ଖେଳ

ଆଇସିସି ବୈଠକରେ ଯୋଗଦେଇ ପାରିବେ ନାହିଁ ବିସିସିଆଇ ସମ୍ପାଦକ ଚୌଧାରୀ

ମୁମ୍ବାଇ,୧୭।୭- ଲଣ୍ଡନଠାରେ ଚାଲିଥିବା ଆଇସିସି ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ସଦସ୍ୟ ଯୋଗଦେଇ ପାରିବେ ନାହିଁ। ବିସିସିଆଇର କାର୍ଯ୍ୟକାରୀ ସମ୍ପାଦକ ଅମିତାଭ ଚୌଧାରୀଙ୍କୁ ଆଇସିସି ବୈଠକରେ ଯୋଗଦେବା ଲାଗି ମନୋନୀତ କରାଯାଇଥିଲା। ହେଲେ ତାଙ୍କ ବିରୋଧରେ ଥିବା…

ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦ ଓ…

ଡୋପ୍‌ ଜାଲରେ ଟପ୍‌ ଭାରୋତ୍ତୋଳକ

ନୂଆଦିଲ୍ଲୀ,୧୭।୭- ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଥିବା ହିମାଂଶୁ କୁମାର ଚାଙ୍ଗ, ଏସିଆନ ବ୍ରୋଞ୍ଜ ପଦକଧାରୀ ଲଭପ୍ରୀତ ସିଂ, ରାଜ୍ୟଗୋଷ୍ଠୀ ଯୁବ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଲଲିଥା ଗାରା ଓ ଜାତୀୟ ଚାମ୍ପିୟନ ସାହିଲ ଶର୍ମା (୧୦୨ କେଜି) ଭାରୋତ୍ତୋଳନ…

ସିନ୍ଧୁ, ଶ୍ରୀକାନ୍ତଙ୍କ ବିଜୟ ଅଭିଯାନ

ଜାକର୍ତ୍ତା,୧୭।୭- ଦେଶର ଷ୍ଟାର ଶଟଲର ପି. ଭି. ସିନ୍ଧୁ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ଏକ ମାସ ଧରି କୋର୍ଟରୁ…

କେକେଆର କୋଚ୍‌ ହେଲେ ଟ୍ରେଭର ବାଇଲିସ

ମୁମ୍ବାଇ,୧୭।୭- ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ଦୁଇ ଥର ଆଇପିଏଲ ଚାମ୍ପିୟନ ଦଳ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଇଂଲଣ୍ଡ ବିଶ୍ୱକପ୍‌ ଚାମ୍ପିୟନ ଦଳର କୋଚ୍‌ ଟ୍ରେଭର ବାଇଲିସଙ୍କୁ ମୁଖ୍ୟ କୋଚ୍‌ ପଦରେ ନିଯୁକ୍ତ କରିଛି। ବାଇଲିସଙ୍କୁ ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ…

ଭାରତ-ସିରିଆ ମ୍ୟାଚ ଡ୍ର

ଅହମ୍ମଦାବାଦ, ୧୭ା୭ (ପି.ଟି.)- ଭାରତ ଓ ସିରିଆ ମଧ୍ୟରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଅନ୍ତିମ ଲିଗ୍‌ ମ୍ୟାଚ ୧-୧ ଗୋଲ୍‌ରେ ବରାବର ଭାବେ ଶେଷ ହୋଇଛି। ସ୍ଥାନୀୟ ଇକେଏ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚର ୫୨ତମ ମିନିଟ୍‌ରେ ୧୮ବର୍ଷୀୟ…

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଆଜିଠାରୁ ମୁକାବିଲା, ଭାଗନେବେ ୧୨ ଦେଶ

କଟକ ଅଫିସ,୧୭ା୭-ବୁଧବାରଠାରୁ କଟକରେ ଆରମ୍ଭ ହେବ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ମହାମୁକାବିଲା। ପ୍ରତିଯୋଗିତା ସ୍ଥଳ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ୧୨ଟି ଦେଶର ପ୍ରତିଦ୍ୱନ୍ଦୀ ଏଥିରେ ଭାଗନେବେ । ୧୭ରୁ ୧୯ ତାରିଖ…

ଦୂତୀଙ୍କ ନାମରେ ଆଥଲେଟିକ ଟ୍ରାକ୍‌: ଉଚ୍ଛ୍ବସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି)- ଇଟାଲିର ନାପୋଲିଠାରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ଦୂତୀ ଚାନ୍ଦଙ୍କୁ ମଙ୍ଗଳବାର କିଟ୍‌ ଓ କିସ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ସମ୍ପ୍ରତି କିଟ୍‌ରେ ଅଧ୍ୟୟନରତ ଭାରତର…

ଜୁନିୟର ଶୁଟିଂ ବିଶ୍ୱକପ୍‌: ବିଜୟବୀରଙ୍କୁ ତୃତୀୟ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୭ା୭ (ପି.ଟି.)-ଜର୍ମାନୀର ସୁଲ୍‌ଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଜୁନିୟର ଶୁଟିଂ ବିଶ୍ୱକପ୍‌ରେ ବିଜୟବୀର ସିଦ୍ଧୁ ତାଙ୍କର ତୃତୀୟ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ଏବଂ ରାଜକନଓ୍ବର ସିଂ ସାନ୍ଧୁ ଓ ଆଦର୍ଶ ସିଂଙ୍କୁ ନେଇ ଭାରତୀୟ ଦଳ ୨୫ ମିଟର…

ଭାରତୀୟ ଡବଲ୍ସ ଯୋଡ଼ିଙ୍କ ବିଜୟ

ଜାକର୍ତ୍ତା, ୧୭ା୭ (ପି.ଟି.)-ଭରତର ଦୁଇ ଡବଲ୍ସ ଯୋଡ଼ି ଏଠାରେ ଚାଲିଥିବା ୧,୨୫୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିିକ ସାଇରାଜ ରାଙ୍କିରେଡ୍ଡୀ ଏବଂ…

ନେତୃତ୍ୱ ଭାଗବଣ୍ଟା, ନୂଆ କୋଚ୍‌ ନିଯୁକ୍ତି ନେଇ ନିଷ୍ପତ୍ତି ନେବ ପିସିବି

କରାଚୀ,୧୭।୭(ପି.ଟି.)- ବିଶ୍ୱକପ୍‌ରେ ସେମିଫାଇନାଲକୁ ଉଠିବାରେ ବିଫଳ ହେବା ପରେ ପାକିସ୍ତାନ କ୍ରିକେଟରେ ବ୍ୟାପକ ଅଦଳବଦଳ ହେବା ଆଶା କରାଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ କେତୋଟି ଦୃଢ ପଦକ୍ଷେପ ନେବ ବୋଲି ସୂଚନା ଦେଇଛି। ନେତୃତ୍ୱରେ ଭାଗବଣ୍ଟା ଅର୍ଥାତ୍‌ ଭିନ୍ନ…

ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହ ଘୁଞ୍ଚିଲା

ଓ୍ବେଲିଂଟନ,୧୭।୭(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ରନର୍ସଅପ୍‌ ବିବେଚିତ ହୋଇଥିବା ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହକୁ ଘୁଞ୍ଚାଇ ଦିଆଯାଇଛି। ଦଳର ସଦସ୍ୟମାନେ ଅଲଗା ଅଲଗା ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବାରୁ ବର୍ତ୍ତମାନ ଏହି ସମାରୋହ ଆୟୋଜନକୁ ଘୁଞ୍ଚାଇ ଦିଆଯାଇଛି ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ ତରଫରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri