ଖେଳ

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି ୱାର୍ଲ୍ଡ କପ୍‌ ଖେଳିବ ଭାରତ । ତେବେ ଏହି ରଙ୍ଗକୁ ନେଇ ଅନେକ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ, ଗାୟିକା ଏବଂ କ୍ରୀଡା ଉପସ୍ଥାପିକା ଲିଜ କୁହନ୍ତି ଯେ, ବିରାଟ କୋହଲି ତାଙ୍କର…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ କିଛି ବର୍ଷ ଧରି ଭାରତ ପାଇଁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନଥିଲେ।…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କମ୍‌ ବୟସର ଖେଳାଳି ହୋଇଥିବାବେଳେ ସଚିନ ତେନ୍ଦୁଲକରଙ୍କ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ ହୋଇପାରିଛି। ଏହାପୂର୍ବରୁ ୧୭ ବର୍ଷ ଧରି RCB ଗୋଟିଏ ବି ଥର ଚାମ୍ପିୟନ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇସିସି…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି ୨୦୨୬ ପାଇଁ ତାଙ୍କୁ ଇଷ୍ଟ ଜୋନ (ପୂର୍ବାଞ୍ଚଳ) ଟିମର ଉପ-କ୍ୟାପ୍ଟେନ ଭାବେ ନିଯୁକ୍ତି…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ସମୟରେ ଆଇପିଏଲ୍ ଫ୍ରାଞ୍ଚାଇଜ୍ ‘ରାଜସ୍ଥାନ ରୟାଲ୍ସ’ (RR) ରୁ ଜଡେଜା ଏବଂ ଯୁବ…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲାର ୨୧ ବର୍ଷୀୟ ଭାରୋତ୍ତୋଳକ ସ୍ନାଚରେ ୧୪୯…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ ଟିମ ଇଣ୍ଡିଆର ଖରାପ ପ୍ରଦର୍ଶନ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ ପ୍ରତି ଆଗ୍ରହ ଦେଖାଇଛନ୍ତି, ଦିଲ୍ଲୀ କ୍ୟାପିଟାଲ୍ସ ଏବେ ଏହି ତାଲିକାରେ ସାମିଲ ହୋଇଛି।…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଟିମରେ ସାରାଂଶ ଜୈନଙ୍କୁ ପ୍ରଥମ ଥର ପାଇଁ ସ୍ଥାନ ମିଳିଛି, ଯିଏକି ମଧ୍ୟପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?