ସାରିଥିବା କଳିଙ୍ଗ ଷ୍ଟାଡିୟମ ଉପରେ ଏବେ ପୁଣି କ୍ରୀଡ଼ାପ୍ରେମୀଙ୍କ ନଜର। ଏଠାରେ ଆଗାମୀ ନଭେମ୍ବରରେ ଆୟୋଜିତ ହେବ ଟୋକିଓ ଅଲିମ୍ପିକ୍ସ ହକି କ୍ୱାଲିଫାୟର୍ସ ମ୍ୟାଚ। ଉଭୟ…

ଆଫଗାନିସ୍ତାନର ଐତିହାସିକ ବିଜୟ

ଚଟ୍ଟଗ୍ରାମ (ବାଂଲାଦେଶ), ୯।୯ (ଏଏଫ୍‌ପି)- ଅଧିନାୟକ ତଥା ରଶିଦ ଖାଁଙ୍କ ଚମତ୍କାର ବୋଲିଂ ବଳରେ ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶକୁ ୨୨୪ ରନର ବୃହତ୍‌ ବ୍ୟବଧାନରେ ପରାସ୍ତ କରି ଆଫଗାନିସ୍ତାନ ଐତିହାସିକ…

୧୯ ବର୍ଷରୁ କମ୍‌ ଏସିଆ କପ୍‌: ହ୍ୟାଟ୍ରିକ ବିଜୟ ସେମିରେ ଭାରତ

କଲମ୍ବୋ, ୯।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାରେ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌-ଏ’ର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୩ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌ରେ…

ଟିମ୍‌ ଇଣ୍ଡିଆ ଉପସ୍ଥିତରେ ହେବ କୋହଲି ଷ୍ଟାଣ୍ଡ ଉନ୍ମୋଚନ

ନୂଆଦିଲ୍ଲୀ,୯।୯: ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ସ୍ଥାନୀୟ ଫିରୋଜ ଶାହ କୋଟଲାରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ନାମିତ ଷ୍ଟାଣ୍ଡ ଉନ୍ମୋଚିତ କରିବ। ଏହି ଅବସରରେ ଭାରତୀୟ ଦଳର ସଦସ୍ୟମାନେ ଉପସ୍ଥିତ ରହିବେ। ଟିମ୍‌ ଇଣ୍ଡିଆର…

ଇଂଲଣ୍ଡ ଅଧିନାୟକ ପଦରେ ରହିବାକୁ ଚାହାନ୍ତି ରୁଟ୍‌

ମାଞ୍ଚେଷ୍ଟର,୯।୯(ଏଏଫ୍‌ପି): ଜୋ ରୁଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ କ୍ରିକେଟ ଦଳ ୨୦୧୭-୧୮ ସିଜନରେ ୪-୦ ବ୍ୟବଧାନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଏହାପରେ ଘରୋଇ ମାଟିରେ ୨-୧ରେ ଆଶେସ ଟ୍ରଫି ହାତଛଡ଼ା କରିବା ପରେ ରୁଟ୍‌ଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ସୃଷ୍ଟି କରିଛି। ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?