ଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ହେଲେ କ୍ଷତି ହେବ ୧୩୭ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୬: ହଠାତ୍‌ ମାଡ଼ିଆସିଥିବା କଳା ବାଦଲ ଯୋଗୁ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ ହୋଇସାରିଛି। ଏଥିଯୋଗୁ ବିମା କମ୍ପାନୀକୁ କ୍ଷତି ସହିବାକୁ ପଡ଼ୁଛି। ଏପର୍ଯ୍ୟନ୍ତ ବାତିଲ ହୋଇଥିବା ୪ ମ୍ୟାଚ୍‌ ଯୋଗୁ ବିମା କମ୍ପାନୀ ୨୦୦ରୁ…

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି ୫-୦ ବ୍ୟବଧାନରେ ଜାମାଇକାକୁ ପରାସ୍ତ କରିଛି। ଇଂଲଣ୍ଡ ପାଇଁ ଯୋଡି ଟେଲର ଏକମାତ୍ର…

ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଏକ ମେସେଜ ଦେଇଛନ୍ତି। ଏହା କେବଳ ଏକ ମ୍ୟାଚ୍‌।…

ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ ଟାଣି ହୋଇଯାଇଥିବାବେଳେ ମୋର୍ଗାନ ପିଠିରେ ଆଘାତ ଲାଗିଛି। ଦୁଇ ଗୁରୁତ୍ୱପୂର୍ଣ୍ଣ ଖେଳାଳି ଆହତ ହୋଇଥିଲେ…

ଅସାଧାରଣ ପାଣିପାଗ: ସନ୍ଦେହରେ ଭାରତ- ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୧୫।୬: ଏଠାରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲଟେଜ ମ୍ୟାଚ୍‌ ଉପରେ ଅସାଧାରଣ ପାଣିପାଗ ଯୋଗୁ ସଙ୍କଟ ଦେଖାଦେଇଛି। କଳା ବାଦଲ ଲାଗି ଚଳିତ ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ…

ମହାମୁକାବିଲା ପୂର୍ବରୁ ଭାରତ-ପାକିସ୍ତାନ ଭିତରେ ବିଜ୍ଞାପନ ଯୁଦ୍ଧ: ଭାରତ ନେଲା ଅଭିନନ୍ଦନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୫।୬: ଭାରତ-ପାକିସ୍ତାନ ମଧ୍ୟରେ ବହୁ ପ୍ରତିକ୍ଷୀତ ଆଇସିସି ଓ୍ବାଲ୍ଡ କପ୍‌ ମ୍ୟାଚ ରବିବାର ମେଞ୍ଚଷ୍ଟାରରେ ଅନୁଷ୍ଠିତ ହେବାକୁ ଯାଉଛି। ହେଲେ ଗ୍ରାଉଣ୍ଡ ଫ୍ଲୋରରେ ମୁହାଁମୁହିଁ ହେବା ପୂର୍ବରୁ ଦୁଇ ଦେଶ ମଧ୍ୟରେ ବିଜ୍ଞାପନ ଜରିଆରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସୋସିଆଲ…

ଅରୁଣାଚଳ ପ୍ରଦେଶର ଏକତରଫା ବିଜୟ

କଟକ ଅଫିସ,୧୫ା୬- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶେନ (ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍‌ରେ ଅରୁଣାଚଳପ୍ରଦେଶ ୧୧-୧ ଗୋଲ୍‌ରେ ଆନ୍ଧ୍ରପ୍ରଦେଶକୁ ଏକତରଫା ଭାବେ ପରାସ୍ତ କରିଛି। ଅରୁଣାଚଳପ୍ରଦେଶ ପକ୍ଷରୁ ପ୍ରଥମାର୍ଦ୍ଧରେ ୯ଟି…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଦମ୍‌ ଦେଖାଇଲା ଦକ୍ଷିଣ ଆଫ୍ରିକା

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଦମ୍‌ ଦେଖାଇଛି ଦକ୍ଷିଣ ଆଫ୍ରିକା। ପ୍ରଥମ ୨ଟି ମ୍ୟାଚରେ ପରାଜୟ ସତ୍ତ୍ବେ ଏହି ଦଳ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ୩ ମ୍ୟାଚ ଜିତିବା ସହ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆକୁ ୫ମ ସ୍ଥାନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ରୁଷିଆ ୫ମ ସ୍ଥାନ ଅଧିକାର କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଏହି ଦଳ ୩-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ପୁଲ୍‌ ପର୍ଯ୍ୟାୟରେ ମଧ୍ୟ…

ପେନାଲ୍ଟି କର୍ନର: ହରମନପ୍ରୀତଙ୍କ ଶତକ ମ୍ୟାଚ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଜାପାନ ବିପକ୍ଷ ସେମିଫାଇନାଲରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଭାରତର ହରମନପ୍ରୀତ ସିଂ। ଏହି ଡ୍ରାଗ୍‌ ଫ୍ଲିକର କେବଳ ଶତକ ମ୍ୟାଚ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବ। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ୨-୧ ଗୋଲରେ ଆମେରିକାକୁ ହରାଇଥିବାବେଳେ…

ଆଇସିସି ବିଶ୍ୱକପ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା, ଆଫଗାନିସ୍ତାନ

କାର୍ଡିଫ,୧୫।୬(ପି.ଟି.)-ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ବିଜୟର ସ୍ବାଦ ଚାଖିନଥିବା ଦକ୍ଷିଣ ଆଫ୍ରିକା ଓ ଆଫଗାନିସ୍ତାନ ଶନିବାର ଦ୍ୱିତୀୟ ମ୍ୟାଚ୍‌ରେ ମୁହଁାମୁହିଁ ହେବେ। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ବିଶ୍ୱକପ୍‌ର ୨୧ତମ ମ୍ୟାଚ ଜିତି ଉଭୟ ଦଳ ବିଜୟ ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟରେ ରହିଛନ୍ତି। ଟୁର୍ନାମେଣ୍ଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri