ଖେଳ

ପିଲାଦିନେ ଏହି ଖେଳାଳିଙ୍କ ଭଳି ହେବାକୁ ଚାହୁଁଥିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଏବେ କ୍ରିକେଟର ‘ସୁପର୍‌ହିରୋ’ ଆଖ୍ୟା ଦିଆଯାଇଛି। ତାଙ୍କ ବ୍ୟାଟିଂ ରେକର୍ଡ ଦେଖିଲେ ମନେ ହେଉଛି ସେ ଖୁବଶିଘ୍ର କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଦେବେ। ଆଜିକାଲି ଯୁବ କ୍ରିକେଟର୍‌ମାନେ ବିରାଟ…

ନାଡାଲଙ୍କ ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ

ନ୍ୟୁୟର୍କ,୯।୯(ଏପି): ସ୍ପାନିଶ ଟେନିସ କିମ୍ବଦନ୍ତୀ ରାଫାଲ ନାଡାଲ ରବିବାର କ୍ୟାରିୟରର ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ୟୁଏସ୍‌ ଓପନ ଫାଇନାଲରେ ଡାନିଏଲ ମେଦ୍‌ଭେଦେଭଙ୍କୁ ହରାଇ ଏହି ସଫଳତା ପାଇଛନ୍ତି। ୫ ସେଟ୍‌ ବିଶିଷ୍ଟ ଫାଇନାଲରେ ନାଡାଲ ଏକଦା…

ପିତାଙ୍କ ଚା’ ଦୋକାନ, ମା’ ଚରାଉଛନ୍ତି ଗାଈ:ପୁଅ କ୍ରିକେଟ୍‌ରେ କଲେ କମାଲ୍‌

ଚେନ୍ନାଇ, ୯।୯: ଲଗାତର ଦ୍ୱିତୀୟଥର ପାଇଁ ତାମିଲନାଡୁ ପ୍ରିମିୟର୍‌ ଲିଗ୍‌ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି ଚେପକ୍‌ ସୁପର୍‌ ଗିଲିଜ୍‌। ବାମହାତୀ ବୋଲର୍‌ ଜି.ପେରିୟାସ୍ବାମୀଙ୍କ ଦମ୍‌ଦାର୍‌ ବୋଲିଂ ପ୍ରଦର୍ଶନ ବଳରେ ଚେପକ୍‌ ଦଳ ଏହି ଟୁର୍ନାମେଣ୍ଟରେ ଇତିହାସ ରଚିଛି। ଲାସିଥ୍‌ ମାଲିଙ୍ଗଙ୍କେ…

ଚିୟର୍‌ ଲିଡର୍ସଙ୍କ ସହ ନାଚିଲେ ଶାହରୁଖ୍‌

ଜାମାଇକା, ୯।୯:ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ ଅଭିନୟ ବ୍ୟତୀତ କ୍ରିକେଟରେ ବି ରୁଚି ରଖନ୍ତି। ଆଇପିଏଲରେ କୋଲକାତା ନାଇଟ୍‌ ରାଇଡର୍ସ ଟିମ୍‌ର ମାଲିକାନା ମଧ୍ୟ ତାଙ୍କ ନାଁରେ ରହିଛି। କେବଳ ଏତିକି ନୁହେଁ, କାରାବିୟନ୍‌ ପ୍ରିମିୟର୍‌ ଲିଗ୍‌ରେ ମଧ୍ୟ ସେ ଟ୍ରିନ୍‌ବାଗୋ…

ଶେଷ ମ୍ୟାଚ୍‌ ଖେଳିଲେ ୮୫ ବର୍ଷୀୟ କ୍ରିକେଟର୍‌

ଲଣ୍ଡନ, ୯।୯- ଦୀର୍ଘ ୬୦ ବର୍ଷର କ୍ରିକେଟ୍‌ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ୮୫ ବର୍ଷୀୟ ଓ୍ବେଷ୍ଟଇଣ୍ଡିଜ ଦ୍ରୁତ ବୋଲର ସେସିଲ ରାଇଟ୍‌। ଡାହାଣହାତୀ ଦ୍ରୁତ ବୋଲର ସେସିଲ ଶନିବାର ନିଜର ଅନ୍ତିମ ଅଫିସିଆଲ ମ୍ୟାଚ୍‌ ଖେଳିଛନ୍ତି। ଏଠାରେ ଅନୁଷ୍ଠିତ ପେନ୍ନିନେ ଲିଗ୍‌ର…

ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷିତ: ଭାରତ- ଅଷ୍ଟ୍ରେଲିଆ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ,୯।୯- ଥାଇଲାଣ୍ଡ ଓ ବାଂଲାଦେଶ ଦମ୍‌ଦାର ପ୍ରଦର୍ଶନ କରି ଯୋଗ୍ୟତା ହାସଲ କରିବା ପରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଆଗାମୀ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୦ ମହିଳା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷିତ ହୋଇଛି। ଆଇସିସି ତରଫରୁ ରବିବାର…

ସ୍ବାମୀ ବିର୍ଦ୍ଧାଓ୍ବାଲଙ୍କ ଭଳି ଜାତୀୟ ରେକର୍ଡ ଚାହାନ୍ତି ରୁଜୁତା

ନୂଆଦିଲ୍ଲୀ,୯।୯(ପିଟି): ଦେଶର ଦ୍ରୁତତମ ସନ୍ତରଣକାରୀ ବର୍ଦ୍ଧାଓ୍ବାଲ ଓ ରୁଜୁତା ଖାଡେ ସ୍ବାମୀ-ସ୍ତ୍ରୀଙ୍କ ଯୋଡ଼ି ଏବେ ୫୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ଜାତୀୟ ରେକର୍ଡ ଅଧିକାରୀ ହେବାକୁ ଲକ୍ଷ୍ୟ ରଖିଛନ୍ତି। ବିର୍ଦ୍ଧାଓ୍ବାଲ ଏହି ସଫଳତା ପାଇସାରିଥିବାବେଳେ ପତ୍ନୀ ରୁଜୁତା ମଧ୍ୟ ସମାନ କୃତିତ୍ୱ…

ଚତୁର୍ଥ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୮୫ ରନରେ ବିଜୟୀ

ମାଞ୍ଚେଷ୍ଟର, ୯।୯- ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଚତୁର୍ଥ ଆଶେସ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୫ ରନରେ ଇଂଲଣ୍ଡକୁ ହରାଇ ଦେଇଛି। ୩୮୩ ରନ ବିଜୟ ଲକ୍ଷ୍ୟର ପିଛା କରୁଥିବା ଇଂଲଣ୍ଡ ରବିବାର ୫ମ ତଥା ଅନ୍ତିମ ଦିବସରେ ଦ୍ୱିତୀୟ ଇନିଂସରେ…

ଚାଟ୍ଟୋଗ୍ରାମ ଟେଷ୍ଟ: ପରାଜୟ ଦ୍ୱାରରେ ବାଂଲାଦେଶ

ଚାଟ୍ଟୋଗ୍ରାମ, ୯।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଭ୍ରମଣକାରୀ ଆଫଗାନିସ୍ତାନ ବିପକ୍ଷରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ବାଂଲାଦେଶ ପରାଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ୩୯୮ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ପିଛା କରୁଥିବା ଘରୋଇ ବାଂଲାଦେଶ ରବିବାର ଚତୁର୍ଥ ଦିବସ ଶେଷ…

ହାଫ୍‌ ମାରାଥନରେ ଦ୍ରୁତତମ ମହିଳା ବ୍ରିଗିଡ କୋସ୍‌ଗି

ଲଣ୍ଡନ,୯।୯(ଏଏଫ୍‌ପି): କେନିଆର ବ୍ରିଗିଡ କୋସ୍‌ଗି ହାଫ୍‌ ମାରାଥନରେ ବିଶ୍ୱର ଦ୍ରୁତତମ ମହିଳା ହେବାର ରେକର୍ଡ ଅଧିକାର ହୋଇଛନ୍ତି। ଗ୍ରେଟ୍‌ ନର୍ଥ ରନ୍‌କୁ ସେ ଏକ ଘଣ୍ଟା, ୪ ମିନିଟ୍‌ ଓ ୨୮ ସେକେଣ୍ଡରେ ଶେଷକରି ଏହି ସଫଳତା ପାଇଛନ୍ତି। ତାଙ୍କ ଟାଇମିଂ…

ଏଫ୍‌ଆଇଏଚ୍‌ ହକି ର଼୍ୟାଙ୍କିଙ୍ଗ: ପୁରୁଷ ୫ମ, ମହିଳା ୯ମ

ଲାଉସାନେ (ସୁଇଜରଲାଣ୍ଡ), ୮ା୯ (ପି.ଟି.)- ଓସେନିଆ କପ୍‌ ଶେଷ ହେବା ପରେ ରବିବାର ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପକ୍ଷରୁ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ପୁରୁଷ ଦଳ ୫ମ ସ୍ଥାନ ବଜାୟ ରଖିଥିବାବେଳେ ମହିଳା ଦଳ…

ଡେଭିସ୍‌ କପ୍‌: ଭାରତୀୟ ଚ୍ୟାଲେଞ୍ଜ ଏଣିକି କଷ୍ଟକର

ନୂଆଦିଲ୍ଲୀ, ୮ା୯ (ପି.ଟି.)- ଟେନିସ ଖେଳର ବିଶ୍ୱ ପରିଚଳାନା ପରିଷଦ ଅନ୍ତର୍ଜାତୀୟ ଟେନିସ୍‌ ମହାସଂଘ (ଆଇଟିଏଫ୍‌) ଡେଭିସ୍‌ କପ୍‌ ଫର୍ମାଟରେ ଆଉ ଏକ ପରିବର୍ତ୍ତନ କରିଛି। ଆଞ୍ଚଳିକ ସ୍ତରରେ ଗ୍ରୁପ୍‌-୧ ଏବଂ ଗ୍ରୁପ୍‌-୨ ପ୍ରତିଯୋଗିତାକୁ ଉଚ୍ଛେଦ କରିଛି, ଯଦ୍ଦ୍ବାରା ଭାରତର କ୍ୱାଲିଫାୟର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?