ଖେଳ

‘କୋହଲି ନୁହେଁ, ଏବେ ବି ଧୋନୀ ଶ୍ରେଷ୍ଠ ଅଧିନାୟକ’

ନୂଆଦିଲ୍ଲୀ,୫।୯:ଓ୍ବେଷ୍ଟଇଣ୍ଡିଜରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ କେବଳ ଟେଷ୍ଟ ସିରିଜ୍‌ ଜିତିନାହିଁ ବରଂ ଟେଷ୍ଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାର ମଧ୍ୟ ସୌଭାଗ୍ୟଲାଭ କରିଛନ୍ତି ସେ। ବିରାଟ ୪୮ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇ ୨୮ଟି ବିଜୟ…

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଣ୍ଡିଆ ଗ୍ରୀନର ବ୍ୟାଟିଂ ବିପର୍ଯ୍ୟୟ

ବେଙ୍ଗାଲୁରୁ, ୫।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ଇଣ୍ଡିଆ ଗ୍ରୀନ୍‌ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆରମ୍ଭ ହୋଇଛି। ପିଙ୍କ୍‌ ବଲ୍‌ରେ ଖେଳାଯାଉଥିବା ଏହି ପାଞ୍ଚଦିବସୀୟ…

ଏଫଆଇଏଚ୍‌ ପ୍ରୋ ଲିଗ୍‌: ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ, ୫।୯(ପି.ଟି.)- ଏଫଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତୀୟ ପୁରୁଷ ହକି ଦଳ ଆସନ୍ତାବର୍ଷ ଜାନୁୟାରୀ୧୮ରେ ଏହାର ପ୍ରଥମ ମ୍ୟାଚ ଘରୋଇ ପରିବେଶରେ ଖେଳିବ। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେବ ନେଦରଲାଣ୍ଡ୍ସ। ଏଫଆଇଏଚ୍‌ ପ୍ରୋ ଲିଗ୍‌ ସିଜନ-୨ ପାଇଁ ବୁଧବାର ଘୋଷିତ କାର୍ଯ୍ୟସୂଚୀ…

ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା

ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ ଗୁରବାରକୁ…

ୟୁଏସ୍‌ ଓପନ୍‌: ବିପର୍ଯ୍ୟୟ: କ୍ୱାର୍ଟରରୁ ଫେଡରରଙ୍କ ବିଦାୟ

ନ୍ୟୁୟର୍କ, ୫।୯ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା କିମ୍ବଦନ୍ତୀ ସୁଇଜରଲାଣ୍ଡ ଟେନିସ ଖେଳାଳି ରୋଜର ଫେଡରର କ୍ୱାର୍ଟର…

ଚାଇନିଜ ତାଇପେ ଓପନ୍‌: ଦ୍ୱିତୀୟ ରାଉଣ୍ଡରେ ସୌରଭ

ତାଇପେଇ, ୫।୯ (ପି.ଟି.)- ପୂର୍ବତନ ଚାମ୍ପିୟନ ସୌରଭ ବର୍ମା ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୫ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନିଜ ତାଇପେଇ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ…

ଅନୁପମାଙ୍କ ପାଇଁ ଏସିଆନ ଗେମ୍ସ ସମ୍ଭାବନା; ଓଡ଼ିଶା ଜୁଜୁଟ୍‌ସୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୫।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗ୍‌ ଜୁଠାରେ ଅନୁଷ୍ଠିତ ବିଶ୍ୱ ମାର୍ଶାଲ ଆର୍ଟର ଅଲିମ୍ପିକ୍‌ ଭାବେ ବିବେଚିତ ହେଉଥିବା ମାଷ୍ଟରଶିପ୍‌ ପ୍ରତିଯୋଗିତାର ଜୁଜୁଟ୍‌ସୁ ଫାଇଟିଂ(କଣ୍ଟାକ୍ଟ )ରେ ବ୍ରୋଞ୍ଜ ପଦକ ଜିତିଥିବା ଅନୁପମା ଓଡ଼ିଶା ଫେରି ଆସିଛନ୍ତି। ପ୍ରଦର୍ଶନ ଆଧାରରେ ସେ…

ଶୀତଦିନେ ଆୟୋଜନ ହେବ ଫିଫା ବିଶ୍ୱକପ

ଦୋହା,୫।୯(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଶୀତଦିନରେ ଆୟୋଜନ ହେବା ନେଇ ପ୍ରାକ୍‌ ସୂଚନା ମିଳିଛି। ବିଶ୍ୱକପ୍‌ର ଲୋଗୋ ଉନ୍ମୋଚନରୁ ଏହା ଜଣାପଡୁଛି। କାତାରରେ ଏହି ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବରୁ ଏକାଧିକ ବାର ବିବାଦ ସୃଷ୍ଟି ହୋଇଥିଲା। ଏହି ମୋଗା ଇଭେଣ୍ଟ…

ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍‌ଙ୍କ ଅର୍ଦ୍ଧଶତକ

ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଭାଗନେବେ ୭୦ରୁ ଊର୍ଦ୍ଧ୍ୱ ଖେଳାଳି

ଭୁବନେଶ୍ୱର, ୫।୯(ପି.ଟି.)- ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା ୧୪ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପଡୋଶୀ ରାଜ୍ୟ…

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି ସିଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?