ଖେଳ

ଅତ୍ୟଧିକ ଅପିଲ: କୋହଲିଙ୍କୁ ଜରିମାନା

ସାଉଥାମ୍ପଟନ, ୨୪।୬(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଜରିମାନାର ସମ୍ମୁଖୀନ ହୋଇଛନ୍ତି। ଶନିବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ଆକ୍ରମଣାତ୍ମକ ଢଙ୍ଗରେ ଅତ୍ୟଧିକ ଅପିଲ କରିଥିବାରୁ ତାଙ୍କ ଉପରେ ମ୍ୟାଚ୍‌ ପାଉଣାର ୨୫ ପ୍ରତିଶତ ଜରିମାନା ଆକାରରେ ଦେବାକୁ କୁହାଯାଇଛି।…

ଆଇସିସି ବିଶ୍ୱକପ୍‌: ବାଂଲାଦେଶ ପାଇଁ କର ବା ମର ସ୍ଥିତି

ସାଉଥାମ୍ପ୍‌ଟନ,୨୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ର ୩୧ତମ ମ୍ୟାଚ୍‌ରେ ସୋମବାର ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ତା’ର ସେମିଫାଇନାଲ ଆଶା ଉଜ୍ଜୀବିତ ରଖିବାକୁ ହେଲେ…

ହାମିଲଟନ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କ୍ୟାସଲେଟ୍‌ (ଫ୍ରାନ୍ସ), ୨୪ା୬ (ଏଏଫ୍‌ପି)-ମର୍ସିଡିଜ ଟିମ୍‌ମେଟ୍‌ ଭାଲ୍‌ଟେରି ବୋଟାସଙ୍କୁ ପଛରେ ପକାଇ ଲୁଇସ୍‌ ହାମିଲଟନ ଫ୍ରେଞ୍ଚ୍‌ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଟାଇଟଲ ହାସଲ କରିଛନ୍ତି। ଏହାଦ୍ୱାରା ଚାମ୍ପିୟନଶିପ୍‌ରେ ସେ ଅଗ୍ରଣୀ ବ୍ୟବଧାନକୁ ବୃଦ୍ଧି କରିଛନ୍ତି। ହାମିଲଟନଙ୍କ ଏହା କ୍ରମାଗତ ୪ର୍ଥ,…

ବାର୍ଟି ନମ୍ବର ଓ୍ବାନ

ବର୍ମିଂହାମ୍‌, ୨୪ା୬ (ଏଏଫ୍‌ପି)- ରବିବାର ଫାଇନାଲରେ ଜୁଲିଆ ଜର୍ଜେସଙ୍କୁ ୬-୩, ୭-୫ ସେଟ୍‌ରେ ପରାସ୍ତ କରି ଆଶଲେ ବାର୍ଟି ବର୍ମିଂହାମ୍‌ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଥିସହିତ ସେ ଅଷ୍ଟ୍ରେଲିଆର ଦ୍ୱିତୀୟ ମହିଳା ଟେନିସ୍‌ ଖେଳାଳି ହିସାବରେ ବିଶ୍ୱ ର଼୍ୟାଙ୍କିଙ୍ଗରେ ନମ୍ବର…

ଫେଡରରଙ୍କୁ ୧୦ମ ହାଲେ ଏଟିପି ଟାଇଟଲ

ହାଲେ ଓ୍ବେଷ୍ଟଫଲେନ (ଜର୍ମାନୀ), ୨୪ା୬ (ଏଏଫ୍‌ପି)-ରୋଜର ଫେଡରର ହାଲେ ଏଟିପି ଇଭେଣ୍ଟ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ବେଲଜିୟମର ଡେଭିଡ୍‌ ଗଫିନଙ୍କୁ ୭-୬ (୭/୨), ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିସହିତ ଏଠାରେ ସେ ୧୦ମ ଥର ପାଇଁ ଚାମ୍ପିୟନ…

ଋତୁପର୍ଣ୍ଣାଙ୍କୁ ଟାଇଟଲ

ହାଇଦ୍ରାବାଦ, ୨୪ା୬ (ପି.ଟି.)- ୟୋନେକ୍ସ-ସନ୍‌ରାଇଜ୍‌ ଅଲ୍‌ ଇଣ୍ଡିଆ ସିନିୟର ର଼୍ୟାଙ୍କିଙ୍ଗ ଟୁର୍ନାମେଣ୍ଟରେ ଓଡ଼ିଶା ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ଟୁର୍ନାମେଣ୍ଟରେ ଋତୁପର୍ଣ୍ଣା ଜାତୀୟ ବ୍ୟାଡ୍‌ମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦଙ୍କ ଝିଅ ଗାୟତ୍ରୀଙ୍କ ପାର୍ଟନର ହୋଇ…

ଇରିଶ ପାରା-ବ୍ୟାଡ୍‌ମିଣ୍ଟନ: ଓଡ଼ିଶାର ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬(ସ୍ପୋଟର୍‌ସ ବ୍ୟୁରୋ)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଶେଷ ହୋଇଥିବା ଇରିଶ ପାରା-ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଓଡ଼ିଆ ତାରକା ପ୍ରମୋଦ ଭଗତ ୨ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଡବ୍‌ଲିନର ନ୍ୟାଶନାଲ ଇନ୍‌ଡୋର ଏରେନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ଓ ଡବଲ୍ସରେ ପ୍ରମୋଦ ଚାମ୍ପିୟନ…

ପିଏସ୍‌ଜି ଛାଡିଲେ ଆଲ୍‌ଭେସ୍‌

ପ୍ୟାରିସ, ୨୩ା୬ (ଏଏଫ୍‌ପି)- ଡାନି ଆଲ୍‌ଭେସ୍‌ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ଦଳ ପରିତ୍ୟାଗ କରିଛନ୍ତି। କୋପା ଆମେରିକାରେ ପେରୁ ବିପକ୍ଷରେ ବ୍ରାଜିଲର ୫-୦ଗୋଲରେ ବିଜୟ ପରେ ସେ ଏହି ଘୋଷଣା କରିଛନ୍ତି। ୩୬ବର୍ଷୀୟ ରାଇଟ୍‌ ବ୍ୟାକ୍‌ ବର୍ତ୍ତମାନ ବ୍ରାଜିଲ ଦଳର ଅଧିନାୟକ ଅଛନ୍ତି।…

ମହିଳା ହକି:ଜାପାନକୁ ହରାଇ ଭାରତ ଚାମ୍ପିୟନ

ହିରୋଶିମା, ୨୩ା୬ (ପି.ଟି.)- ଭାରତ ଏଫ୍‌ଆଇଏଚ୍‌ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଖେଳର ତୃତୀୟ ମିନିଟ୍‌ରେ ଅଧିନାୟିକା ରାଣୀ ରାମପାଲ ଏକ ଗୋଲ ସ୍କୋର…

କୋପା ଆମେରିକା: କ୍ୱାର୍ଟରରେ ବ୍ରାଜିଲ

ପ୍ୟାରିସ,୨୩ା୬: ପେରୁ ଗୋଲକିପର ପେଡ୍ରୋ ଗାଲେସେଙ୍କ ତ୍ରୁଟି ଯୋଗୁ ବ୍ରାଜିଲ ଦଳ ତା’ର କୋପା ଆମେରିକା ଗ୍ରୁପ୍‌ରେ ଶୀର୍ଷ ସ୍ଥାନ ହାସଲ କରିବା ସହ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ସାଉ ପାଉଲୋଠାରେ ଖେଳାଯାଇଥିବା ମୁକାବିଲାକୁ ବ୍ରାଜିଲ ୫-୦ ଗୋଲରେ ଜିତି…

ବ୍ରାଥଓ୍ବେଟଙ୍କୁ ସାନ୍ତ୍ୱନା ଦେଲେ ନ୍ୟୁଜିଲାଣ୍ଡ ଖେଳାଳି

ମାଞ୍ଚେଷ୍ଟର,୨୩ା୬: ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ କଡ଼ା ସଂଘର୍ଷପୂର୍ଣ୍ଣ ମୁକାବିଲା ହୋଇଥିଲା। କାର୍ଲୋସ ବ୍ରାଥଓ୍ବେଟଙ୍କ ବିସ୍ଫୋରକ ଶତକୀୟ ଇନିଂସ ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ୫ ରନ୍‌ରେ ମ୍ୟାଚ୍‌ ହାରିଯାଇଥିଲା। ବ୍ରାଥଓ୍ବେଟଙ୍କ ଇନିଂସ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ ସମେତ…

କୋହଲି, ବୁମରାଙ୍କୁ ମିଳିବ ବିଶ୍ରାମ

ନୂଆଦିଲ୍ଲୀ,୨୩ା୬: ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ସୀମିତ ଓଭର କ୍ରିକେଟ ସିରିଜ୍‌ରୁ ବିଶ୍ରାମ ଦିଆଯିବ। ଏହି ସିରିଜ୍‌ ୟୁନାଇଟେଡ୍‌ ଷ୍ଟେଟ୍ସ ଅଫ୍‌ ଆମେରିକାରେ ଅଗଷ୍ଟ ୩ ତାରିଖରୁ ଖେଳାଯିବ। ଦିନିକିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri