କିମ୍ବଦନ୍ତୀ ଶଟଲର ଲିଙ୍କ ଅବସର
ପୁତ୍ରାଜାୟା(ମାଲେସିଆ),୧୩।୬(ଏଏଫପି): କକର୍ଟ ଭଳି ମାରାତ୍ମକ ରୋଗରୁ ମୁକ୍ତ ହେବା ପରେ କିମ୍ବଦନ୍ତୀ ବ୍ୟାଡ୍ମିଣ୍ଟନ ଖେଳାଳି ଲି ଚୋଙ୍ଗ ଗୁରୁବାର ଅବସର ନେଇଛନ୍ତି। ଲୁହ ଭରା ଆଖିରେ ବିଶ୍ୱ ବ୍ୟାଡ୍ମିଣ୍ଟନର ଅନ୍ୟତମ ସଫଳ ଖେଳାଳିଙ୍କ କ୍ୟାରିୟରର ଅନ୍ତ ହୋଇଛି। ସେ କଦାପି ବିଶ୍ୱ…
ବିଶ୍ୱ ରେକର୍ଡ ନିକଟରେ କୋହଲି
ନୂଆଦିଲ୍ଲୀ,୧୩।୬: ଶିଖର ଧାଓ୍ବନଙ୍କ ଅନୁପସ୍ଥିତି ଅଧିନାୟକ ବିରାଟ କୋହଲିଙ୍କ କାନ୍ଧ ଉପରେ ଆହୁରି ଦାୟିତ୍ୱ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ରେ କୋହଲି ଅତ୍ୟଧିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଏହି ମ୍ୟାଚ୍ରେ ତାଙ୍କ ନିକଟରେ ଏକ ବିଶ୍ୱ ରେକର୍ଡ…
ଶାସ୍ତ୍ରୀ, ସପୋର୍ଟ ଷ୍ଟାଫ୍ଙ୍କ କାର୍ଯ୍ୟକାଳ ବଢ଼ିଲା
ନୂଆଦିଲ୍ଲୀ,୧୩।୬(ପି.ଟି.)- ଟିମ୍ ଇଣ୍ଡିଆ ହେଡ୍ କୋଚ୍ ଓ ତାଙ୍କ ସପୋର୍ଟ ଷ୍ଟାଫ୍ଙ୍କ କାର୍ଯ୍ୟକାଳ ଚଳିତ ବିଶ୍ୱକପ୍ ପରେ ଶେଷ ହେଉଥିବା ବେଳେ ଏହାକୁ ବୃଦ୍ଧି କରାଯାଇଛି। ବିଶ୍ୱକପ୍ ପରେ ଏମାନଙ୍କ ଚୁକ୍ତି ଶେଷ ହେବାର କାର୍ଯ୍ୟକ୍ରମ ଥିଲା। ତେବେ କ୍ରିକେଟ ପ୍ରଶାସକ…
ଭାରତ ମୁଭି ଦେଖିଲେ ଟିମ୍ ଇଣ୍ଡିଆ ସଦସ୍ୟ
ଟ୍ରେଣ୍ଟ ବ୍ରିଜ୍,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍ରୁ ବ୍ରେକ୍ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା, ମହେନ୍ଦ୍ର ସିଂ ଧୋନୀ ଓ କେଦାର ଯାଦବଙ୍କ ସମେତ ଅନ୍ୟ ଖେଳାଳିମାନେ ଏହି…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ: ଭାରତ-ଜାପାନ ସେମିଫାଇନାଲ
ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ସେମିଫାଇନାଲରେ ଏସୀୟ ଚାମ୍ପିୟନ ଜାପାନକୁ ଭେଟିବ। ବୁଧବାର ଅନୁଷ୍ଠିତ ପ୍ରଥମ କ୍ରସ୍ ଓଭର ମ୍ୟାଚ୍ ପରେ ଏହା ସ୍ପଷ୍ଟ ହୋଇଛି। ଏହି ମ୍ୟାଚରେ ଜାପାନ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ: ବିଜୟ ସହ ମେକ୍ସିକୋ ୭ମ
ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ…
ସିନିୟର ଏସିଆନ୍ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ: ଭାରତୀୟ ଦଳରେ ରାକେଶ ପାତ୍ର
ନୂଆଦିଲ୍ଲୀ, ୧୩।୬(ପି.ଟି.)- ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଜିମ୍ନାଷ୍ଟିକ ଫେଡେରେଶନ ଅଫ୍ ଇଣ୍ଡିଆ (ଜିଏଫ୍ଆଇ) ପକ୍ଷରୁ ଘୋଷିତ ଦଳରେ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ: ରୁଷିଆ ବିଦା, ଦକ୍ଷିଣ ଆଫ୍ରିକା ସେମିରେ
ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଆମେରିକା ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ୧୪ ତାରିଖରେ ଏହି ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଅନୁଷ୍ଠିତ ଦ୍ୱିତୀୟ କ୍ରସ୍ ଓଭର ମ୍ୟାଚ ପରେ ଏହା…
ଗୋଆ ଠାରୁ ହାରି ଓଡ଼ିଶା ବିଦା
କଟକ ଅଫିସ,୧୩ା୬- ଅଲ୍ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରୁ ଘରୋଇ ଓଡ଼ିଶା ଦଳ ବିଦାୟ ନେଇଛି। ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଓଡ଼ିଶା ୦-୨ ଗୋଲରେ ଗୋଆଠାରୁ ପରାସ୍ତ ହୋଇଛି। ଗୋଆ ପକ୍ଷରୁ…
ଆଇସିସି ବିଶ୍ୱକପ୍: ଟିମ୍ ଇଣ୍ଡିଆର ମିଶନ ନ୍ୟୁଜିଲାଣ୍ଡ
ନଟିଂହାମ,୧୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣରେ ଭାରତ ତା’ର ତୃତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ଭେଟିବ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ବିଭିନ୍ନ ଦୃଷ୍ଟିକୋଣରୁ ନ୍ୟୁଜିଲାଣ୍ଡ ଅପେକ୍ଷା ଭାରତ ପାଇଁ ଗୁରୁତ୍ୱ…
ଆଇସିସି ବିଶ୍ୱକପ୍: ପାକିସ୍ତାନକୁ ହରାଇଲା ଅଷ୍ଟ୍ରେଲିଆ
ଟଣ୍ଟନ,୧୩।୬(ଏଏଫ୍ପି)- ଚଳିତ ବିଶ୍ୱକପ୍ର ୧୭ତମ ମ୍ୟାଚ୍ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କୁପର ଆସୋସିଏଟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି…
ବିଜୟ ସହ ମେକ୍ସିକୋ ୭ମ
ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ…
Archives


