ରାଜ୍ୟଗୋଷ୍ଠୀ ଟିଟି ସେମିଫାଇନାଲ:ଭାରତର ପ୍ରତିଦ୍ୱନ୍ଦ୍ୱୀ ସିଙ୍ଗାପୁର
କଟକ ଅଫିସ,୧୯|୭-ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଲାଇନ୍ଅପ୍ ହୋଇଯାଇଛି। ମହିଳା ବିଭାଗ ସେମିରେ ସିଙ୍ଗାପୁରକୁ ଭେଟିବ ଭାରତ। ଅନ୍ୟ ସେମିଫାଇନାଲରେ ଇଂଲଣ୍ଡ ଓ ନାଇଜେରିଆ ମଧ୍ୟରେ ମୁକାବିଲା ହେବ। ସେହିପରି ପୁରୁଷ ବିଭାଗ ସେମିଫାଇନାଲରେ…
କେନିଆ ଧାବିକାଙ୍କୁ ୮ବର୍ଷ ବାସନ୍ଦ
ନାଇରୋବି, ୧୮ା୭ (ଏଏଫ୍ପି)-କେନିଆର ମାରାଥନ ଧାବିକା ସାଲୋମ୍ ବିଓଟ ୮ବର୍ଷ ପାଇଁ ସସ୍ପେଣ୍ଡ ହୋଇଛନ୍ତି। ଦ୍ୱିତୀୟ ଥର ଡୋପ୍ ଟେଷ୍ଟରେ ଧରାପଡ଼ିଥିବାରୁ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍ (ଏଆଇୟୁ) ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଜୁନ୍ରେ…
ଟିମ୍ ସିଲେକ୍ସନ କମିଟି ବୈଠକ ଘୁଞ୍ଚିଲା
ନୂଆଦିଲ୍ଲୀ, ୧୯|୭ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ଟୁର୍ ପାଇଁ ଭାରତୀୟ କ୍ରିକେଟ ଦଳ ମନୋନୟନ ଲାଗି ହେବାକୁଥିବା ସିଲେକ୍ସନ କମିଟି ବୈଠକକୁ ସ୍ଥଗିତ ରଖାଯାଇଛି। ସମ୍ପାଦକଙ୍କ ପରିବର୍ତ୍ତେ ପ୍ୟାନେଲର ଚେୟାରମ୍ୟାନଙ୍କ ଆବାହକତ୍ୱରେ ଏହି ବୈଠକ ହେବ ବୋଲି ପ୍ରଶାସକ କମିଟି(ସିଓଏ)ର ନିର୍ଦ୍ଦେଶ ପରେ ଏହି…
ଡି’ ଲିଟ୍ ଦାମୀ ଡିଫେଣ୍ଡର
ରୋମ୍, ୧୯|୭ (ଏଏଫ୍ପି)- ଡଚ୍ ସେଣ୍ଟ୍ରାଲ ଡିଫେଣ୍ଡର ମ୍ୟାଥିସ୍ ଡି’ ଲିଟ୍ ୭୫ ନିୟୁତ ୟୁରୋ (୮୪.୨ ନିୟୁତ ଡଲାର) ଫି ବିନିମୟରେ ଆଜାକ୍ସ ଫୁଟ୍ବଲ ଟିମ୍ରୁ ଆସି ଜୁଭେଣ୍ଟସ୍ ଦଳରେ ଯୋଗଦେଇଛନ୍ତିି। ଇଟାଲିଆନ ଚାମ୍ପିୟନ ଦଳ ପକ୍ଷରୁ ଏହି ସୂଚନା…
ପିଟି ଉଷା ଆଇଏଏଫ୍ର ଭେଟେରାନ ପିନ୍ ମନୋନୀତ
ନୂଆଦିଲ୍ଲୀ,୧୯|୭(ପିଟି)- ଦେଶର ଟ୍ରାକ୍ ଓ ଫିଲ୍ଡ କିମ୍ବଦନ୍ତୀ ପି.ଟି. ଉଷାଙ୍କୁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍ ଆଥ୍ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍)ର ଭେଟେରାନ ପିନ ଭାବେ ମନୋନୀତ କରାଯାଇଛି। ଉଷା ଭାରତର ଅନ୍ୟତମ ଶ୍ରେଷ୍ଠ ଧାବିକା। ଟ୍ରାକ୍ରେ ଚମକପ୍ରଦ କ୍ୟାରିୟର ଯୋଗୁ ତାଙ୍କୁ କୁଇନ୍…
ହଲ ଅଫ୍ ଫେମ ଓପନରୁ ରାମକୁମାର ବାଦ୍
ନ୍ୟୁପୋର୍ଟ(ୟୁଏସ୍ଏ),୧୮ା୭(ପିଟି)- ଏଠାରେ ଚାଲିଥିବା ହଲ ଅଫ୍ ଫେମ ଓପନ ଟେନିସ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ରାମକୁମାର ରମାନାଥନ ସିଧାସଳଖ ସେଟ୍ରେ ଫ୍ରାନ୍ସର ଉଗୋ ହମବର୍ଟଙ୍କଠାରୁ ପରାଜୟ ବରଣ କରିଛନ୍ତି। ଗତ ବର୍ଷ ଏଠାରେ ରନର୍ସ ଅପ୍ ହୋଇଥିବା ରାମକୁମାର ୬(୫)-୭, ୦-୬…
ସିନ୍ଧୁ କ୍ୱାର୍ଟରଫାଇନାଲରେ
ଜାକର୍ତ୍ତା, ୧୮ା୭ (ପି.ଟି.)- ଭାରତର ଟପ୍ ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆନ ଓପନ୍ ମହିଳା ସିଙ୍ଗଲ୍ସ ପ୍ରତିଯୋଗିତାର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ସେ ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଅଣ ସିଡ୍ ତଥା…
ଏକାଧିକ ମହିଳାଙ୍କ ସହ ସମ୍ପର୍କ ରଖିଥିବା ସ୍ବୀକାର କଲେ ରଜାକ
ନୂଆଦିଲ୍ଲୀ, ୧୮।୭- ଆଇସିସି ବିଶ୍ୱକପ୍ ସମୟରେ ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟାକୁ ପ୍ରଶିକ୍ଷଣ ପ୍ରଦାନ କରିବାକୁ ଅଫର୍ କରି ଚର୍ଚ୍ଚାକୁ ଆସିଥିଲେ ପୂର୍ବତନ ପାକିସ୍ତାନ ଅଲ୍ରାଉଣ୍ଡର ଅବଦୁଲ ରଜାକ। ପାଣ୍ଡ୍ୟାଙ୍କୁ ପ୍ରଶିକ୍ଷଣ ଦେବା ସହ ତାଙ୍କୁ ବିଶ୍ୱର ଶ୍ରେଷ୍ଠ ଅଲ୍ରାଉଣ୍ଡର ବନାଇବାକୁ…
ସ୍ବଦେଶ ଫେରିଲା ନ୍ୟୁଜିଲାଣ୍ଡ ଟିମ୍
ଅକ୍ଲାଣ୍ଡ, ୧୮।୭- ଆଇସିସି ବିଶ୍ୱକପ୍ର ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍ରେ ଆୟୋଜକ ଇଂଲଣ୍ଡ ନିକଟରୁ ବାଉଣ୍ଡାରୀ ବ୍ୟବଧାନରେ ହାରି ରନର୍ସଅପ୍ରେ ସନ୍ତୁଷ୍ଟ ରହିଥିବା ନ୍ୟୁଜିଲାଣ୍ଡ ଦଳ ଗୁରୁବାର ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛି। ସିନିୟର ଖେଳାଳି ତଥା ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କ ସମେତ…
୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍
କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍ ଷ୍ଟାଡିୟମଠାରେ ଆରମ୍ଭ ହେବ। ଉଦ୍ଘାଟନୀ ଦିବସରେ କୋଲକାତାର ଦୁଇ ଜଣାଶୁଣା କ୍ଲବ ମୋହନ ବାଗାନ ଓ ମହମ୍ମଦାନ…
ହିର୍ଓ୍ବାନୀ ମହିଳା ଦଳର ସ୍ପିନ ବୋଲିଂ ପରାମର୍ଶଦାତା
ନୂଆଦିଲ୍ଲୀ, ୧୮।୭ (ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ କ୍ରିକେଟ୍ ଏକାଡେମୀ (ଏନ୍ସିଏ) ସ୍ପିନ କୋଚ୍ ନରେନ୍ଦ୍ର ହିରଓ୍ବାନୀଙ୍କୁ ଗୁରୁବାର ନୂଆ ଦାୟିତ୍ୱ ମିଳିଛି। ସେ ଭାରତୀୟ ମହିଳା କ୍ରିକେଟ୍ ଦଳର ସ୍ପିନ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ ପାଇଛନ୍ତି।…
ଧୋନୀ ଆଉ କ୍ରିକେଟ ଖେଳନ୍ତୁ, ଚାହୁଁନାହାନ୍ତି ମାତାପିତା
ରାଞ୍ଚି, ୧୮।୭: ଆଇସିସି ବିଶ୍ୱକପରେ ଭାରତ ସେମିଫାଇନାଲରୁ ବିଦା ହେବା ପରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରିକେଟ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଧୋନୀଙ୍କ କ୍ରିକେଟରୁ ସନ୍ନ୍ୟାସକୁ ନେଇ ଆଲୋଚନା ଚାଲିଥିବାବେଳେ ତାଙ୍କ ପିତା ପାନ୍…
Archives


