ଖେଳ

ହାଲେ ଓପନ ଫାଇନାଲରେ ଫେଡରର

ହାଲେ ଓ୍ବେଷ୍ଟଫଲେନ(ଜର୍ମାନୀ),୨୩ା୬(ଏଏଫ୍‌ପି): କିମ୍ବଦନ୍ତୀ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ସେମିଫାଇନାଲରେ ପିଏରେ ହୁଗୁସ ହବର୍ଟଙ୍କୁ ୬-୩, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଏହି ବିଜୟ ସହ…

କୋହଲି ଦଣ୍ଡିତ

ସାଉଥାମ୍ପଟନ,୨୩ା୬: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଅତ୍ୟଧିକ ଅପିଲ କରିବା ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ କାଟ୍‌ କରାଯାଇଛି। ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଆବଶ୍ୟକତାଠାରୁ ଅଧିକ ଅପିଲ କରି କୋହଲି ଖେଳାଳି…

ଅମ୍ପାୟାରଙ୍କ ଆଗରେ ହାତ ଯୋଡି ଟ୍ରୋଲ୍‌ ହେଲେ ବିରାଟ

ସାଉଥାମ୍ପ୍ଟନ,୨୩।୬:ଚଳିତ ବିଶ୍ୱକପରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚରେ ଭାରତ ୧୧ ରନ୍‌ରେ ଜିତିଥିଲେ ମଧ୍ୟ ଆଫଗାନିସ୍ତାନ ଦଳ ସମସ୍ତଙ୍କ ହୃଦୟ ଜିତିଛି। ୨୨୫ରନରେ…

ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ

ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍‌ଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ ନଇମ ଉଲ ହକ୍‌ ଶନିବାର ତେନ୍ଦୁଲକରଙ୍କ ଯୁବ ଅବସ୍ଥାର ଏକ ଫଟୋ ଶେୟାର…

ଧିମା ବ୍ୟାଟିଂ ଲାଗି ଧୋନୀଙ୍କୁ ସମାଲୋଚନା

ସାଉଥାମ୍ପଟନ,୨୩ା୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପୁଣି ଥରେ ସମାଲୋଚନା କରାଯାଇଛି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଧୋନୀ ଧିମା ବ୍ୟାଟିଂ କରିଥିଲେ, ଯେଉଁ ମ୍ୟାଚ୍‌କୁ ଭାରତୀୟ ଦଳ ୧୧ ରନ୍‌ରେ ଜିତି ନେଇଥିଲା। ଶନିବାର ଅଧିନାୟକ ବିରାଟ କୋହଲିଙ୍କ…

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ

ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଉକ୍ତ…

ମାଲିଙ୍ଗାଙ୍କ ବୋଲିଂରେ ଏବେବି ଚମକ ଅଛି

ମାଞ୍ଚେଷ୍ଟର, ୨୩ା୬ (ଏଏଫ୍‌ପି)- ପେସ୍‌ ବୋଲର ଲସିଥ୍‌ ମାଲିଙ୍ଗାଙ୍କ ସାମର୍ଥ୍ୟକୁ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ଉଚ୍ଚ ପ୍ରଶଂସା କରିଛନ୍ତି। ତାଙ୍କ ବୋଲିଂରେ ଏବେବି ଚମକ ରହିଛି। ଏହି ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ଫେଭରାଇଟ୍‌ ଇଂଲଣ୍ଡ ବିପକ୍ଷ…

ସାମିଙ୍କ ହ୍ୟାଟ୍ରିକ: ଭାରତର ସଂଘର୍ଷପୂର୍ଣ୍ଣ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ ଭାରତ ୧୧ ରନ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ମ୍ୟାଚ୍‌ର ଅନ୍ତିମ ଓଭରର ତୃତୀୟ,…

ଚେତନ ଶର୍ମାଙ୍କ ପରେ ସାମିଙ୍କ ହ୍ୟାଟ୍ରିକ

ସାଉଥାମ୍ପ୍‌ଟନ, ୨୩।୬ (ପି.ଟି.)- ବିଶ୍ୱକପ୍‌ରେ ହ୍ୟାଟ୍ରିକ ଉଇକେଟ ହାସଲ କରିବାରେ ମହମ୍ମଦ ସାମି ଭାରତର ଦ୍ୱିତୀୟ ବୋଲର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ଚେତନ ଶର୍ମା ୧୯୮୭ ବିଶ୍ୱକପ୍‌ରେ ନାଗପୁରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଶନିବାର ଆଫଗାନିସ୍ତାନ ବିପକ୍ଷରେ ସାମି…

ବିଶ୍ୱକପ୍‌ରେ ଭାରତଠାରୁ ହାରିବା ନୂଆ ନୁହେଁ

ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଭାରତ ବିପକ୍ଷ ମ୍ୟାଚରେ ପରାଜୟ ତାଙ୍କ ଦଳ…

କମନୱେଲଥ ଟିଟି: କ୍ରୀଡ଼ା ସଚିବଙ୍କ ସ୍ଥିତି ଅନୁଧ୍ୟାନ; ଆସିବେ ୧୬ ଦେଶର ଖେଳାଳି

କଟକ ଅଫିସ,୨୩।୬- କମନୱେଲଥ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ୨୦୧୯ ସଂସ୍କରଣ ଜୁଲାଇ ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବ। ବିଶ୍ୱ ଟେବୁଲ ଟେନିସ କ୍ରୀଡ଼ାର ମହାକୁମ୍ଭ ଭାବେ ପରିଚିତ ଏହି ଅନ୍ତର୍ଜାତୀୟସ୍ତରୀୟ ଟୁର୍ନାମେଣ୍ଟ…

ବିଶ୍ୱକପ୍‌ରେ ଭାରତର ୫୦ତମ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ଏହାର ୫୦ତମ ମ୍ୟାଚ୍‌ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଏହି କୃତୀତ୍ୱ ହାସଲ କରିଛି। ୧୯୭୫ ମସିହାରୁ ବିଶ୍ୱକପ୍‌ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri