ଅମିତ୍, ବ୍ରଜ ଭୂଷଣ ଓସ୍ଜା ପୁରସ୍କାର ପାଇଁ ମନୋନୀତ
ଭୁବନେଶ୍ୱର, ୨୨।୬ (ସ୍ପୋଟର୍ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଓଡ଼ିଶା ସ୍ପୋଟର୍ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍ଜା) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଉଦୀୟମାନ ହକି…
ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍
ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍ରେ ନୂଆ ବଲ୍କୁ ସାମ୍ନା କରିବା କେ.ଏଲ୍. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏକଥା କହିଛନ୍ତି। ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ରୂପେ ତାଙ୍କ ଟେକ୍ନିକ୍ ଠିକ୍…
କ୍ୟୁ ସ୍ପୋଟର୍ସରେ ଆଡଭାନୀଙ୍କୁ ସମ୍ପୂର୍ଣ୍ଣ କ୍ୟାରିୟର ଗ୍ରାଣ୍ଡସ୍ଲାମ୍
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଶୁକ୍ରବାର ୩୫ତମ ପୁରୁଷ ଏସିଆନ ସ୍ନୁକର ଚାମ୍ପିୟନଶିପ୍ ଜିତିଛନ୍ତି। ଏଥିସହିତ ସେ ଏକ କ୍ୟାରିୟର ଗ୍ରାଣ୍ଡସ୍ଲାମ ଶେଷ କରିଛନ୍ତି। ଆଡଭାନୀ ଏସିବିଏସ ଏସିଆନ ସ୍ନୁକର ଇଭେଣ୍ଟ୍ସ-୬-ରେଡ୍ (ଶର୍ଟ ଫର୍ମାଟ) ଏବଂ ୧୫-ରେଡ୍…
ଓ୍ବେଷ୍ଟଇଣ୍ଡିଜ ଲାଗି କର ବା ମର ସ୍ଥିତି
ମାଞ୍ଚେଷ୍ଟର,୨୨।୬(ପି.ଟି.)- ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟର ଏହି ୨୯ତମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଫେଭରାଇଟ ବିବେଚିତ ହେଉଛି। ଅନ୍ୟପଟେ ଏହି ମ୍ୟାଚ୍ ଓ୍ବେଷ୍ଟଇଣ୍ଡିଜ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି…
ଆଇସିସି ବିଶ୍ୱକପ୍ : ଭାରତ- ଆଫଗାନିସ୍ତାନ ମୁକାବିଲା
ସାଉଥାମ୍ପଟନ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍ର ଅନ୍ୟତମ ଫେଭରାଇଟ ଦଳ ଭାରତ ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଏକତରଫା ହେବ ବୋଲି ଆଶା କରାଯାଉଛି। ତେବେ ଭାରତ…
ଇଂଲଣ୍ଡକୁ ହରାଇଲା ଶ୍ରୀଲଙ୍କା
ଲିଡ୍ସ,୨୨।୬ (ପି.ଟି.)- ଚଳିତ ବିଶ୍ୱକପ୍ରେ ଶ୍ରୀଲଙ୍କା ଏକ ବଡ଼ ବିପର୍ଯ୍ୟୟ ଘଟାଇଛି। ସ୍ଥାନୀୟ ହେଡିଂଲି ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବିଶ୍ୱକପ୍ର ୨୭ତମ ମ୍ୟାଚ୍ରେ ଶ୍ରୀଲଙ୍କା ୨୦ରନରେ ଇଂଲଣ୍ଡକୁ ହରାଇଛି। ଏଥିସହିତ ଇଂଲଣ୍ଡ ଟୁର୍ନାମେଣ୍ଟରେ ତା’ର ଦ୍ୱିତୀୟ ପରାଜୟ ବରଣ କରିଛି। ପୂର୍ବରୁ…
ଇଂଲଣ୍ଡ ଦଳକୁ ଫେରିବା ନେଇ ରୟ ଆଶାବାଦୀ
ଲିଡ୍ସ, ୨୧।୬ (ଏଏଫ୍ପି)-ଆଘାତପ୍ରାପ୍ତ ଖେଳାଳି ଜାସନ ରୟ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ବେଳକୁ ଇଂଲଣ୍ଡ କ୍ରିକେଟ ଦଳକୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଚଳିତ ଆଇସିସି ବିଶ୍ୱକପ୍ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ବିଜୟ ମ୍ୟାଚରେ ଫିଲ୍ଡିଂ କରୁଥିବାବେଳେ ଏହି ଡାଇନାମିକ୍ ଓପନର ହାମଷ୍ଟ୍ରିଙ୍ଗ…
ଏସିଆନ ଜିମ୍ନାଷ୍ଟିକ୍ସରେ ପ୍ରଣତିଙ୍କୁ ବ୍ରୋଞ୍ଜ
ନୂଆଦିଲ୍ଲୀ,୨୧।୬ (ପି.ଟି.)-ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍ ଭଲ୍ଟ ଇଭେଣ୍ଟରେ ଶୁକ୍ରବାର ଭାରତୀୟ ମହିଳା ଜିମ୍ନାଷ୍ଟ ପ୍ରଣତି ନାୟକ ଏକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବେଙ୍ଗଲର ଏହି ୨୩ ବର୍ଷୀୟା ୬ଷ୍ଠ ସ୍ଥାନ ସହ ଭଲ୍ଟ…
ଅଭିନବ ଉପାୟରେ ବିଶ୍ୱକପ୍ ଶୁଭେଚ୍ଛା ଜଣାଇଲେ ଛାତ୍ରୀଛାତ୍ର
ନୂଆଦିଲ୍ଲୀ,୨୧।୬- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳକୁ ପ୍ରବଳ ସମର୍ଥନ ମିଳୁଛି। ଡିପେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ଠାରୁ ଆରମ୍ଭ କରି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍ ପର୍ଯ୍ୟନ୍ତ ବଡ଼ ସଂଖ୍ୟାରେ ପ୍ରଶଂସକ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ…
ଫର୍ନାଣ୍ଡୋ ଟୋରେସଙ୍କ ଅବସର
ମାଡ୍ରିଡ୍,୨୧।୬- ପୂର୍ବତନ ଫିଫା ବିଶ୍ୱକପ୍ ଚାମ୍ପିୟନ ସ୍ପେନ ଦଳର ସଦସ୍ୟ ଫର୍ନାଣ୍ଡୋ ଟୋରେସ ଫୁଟ୍ବଲରୁ ଶୁକ୍ରବାର ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଏଥିସହ ସ୍ପାନିଶ ଖେଳାଳିଙ୍କ ୧୮ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତ ହୋଇଛି। ମୋର କିଛି ଘୋଷଣା କରିବାର…
ଗାଙ୍ଗୁଲି, ଲକ୍ଷ୍ମଣଙ୍କୁ ଦୁଇଟି ବିକଳ୍ପ
ନୂଆଦିଲ୍ଲୀ,୨୧।୬- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏଥିକ୍ସ ଅଫିସର ଡି.କେ. ଜୈନ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ଭି.ଭି.ଏସ୍. ଲକ୍ଷ୍ମଣଙ୍କୁ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଏବଂ ଆଇପିଏଲ ଫ୍ରାଞ୍ଚାଇଜର ମେଣ୍ଟର ଦାୟିତ୍ୱ ମଧ୍ୟରୁ ଗୋଟିଏ ବାଛିବାକୁ…
ମହିଳା ଫିଫା ବିଶ୍ୱକପ୍:ନକ୍ଆଉଟ୍ ପର୍ଯ୍ୟାୟରେ କାମେରୁନ
ପ୍ୟାରିସ,୨୧।୬(ଏଏଫ୍ପି)- ମ୍ୟାଚ୍ର ଅତିରିକ୍ତ ମିନିଟ୍ରେ ଆଜାରା ନଚଟଙ୍କ ଗୋଲ ଯୋଗୁ କାମେରୁନ ୨-୧ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ରୋମାଞ୍ଚକ ବିଜୟ ସହ କାମେରୁନ ଦଳ ଚଳିତ ମହିଳା ଫିଫା ବିଶ୍ୱକପ୍ର ନକ୍ଆଉଟ୍ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ଧାର୍ଯ୍ୟ ୯୦…
Archives


