ଖେଳ

ଧ୍ୟାନଚାନ୍ଦଙ୍କୁ ‘ଚାନ୍ଦ୍‌’ କହି ଡାକୁଥିଲେ ସାଥୀ ଖେଳାଳି

ଆଜି ହେଉଛି ଜାତୀୟ କ୍ରୀଡା ଦିବସ।୧୯୦୫ ମସିହା ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିନକୁ ପ୍ରତିବର୍ଷ ଜାତୀୟ କ୍ରୀଡା ଦିବସ ଭାବେ ପାଳନ କରାଯାଏ।…

ୟୁଏସ୍‌ ଓପନ୍‌ ଟେନିସ୍‌: ନାଡାଲଙ୍କ ବିଜୟ ଅଭିଯାନ, ତୃତୀୟ ରାଉଣ୍ଡରେ ଡିମିଟ୍ରୋଭ, ନିଶିକୋରି

ନ୍ୟୁୟର୍କ,୨୯।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ତୃତୀୟ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ କେତେଜଣ ସିଡେଡ ଖେଳାଳି ସେମାନଙ୍କ ବିଜୟ ଅଭିଯାନ ଆରମ୍ଭ କରିଥିବା ବେଳେ କେତେଜଣ ଖେଳାଳି ତୃତୀୟ ରାଉଣ୍ଡରେ ପ୍ରବେଶ…

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ। ପିଲାଟି ଦିନରୁ ଖେଳକୁଦ ପ୍ରତି ଅହେତୁକ ଦୁର୍ବଳତା, ନିଷ୍ଠା ତାଙ୍କୁ ଜାତୀୟସ୍ତରରେ ପରିଚିତ କରାଇଛି।…

୧୬ ଜଣଙ୍କୁ ଦୂରଦର୍ଶୀ କ୍ରୀଡ଼ା ସମ୍ମାନ

ଭୁବନେଶ୍ୱର, ୨୯।୮(ସ୍ପୋଟର୍‌ସ ବ୍ୟୁରୋ)- ଜଣାଶୁଣା ପତ୍ରିକା ‘ଦୂରଦର୍ଶୀ’ ତରଫରୁ ଏଥର ମଧ୍ୟ କ୍ରୀଡ଼ାରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୬ଜଣଙ୍କୁ ସମ୍ମାନିତ କରାଯାଇଛି। ସ୍ଥାନୀୟ ଇଡକଲ ଅଡିଟୋରିୟମଠାରେ କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ୧୧୪ତମ ଜୟନ୍ତୀ ତଥା ଜାତୀୟ କ୍ରୀଡ଼ା ଦିବସ…

ରାଜ୍ୟ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୨୯।୮ (ସ୍ପୋଟର୍‌ସ ବ୍ୟୁରୋ)-ଓଡ଼ିଶା ଷ୍ଟେଟ୍‌ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ (ଓଏସ୍‌ବିଏ) ଓ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ବୁଧବାରଠାରୁ ସହିଦ ନଗରସ୍ଥିତ ଇନ୍‌ଡୋର ହଲ୍‌ଠାରେ ଆରମ୍ଭ ହୋଇଯାଇଛି। ରେଢ଼ାଖୋଲ ବିଧାୟକ ତଥା ଓଏସ୍‌ବିଏ…

ବିଶ୍ୱ ଜୁନିୟର ସ୍ପ୍ରିଣ୍ଟ୍‌ କୁଇନ୍‌ ଡୋପ୍‌ ଟେଷ୍ଟରେ ବିଫଳ

କିଙ୍ଗ୍‌ଷ୍ଟନ,୨୯।୮(ଏଏଫ୍‌ପି)- ଦୁଇଥର ୨୦ ବର୍ଷରୁ କମ୍‌ ବିଶ୍ୱ ସ୍ପ୍ରିଣ୍ଟି ଟାଇଟଲ ହାସଲ କରିଥିବା ଜାମାଇକାର ବ୍ରିଆନା ଓ୍ବିଲିୟମ୍ସ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ନିଷିଦ୍ଧ ଡିୟୁରେଟିକ୍‌ ହାଇଡ୍ରୋକ୍ଲୋରୋଥାୟାଜାଇଡ୍‌ କାରଣରୁ ସେ ଡୋପ୍‌ ଟେଷ୍ଟରେ ଫେଲ୍‌ ମାରିଛନ୍ତି। ଫଳରେ ସେ ଆସନ୍ତା ମାସରେ…

‘ରହସ୍ୟମୟ’ ସ୍ପିନର ମେଣ୍ଡିସଙ୍କ ଅବସର

କଲମ୍ବୋ, ୨୯।୮- ନିଜର ସ୍ପିନ ବୋଲିଂର ବିବିଧିତା ଲାଗି ଏକଦା ବିଶ୍ୱ କ୍ରିକେଟରେ ଚହଳ ସୃଷ୍ଟି କରିଥିବା ରହସ୍ୟମୟ ଶ୍ରୀଲଙ୍କା ସ୍ପିନର ଅଜନ୍ତା ମେଣ୍ଡିସ ବୁଧବାର ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୪ ବର୍ଷୀୟ ମେଣ୍ଡିସ ଗତ ୪…

ପ୍ରୋ କବାଡ଼ି ଲିଗ୍‌: ଷ୍ଟିଲର୍ସ, ଦବଙ୍ଗ ବିଜୟୀ

ନୂଆଦିଲ୍ଲୀ, ୨୯।୮ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ର ୭ମ ସଂସ୍କରଣରେ ବୁଧବାର ଖେଳାଯାଇଥିବା ୨ଟି ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ଓ ଦବଙ୍ଗ ଦିଲ୍ଲୀ ବିଜୟୀ ହୋଇଛି। ବିକାଶ କାଣ୍ଡୋଲିଆଙ୍କ ଦମ୍‌ଦାର ରାଇଡ୍‌ ବଳରେ ହରିୟାଣା ୪୧-୨୪ ପଏଣ୍ଟରେ ଗତ ସଂସ୍କରଣର ରନର୍ସଅପ୍‌…

ଦକ୍ଷିଣ ଆଫ୍ରିକା-ଏ ବିପକ୍ଷ ସିରିଜ: ଫୋକସ୍‌ରେ ଗିଲ୍‌

ଥିରୁଅନନ୍ତପୁରମ, ୨୮।୮ (ପି.ଟି.): ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ଓ ଭାରତ-ଏ କ୍ରିକେଟ୍‌ ଦଳ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ମନୀଷ ପାଣ୍ଡେଙ୍କ ନେତୃତ୍ୱରେ ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଥିବା ଯୁବ ବ୍ୟାଟ୍ସମ୍ୟାନ…

ଏଲଓସି ଗସ୍ତ କରିବେ ଆଫ୍ରିଦୀ

ନୂଆଦିଲ୍ଲୀ,୨୮।୮: ପୂର୍ବତନ ପାକିସ୍ତାନ ଅଲରାଉଣ୍ଡର ସାହିଦ ଆଫ୍ରିଦୀ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲଓସି) ଗସ୍ତ କରିବେ। ଏ ନେଇ ବୁଧବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀର ଭାଇମାନଙ୍କୁ ଏକଜୁଟ କରିବା ପାଇଁ ସେ ଏହି ଗସ୍ତ କରିବେ। ଭାରତ ସରକାର ଜମ୍ମୁ-କଶ୍ମୀର ସ୍ବତନ୍ତ୍ର…

ଆଇସିସି ଉପରେ ଖୁବ୍ଧ ସଚିନଙ୍କ ପ୍ରଶଂସକ

ନୂଆଦିଲ୍ଲୀ,୨୮।୮: ବେନ ଷ୍ଟୋକ୍ସଙ୍କ ଅପରାଜିତ ଶତକ ବଳରେ ଇଂଲଣ୍ଡ ୩ୟ ଟେଷ୍ଟକୁ ଜିତି ଆଶେସ ସିରିଜ୍‌କୁ ବରାବର ସ୍ଥିତିକୁ ଆଣିଛି। ଏଥିନେଇ ବୁଧବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଏକ ଫଟୋ ଟୁଇଟ୍‌ କରାଯାଇଛି। ଯେଉଁଥିରେ ସଚିନ ଇଂଲଣ୍ଡ ଅଲରାଉଣ୍ଡଙ୍କୁ…

ଆଶେସ ସିରିଜ୍‌ରୁ ବିଦା ହେଲେ ଦୁଇ ଅମ୍ପାୟର

ମାଞ୍ଚେଷ୍ଟର,୨୮।୮: ଚଳିତ ଆଶେସ ସିରିଜ୍‌ର ପ୍ରଥମ ୩ ଟେଷ୍ଟରେ ବହୁମାତ୍ରାରେ ଅମ୍ପାୟରଙ୍କ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିରେ ହେଡିଂଲେ ଟେଷ୍ଟରେ ବେନ ଷ୍ଟୋକ୍ସଙ୍କୁ ଏଲବିଡବ୍ଲ୍ୟୁ ଦେବାରେ ବିଫଳ ହୋଇଥିଲେ, ଯାହାକି ମ୍ୟାଚ୍‌ର ଫଳାଫଳ ବଦଳି ପାରିଥାନ୍ତା ଭଳି ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?