ଖେଳ

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍‌ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯…

ଆଶେସ: ସଂଘର୍ଷପୂର୍ଣ୍ଣ ହେବ ଚତୁର୍ଥ ଟେଷ୍ଟ

ମାଞ୍ଚେଷ୍ଟର, ୪।୯(ଏ.ଏଫ୍‌.ପି.)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହାଇପ୍ରୋଫାଇଲ ଆଶେସ ସିରିଜର ଚତୁର୍ଥ ଟେଷ୍ଟରେ ପରସ୍ପରକୁ ଭେଟିବେ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: କୋହଲିଙ୍କୁ ହଟାଇ ଶୀର୍ଷରେ ସ୍ମିଥ୍‌

ଦୁବାଇ,୪।୯(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ୧ ନମ୍ବର ସ୍ଥାନ ହରାଇଛନ୍ତି। ସେ ଗୋଟିଏ ସ୍ଥାନ ତଳକୁ ଖସି ୨ ନମ୍ବର ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ…

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି ସିଜନ…

ସମୁଦ୍ର କୂଳରେ ବଂଶୀ ବଜାଉଛନ୍ତି ଧାଓ୍ବନ

ନୂଆଦିଲ୍ଲୀ, ୩।୯: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଏକଦିବସୀୟ ସିରିଜ୍‌ ଶେଷ ହେବା ପରେ ଭାରତ ଫେରିଛନ୍ତି ଓପନର୍‌ ଶିଖର ଧାଓ୍ବନ୍‌। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏସବୁ ଭିତରେ କ୍ରିକେଟ ଛଡା ଶିଖରଙ୍କ ଆଉ ଏକ ପ୍ରତିଭା ମଧ୍ୟ…

ମା’ ହେବାକୁ ଯାଉଛନ୍ତି ଏହି ଭାରତୀୟ ଖେଳାଳି

ଭାରତର ଷ୍ଟାର କୁସ୍ତି ଖେଳାଳି ଗୀତା ଫୋଗଟ୍‌ ଖୁବଶିଘ୍ର ମା’ ହେବାକୁ ଯାଉଛନ୍ତି। ଏହି ଖୁସି ଖବର ସେ ନିଜ ଫ୍ୟାନମାନଙ୍କ ସହ ଶେୟାର୍‌ କରିଛନ୍ତି। ଏହାସହ ସେ ସୋସିଆଲ୍‌ ମିଡିଆରେ ଏକ ଭାବପ୍ରବଣ ମେସେଜ୍‌ ମଧ୍ୟ ଲେଖିଛନ୍ତି। ଯେତେବେଳେ ପେଟ…

ଶୁଟିଂ ବିଶ୍ୱକପ୍‌: ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ରିଓ ଡି ଜେନିରୋ, ୩।୯ (ପି.ଟି.)- ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍‌ରେ ଭାରତର ଷ୍ଟାର୍‌ ଶୁଟର୍‌ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍‌ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଏହି ଇଭେଣ୍ଟରେ…

ସୁନୀଲ ଜୋଶୀ ୟୁପି ରଣ୍‌ଜୀ କୋଚ୍‌ ନିଯୁକ୍ତ

ଲକ୍ଷ୍ନୌ, ୩।୯ (ପି.ଟି.)- ପୂର୍ବତନ ଭାରତୀୟ ସ୍ପିନର ସୁନୀଲ ଜୋଶୀଙ୍କୁ ଉତ୍ତର ପ୍ରଦେଶ (ୟୁପି) ରଣ୍‌ଜୀ କ୍ରିକେଟ୍‌ ଦଳର ନୂତନ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ଏକବର୍ଷ ପର୍ଯ୍ୟନ୍ତ ଜୋଶୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି ବୋଲି ଉତ୍ତର ପ୍ରଦେଶ କ୍ରିକେଟ୍‌…

ଅଷ୍ଟ୍ରେଲିଆ ଦଳକୁ ସ୍ମିଥ୍‌ଙ୍କ ପ୍ରତ୍ୟାବର୍ତ୍ତନ

ମାଞ୍ଚେଷ୍ଟର, ୩।୯ (ଏପି)- ଘରୋଇ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଆଶେସ ସିରିଜର ୪ର୍ଥ ମ୍ୟାଚ୍‌ ଆରମ୍ଭ ହେବ। ଏଥିଲାଗି ମଙ୍ଗଳବାର ୧୨ ଜଣିଆ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ବରିଷ୍ଠ ବ୍ୟାଟ୍ସମ୍ୟାନ ଷ୍ଟିଭ…

ଟି୨୦ କ୍ରିକେଟ୍‌ରୁ ମିଥାଲିଙ୍କ ଅବସର

ନୂଆଦିଲ୍ଲୀ, ୩।୯ (ପି.ଟି.)- ଭାରତର ସିନିୟର ମହିଳା କ୍ରିକେଟର୍‌ ମିଥାଲି ରାଜ ମଙ୍ଗଳବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦୨୧ ଆଇସିସି ବିଶ୍ୱକପ୍‌କୁ ନଜରରେ ରଖି ମିଥାଲି ୫୦ ଓଭର ବିଶିଷ୍ଟ କ୍ରିକେଟ୍‌ ଉପରେ ଫୋକସ୍‌ କରିବାକୁ ଏହି…

କ୍ରିକେଟ ଖେଳରେ ମଙ୍କଡିଙ୍ଗ ଆଉଟ କ’ଣ ଜାଣନ୍ତି କି?

କ୍ରିକେଟ ଖେଳରେ ଅନେକ ପ୍ରକାରର ଆଉଟ୍‌ ରହିଛି। ସେଥିମଧ୍ୟରୁ ମଙ୍କଡିଙ୍ଗ ଆଉଟ୍‌ ଅନ୍ୟତମ। ଏହି ଆଉଟ୍‌ ଜଣାଶୁଣା ହୋଇ ନ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ୯ ଜଣ ବ୍ୟାଟ୍ସମ୍ୟାନ୍‌ ଏହି ଆଉଟ୍‌ ହୋଇଛନ୍ତି। ମଙ୍କଡିଙ୍ଗ ଆଉଟ କଣ? ମ୍ୟାଚ ଚାଲୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?