ଖେଳ

ସ୍ବତନ୍ତ୍ର ତାଲିକାରେ ବିଜୟ ଶଙ୍କର

ମାଞ୍ଚେଷ୍ଟର,୧୭।୬- ଭାରତୀୟ ଅଲରାଉଣ୍ଡର ବିଜୟ ଶଙ୍କର ବିଶ୍ୱକପ୍‌ ଇତିହାସର ୩ୟ ବୋଲର ଭାବେ ପ୍ରଥମ ବଲରେ ଉଇକେଟ ନେବାର ସଫଳତା ପାଇଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ର ୫ମ ଓଭରରେ ଇମାମ ଉଲ୍‌ ହକ୍‌ଙ୍କୁ ଆଉଟ୍‌କରି ସେ ଏହି…

୨ରୁ ୩ ମ୍ୟାଚ୍‌ ବାଦ୍‌ ପଡ଼ିବେ ଭୁବି- କୋହଲି

ମାଞ୍ଚେଷ୍ଟର,୧୭।୬(ପି.ଟି.)- ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ପେସର ଭୁବନେଶ୍ୱର କୁମାରଙ୍କ ମାଂସପେଶୀ ଟାଣି ହୋଇଯାଇଛି। ଏଥିଯୋଗୁ ସେ ଅତିକମ୍‌ରେ ୨ରୁ ୩ ବିଶ୍ୱକପ୍‌ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଏହି ପେସର ୩ ଓଭର ପୂରା କରିପାରି ନ ଥିଲେ। ତାଙ୍କ ସ୍ଥାନରେ…

କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର

ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ୮୯ ରନ୍‌ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମରେ ବହୁ ଭାରତୀୟ ସେଲିବ୍ରିଟି ଉପସ୍ଥିତ ଥିଲେ। ସ୍ରେଫ୍‌ ଅଲ୍ଲୀ ଖାନଙ୍କଠାରୁ…

କ୍ରିକେଟର ଗୁଗୁଲ ବୟ

ଜୟପୁର, ୧୭।୬: ଏବେ ସାରା ବିଶ୍ୱରେ ଚାଲିଛି କ୍ରିକେଟ୍‌ ଫିବର୍‌। ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ କିଏ ଭବିଷ୍ୟବାଣୀ କଲେଣି ତ ଆଉ କିଏ ବିଶ୍ୱକପ୍‌ ଇତିହାସକୁ ନେଇ ଚର୍ଚ୍ଚା କରୁଛନ୍ତି। ରାଜସ୍ଥାନର ଜୟପୁରରେ ଜଣେ ୧୨ ବର୍ଷୀୟ ଛାତ୍ର…

ଟିଭି ନଷ୍ଟ କଲେ ପାକିସ୍ତାନ ପ୍ରଶଂସକ

ମାଞ୍ଚେଷ୍ଟର,୧୭।୬- ସ୍ଥାନୀୟ ଓଲ୍ଡ ଟାଫୋର୍ଡଠାରେ ଭାରତୀୟ ଦଳ ବିଶ୍ୱକପ୍‌ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୮୯ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ବିଶ୍ୱକପ୍‌ ଇତିହାସରେ ଏହା ପାକିସ୍ତାନ ବିପକ୍ଷରେ ଟିମ୍‌ ଇଣ୍ଡିଆର କ୍ରମାଗତ ୭ମ ବିଜୟ। ଏହା ପାକିସ୍ତାନୀ ପ୍ରଶଂସକଙ୍କୁ ନିରାଶ…

ପାକିସ୍ତାନକୁ ହରାଇଲା ଭାରତ

ମାଞ୍ଚେଷ୍ଟର, ୧୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମହା ମୁକାବିଲାରେ ଭାରତର ବିଜୟ ଧ୍ୱଜା ଉଡ଼ିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଭାରତକୁ…

ରାଜ୍ୟ ଓପନ ଚେସ୍‌: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ନବରଙ୍ଗପୁର ଜିଲାର ଉମରକୋଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ପବ୍ଲିକ୍‌ ସ୍କୁଲରେ ଅନୁଷ୍ଠିତ ପ୍ରଥମ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ରବିବାର ଉଦ୍‌ଯାପିତ…

ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ୭

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୭ ଖେଳାଳି ସାମିଲ ହୋଇଛନ୍ତି। ସେମାନେ ହେଲେ ମୀନାରାଣୀ ହେମ୍ବ୍ରମ, ରଜନୀ…

‘ଦିଲୀପ ତିର୍କୀ’ ଷ୍ଟାଣ୍ଡ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୬(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ସହିଦ୍‌ ସ୍ପୋଟର୍‌ସଂ ଖେଳ ପଡ଼ିଆରେ ନିର୍ମିତ ‘ଦିଲୀପ ତିର୍କୀ’ ଷ୍ଟାଣ୍ଡ୍‌ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଭାରତୀୟ ହକି ଦଳର ପ୍ରାକ୍ତନ ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀଙ୍କ ନାମରେ ନାମିତ ଏହି ନୂତନ ଷ୍ଟାଣ୍ଡ୍‌କୁ ପ୍ରଥମ ଓଡ଼ିଆ…

ବୋପାନ୍ନା-ଶାପୋଭାଲୋଭ ରନର୍ସଅପ୍‌

ଷ୍ଟଟ୍‌ଗାର୍ଟ, ୧୭ା୬ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ କାନାଡିଆନ ପାର୍ଟନର ଡେନିସ ସାପୋଭାଲୋଭ ଏଠାରେ ଚାଲିଥିବା ଏଟିପି ମର୍ସିଡିଜ କପ୍‌ ଟେନିସ ଟୁର୍ନାମେଣ୍ଟର ରନର୍ସଅପ୍‌ ହୋଇଛନ୍ତି। ଫଳରେ ବୋପାନ୍ନା ଚଳିତ ସିଜନରେ ତାଙ୍କର ଦ୍ୱିତୀୟ ଟାଇଟଲ ଜିତିବାରେ ବିଫଳ…

ଜାତୀୟ କରାଟେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୬(ସ୍ପୋଟର୍‌ସ ବ୍ୟୁରୋ)- ଦିଲ୍ଲୀର ତାଲକୋଟ୍ରା ଇନ୍‌ଡୋର ଷ୍ଟାଡିୟମରେ ସମାପ୍ତ ହୋଇଥିବା ଜାତୀୟ ସବ୍‌ଜୁନିୟର ଓ ସିନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶାରୁ ମୋଟ୍‌ ୪୮ ଜଣ ପ୍ରତିଯୋଗୀ ଓ ୪ଜଣ କୋଚ୍‌ ଅଂଶଗ୍ରଂହଣ କରିଥିଲେ। ସେମାନଙ୍କ ମଧ୍ୟରୁ ମଧୁପ୍ରିୟା, ରିତେଶ ଓ…

ଭାରତକୁ ପ୍ରଥମ ସଫଳତା ଦେଲେ ବିଜୟ ଶଙ୍କର

ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି ହାଇଭୋଟଟେଜ୍‌ ମ୍ୟାଚ୍‌। ଭାରତର ୩୩୭ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରୁଥିବା ପାକସ୍ତାନକୁ ପ୍ରାରମ୍ଭରୁ ଝଟକା ଲାଗିଛି। ଓପନର ଇମାମ ଉଲ୍‌ ହକ୍‌ ମାତ୍ର ୭ ରନ୍‌ କରି ଆଉଟ୍‌ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri