ଖେଳ

‘ଆମକୁ କଶ୍ମୀର ନୁହେଁ, କୋହଲି ଦରକାର’

ଶ୍ରୀନଗର, ୧୯।୬: ଚଳିତ ବିଶ୍ୱକପରେ ଭାରତ ବିପକ୍ଷ ହାଇଭୋଲଟେଜ ମ୍ୟାଚରେ ପରାସ୍ତ ହେବା ପରେ ପାକିସ୍ତାନ କ୍ରିକେଟରଙ୍କୁ ନିଜ ଦେଶରେ ସମାଲୋଚନାର ଶିକାର ହେବାକୁ ପଡିଛି। ସୋସିଆଲ ମିଡିଆରେ ପାକିସ୍ତାନ ଫ୍ୟାନ୍‌ମାନେ ଦେଶର କ୍ରିକେଟରଙ୍କ ଉପରେ ଯୁବ୍ଧ ହୋଇପଡିଛନ୍ତି। ଏସବୁ ଭିତରେ…

ଭାରତୀୟ ଦଳକୁ ପ୍ରଶଂସା କରି ଫଶିଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ, ୧୯।୬: ବିଶ୍ୱକପରେ ଭାରତଠାରୁ ଲଗାତର ୭ମ ଥର ଲାଗି ପରାସ୍ତ ହେବା ପରେ ପାକିସ୍ତାନ ଦଳର ସବୁଠି ଆଲୋଚନା ହେଉଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଖେଳାଳି  ଉମର ଅକମଲ ଭାରତୀୟ ଦଳକୁ ପ୍ରଶଂସା କରି ଫଶି ଯାଇଛନ୍ତି। ତାଙ୍କୁ…

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ କମିଟି(ଆଇଓସି)କୁ ପତ୍ର ଲେଖି ଜଣାଇଛିି। ଗତ ଫେବୃଆରିରେ ଭାରତରେ ଆୟୋଜିତ ହୋଇଥିବା ବିଶ୍ୱ ତୀରନ୍ଦାଜ୍‌…

ବିଦେଶରେ ଟି୨୦ ଖେଳିବେ ଯୁବରାଜ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଯୁବରାଜ ସିଂ ବିଶ୍ୱବ୍ୟାପୀ ଟି୨୦ ଲିଗ୍‌ରେ ଖେଳିବାକୁ ଆଗ୍ରହୀ। ଏଥିଲାଗି ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଠାରୁ ଲିଖିତ ଅନୁମତି ଭିକ୍ଷା କରିଛନ୍ତି। ଗତ ସପ୍ତାହରେ ତାଙ୍କ ଉଜ୍ଜ୍ୱଳ…

ମହିଳା ଅନ୍ତର୍ଜାତୀୟ ଟି୨୦ରେ ସର୍ବନିମ୍ନ ସ୍କୋର ୬

ନୂଆଦିଲ୍ଲୀ, ୧୯ା୬ (ପି.ଟି.)-ଅନ୍ତର୍ଜାତୀୟ ମହିଳା ଟି୨୦ରେ ସର୍ବନିମ୍ନ ସ୍କୋର କରିଛି ମାଲି। କାଗାଲି ସିଟିରେ ଚାଲିଥିବା କ୍ୱିବୁକା ମହିଳା ଟୁର୍ନାମେଣ୍ଟରେ ର୍ବାଣ୍ଡା ବିପକ୍ଷ ମ୍ୟାଚରେ ଏହି ଅଲୋଡା ରେକର୍ଡ ପ୍ରତିଷ୍ଠା ହୋଇଛି। ର୍ବାଣ୍ଡା ଦଳ ମାତ୍ର ୪ ବଲ୍‌ ବିନିମୟରେ ବିଜୟ…

ଫାଇନାଲରେ ଝାଡ଼ଖଣ୍ଡ-ଅରୁଣାଚଳପ୍ରଦେଶ

କଟକ ଅଫିସ,୧୯ା୬- ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପର ଫାଇନାଲ ଝାଡ଼ଖଣ୍ଡ ଓ ଅରୁଣାଚଳପ୍ରଦେଶ ମଧ୍ୟରେ ଅନୁଷ୍ଠିତ ହେବ। ଆସନ୍ତା ୨୦ରେ ଏହି ଦୁଇ ଦଳ ଫାଇନାଲରେ ସାମ୍ନାସାମ୍ନି ହେବେ। ମଙ୍ଗଳବାର…

ନୀରବତା ଭାଙ୍ଗିଲେ ସୋଏବ ମଲିକ

ଲଣ୍ଡନ, ୧୯।୬- ଚଳିତ ବିଶ୍ୱକପ୍‌ରେ ଭାରତ ବିପକ୍ଷ ହାଇଭୋଲଟେଜ ମ୍ୟାଚ୍‌ରେ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟରଙ୍କୁ ଏବେ ନିଜ ଦେଶରୁ ଚାରିଆଡ଼ୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏପରିକି କେତେକ ପ୍ରଶଂସକ ସୋସିଆଲ ମିଡିଆରେ ଖରାପ ଭାଷା ପ୍ରୟୋଗ କରି ଖେଳାଳିଙ୍କୁ…

ଏପିଏଲ୍‌ ଆୟୋଜନକୁ ଅଗ୍ରାହ୍ୟ କଲା ବିସିସିଆଇ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)-ଭାରତରେ ଏହାର ଟି୨୦ ଲିଗ୍‌ (ଏପିଏଲ)ଆୟୋଜନ କରିବା ସୁଯୋଗ ଦେବା ଲାଗି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) କରିଥିବା ଅନୁରୋଧକୁ ବିସିସିଆଇ ଅଗ୍ରାହ୍ୟ କରିଦେଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କହିଛି ଆଫଗାନିସ୍ତାନ କ୍ରିକେଟର ବିକାଶ କ୍ଷେତ୍ରରେ…

ଆଇସିସି ମହିଳା ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ

ଖ୍ରିଷ୍ଟଚର୍ଚ୍ଚ, ୧୯ା୬ (ପି.ଟି.)-ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ ସେହିବର୍ଷ ଜାନୁୟାରୀ ୩୦ରୁ ହେବ। ସେମିଫାଇନାଲ ଏବଂ ଫାଇନାଲ ସମେତ ଏଥିରେ ମୋଟ ୩୧ ମ୍ୟାଚ ଖେଳାଯିବ। ନ୍ୟୁଜିଲାଣ୍ଡ ପୂର୍ବରୁ ଏକାକି ଅବା ମିଳିତ ଭାବେ ହେଉ ଏଭଳି ଇଭେଣ୍ଟ…

ମୋର୍ଗାନଙ୍କ ଛକା ରେକର୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି…

ଆଇସିସି ବିଶ୍ୱକପ: ପ୍ରତିଶୋଧ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା

ବର୍ମିଂହାମ, ୧୯।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଓ ଗତଥରର ଫାଇନାଲିଷ୍ଟ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଅପେକ୍ଷ ଦକ୍ଷିଣ…

ଆଫଗାନିସ୍ତାନକୁ ହରାଇ ଶୀର୍ଷରେ ଇଂଲଣ୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ମଙ୍ଗଳବାର ଖେଳାଯାଇଥିବା ବିଶ୍ୱକପ୍‌ର ୨୪ତମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri