ବାଇକ ଭଳି ସ୍ପିଡ! Virat Kohli ଦୌଡି ଦୌଡି କଲେ ୪ରନ୍, ହୃଦୟ ଜିତିଲା ଫିଟନେସ୍
ନୂଆଦିଲ୍ଲୀ,୨୦।୪: ବିରାଟ କୋହଲିଙ୍କ ଫିଟନେସର କୌଣସି ଉତ୍ତର ନାହିଁ। ୩୬ବର୍ଷ ବୟସରେ ମଧ୍ୟ ସେ ଯୁବପିଢ଼ିଙ୍କୁ କଡା ଟକ୍କର ଦିଅନ୍ତି। Virat Kohli ଏବେ ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଚାରି ରନ କରି ଫିଟନେସର ନୂଆ ମାଇଲ ଖୁଣ୍ଟ ତିଆରି…
ବୈଭବଙ୍କୁ ପ୍ରଶଂସାରେ ପୋତିଲେ Google ସିଇଓ, ୧୪ ବର୍ଷରେ ଡେବ୍ୟୁ ଦେଖି…
ନୂଆଦିଲ୍ଲୀ,୨୦।୪: ରାଜସ୍ଥାନ ରୟାଲ୍ସ (RR)ର ଯୁବ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସରେ ଡେବ୍ୟୁ କରି ଇଣ୍ଡିଆନ ପ୍ରିମିୟର ଲିଗ (IPL) ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ିଛନ୍ତି। ବୈଭବ ମାତ୍ର ୧୪ ବଷରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG)…
ଗିଲ୍ କରିଦେଲେ ବଡ଼ ଭୁଲ, ୧୨ ଲକ୍ଷ ଟଙ୍କାର ଜରିମାନା ଲଗାଇଲା BCCI
ନୂଆଦିଲ୍ଲୀ,୨୦।୪: ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ (GT) ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ (DC) ବିପକ୍ଷରେ GT ୭ ଉଇକେଟରେ ଜିତିବା…
ଆଜିଠୁ କଳିଙ୍ଗ ସୁପର କପ୍
ଭୁବନେଶ୍ୱର,୨୦ା୪(ଅନାଦି କର): ଆଇକନିକ୍ କଳିଙ୍ଗ ଷ୍ଟାଡିୟମରେ ରବିବାରଠାରୁ ଆରମ୍ଭ ହେବାକୁଯାଉଛି କଳିଙ୍ଗ ସୁପର କପ୍ ଫୁଟ୍ବଲ ଟୁର୍ନାମେଣ୍ଟ। ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିୟନ ଇଷ୍ଟ ବେଙ୍ଗଲ ଓ କେରଳ ବ୍ଲାଷ୍ଟର୍ସ ମୁହଁାମୁହିଁ ହେବେ। ଏହି ପ୍ରତିଯୋଗିତାରେ ଭାଗନେଉଥିବା ୧୫ଟି ଦଳ ଟ୍ରଫି…
ଟିମ୍ ଇଣ୍ଡିଆରୁ ବହିଷ୍କୃତ କରିଥିଲା BCCI, ଏବେ IPLରେ ନାୟାରଙ୍କୁ ମିଳିଲା ବଡ଼ ଦାୟିତ୍ୱ
କୋଲ୍କାତା,୧୯ା୪: ନିକଟରେ ଭାରତୀୟ ଦଳର ଆସିଷ୍ଟାଣ୍ଟ କୋଚ୍ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ପୁଣି ଥରେ ଆଇପିଏଲ୍କୁ ଫେରିଛନ୍ତି। କୋଲ୍କାତା ନାଇଟ୍ ରାଇଡର୍ସ (କେକେଆର୍)ରେ ସପୋର୍ଟ ଷ୍ଟାଫ୍ ଭାବେ ଯୋଗଦେଇଛନ୍ତି। ଏ ନେଇ କେକେଆର୍…
ହିରୋ ସାଜିଲେ ବଟଲର୍-ପ୍ରସିଦ୍ଧ; ଆଇପିଏଲ୍ ଟେବୁଲ ଶୀର୍ଷରେ ପହଞ୍ଚିଲା ଗୁଜରାଟ
ଅହମଦାବାଦ,୧୯ା୪: ଆଇପିଏଲ୍ ୨୦୨୫ରେ ଶନିବାର ଖେଳାଯାଇଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)କୁ ପରାସ୍ତ କରିଛି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୨୦୪ ରନ୍ର ଟାର୍ଗେଟ୍କୁ ଗୁଜରାଟ ୧୯.୨ ଓଭରରେ ୩ ଉଇକେଟ ହରାଇ ହାସଲ କରିନେଇଥିଲା। ଏହି ବିଜୟ…
Vaibhav Suryavanshi: IPLରେ ମାତ୍ର ୧୪ ବର୍ଷ ବୟସରେ ଡେବ୍ୟୁ କରି ଇତିହାସ ରଚିଲେ ଏହି କ୍ରିକେଟର
ଜୟପୁର,୧୯।୪: ୧୯ ଏପ୍ରିଲ ୨୦୨୫ ଅର୍ଥାତ ଆଜିର ଦିନରେ IPL ଇତିହାସରେ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି ଜଣେ ଯୁବ ଖେଳାଳି। ୩୬ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସର ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଛି।…
IPLରେ ହଙ୍ଗାମା: GT vs PBKS ମ୍ୟାଚ୍ରେ ମୁହାଁମୁହିଁ ହେଲେ ୨ ଶର୍ମା, Video
ନୂଆଦିଲ୍ଲୀ,୧୯।୪: କ୍ରିକେଟ ମ୍ୟାଚ୍ରେ ଖେଳାଳିମାନଙ୍କ ମଧ୍ୟରେ କଥା କଟାକଟି ହେବା ସାଧାରଣ କଥା। IPL ଭଳି ଟୁର୍ନାମେଣ୍ଟରେ ଏଭଳି ଘଟଣା ଅନେକ ଥର ଘଟିଛି। ଅହମ୍ମଦାବାଦରେ ଖେଳାଯାଇଥିବା ଗୁଜରାଟ ଟାଇଟାନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଦୁଇ ଶର୍ମା…
IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର…
IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…
ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ ରାଜସ୍ଥାନକୁ ପୁଣି ଥରେ ଅଧିନାୟକ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଏହାର କାରଣ ହେଉଛନ୍ତି ଅଧିନାୟକ…
ଜିଲାସ୍ତରୀୟ ଚେସ୍ ପ୍ରତିଯୋଗିତା ଆରମ୍ଭ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ଭବାନୀପାଟଣା ତାରିଣୀ ମନ୍ଦିର ରୋଡ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ଶୁକ୍ରବାର କଳାହାଣ୍ଡି ଜିଲାସ୍ତରୀୟ ଚେସ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି। କଳାହାଣ୍ଡି ଚେସ୍ ଏକାଡେମୀ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଶତାଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଛନ୍ତି। ଏଥିରେ ସଫଳ…
‘ମୁଁ ଚହଲଙ୍କୁ ଚଣ୍ଡିଗଡ଼ରେ ଭେଟିଛି’ ୧୬ ବର୍ଷ ତଳର ଫଟୋ ଶେୟାର କରି PBKSର ସହ ମାଲିକାଣୀ Preity Zinta କହିଛନ୍ତି…
ନୂଆଦିଲ୍ଲୀ,୧୮।୪: ପ୍ରୀତି ଜିଣ୍ଟା ବଲିଉଡର ଏକ ଜଣାଶୁଣା ନାମ। ପ୍ରଶଂସକମାନେ ତାଙ୍କୁ ଡିମ୍ପଲ ଗର୍ଲ ଭାବରେ ମଧ୍ୟ ଜାଣନ୍ତି। Preity Zinta ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ କରିଛନ୍ତି, ଯେଉଁଥିରେ ‘ଦିଲ ଚାହତା ହୈ’, ‘କଲ ହୋ ନା ହୋ’,…
Archives


