ଫୋବର୍ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି
ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ…
ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍ ବାତିଲ
ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ୧୬ତମ ମ୍ୟାଚ୍ ବର୍ଷା ଯୋଗୁ ବିନା ଟସ୍ ପଡିବାରେ ବାତିଲ ହୋଇଛି।…
ପନ୍ତଙ୍କ ସପକ୍ଷରେ ଗାଭାସ୍କର, ପିଟରସନ: ରାୟୁଡୁଙ୍କୁ ଗମ୍ଭୀରଙ୍କ ସମର୍ଥନ
ନୂଆଦିଲ୍ଲୀ,୧୨।୬(ପି.ଟି.)- ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ବାଦ ପଡିଲେ ତାଙ୍କ ବଦଳ ଖେଳାଳି ଭାବେ କାହାକୁ ଦଳରେ ସାମିଲ କରାଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ କେଭିନ୍ ପିଟରସନ…
ଟିମ୍ ଇଣ୍ଡିଆକୁ ଜବରଦସ୍ତ ଝଟ୍କା: ଇଞ୍ଜୁରି କାରଣରୁ ୩ ମ୍ୟାଚ୍ ଖେଳିପାରିବେନି ଧାଓ୍ବନ
ନଟିଂହାମ,୧୩।୬(ପି.ଟି.)- ଭାରତର ବିଶ୍ୱକପ୍ ଅଭିଯାନକୁ ଜୋରଦାର୍ ଝଟ୍କା ଲାଗିଛି। ବାମହାତ ବୁଢ଼ା ଅଙ୍ଗୁଳି ଭାଙ୍ଗିଯିବା କାରଣରୁ ଇନ୍ଫର୍ମ ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଆଗାମୀ ୩ ସପ୍ତାହ ପାଇଁ ଦଳରୁ ବାଦ ପଡିଛନ୍ତି। ଫଳରେ ଅତିକମ୍ରେ ସେ ଆଗାମୀ ବିଶ୍ୱକପ୍…
ପୋଲାଣ୍ଡରେ ଆର୍ମି ଫିଲ୍ଡ ହକିକୁ ବଞ୍ଚାଇ ରଖିଛି: କୋଚ୍ କାରୋଲ ସ୍ନିଜେକ୍
ଭୁବନେଶ୍ୱର, ୧୧ା୬-ୟୁରୋପୀୟ ଦେଶ ପୋଲାଣ୍ଡରେ ଆର୍ମି ଫିଲ୍ଡ ହକି ଖେଳକୁ ବଞ୍ଚାଇ ରଖିଛି। ଏହି ଦେଶରେ ପ୍ରାୟ ୨୦୦୦ ଖେଳାଳି ରହିଛନ୍ତି। ଭାରତ ଭଳି ପୋଲାଣ୍ଡରେ ଆର୍ମି ଅନେକ ଖେଳକୁ ପ୍ରୋତ୍ସାହିତ କରି ଆସୁଛି। ତନ୍ମଧ୍ୟରେ ଫିଲ୍ଡ ହକି ହେଉଛି ଅନ୍ୟତମ।…
ଯୁବରାଜ ଭାରତର ଶ୍ରେଷ୍ଠ ବାମହାତୀ ବ୍ୟାଟ୍ସମ୍ୟାନ: ସୋଏବ ଅଖତର
ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିବା ପରେ ସୀମିତ ଓଭର କ୍ରିକେଟ୍ର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍ ଓ୍ବିନର ଯୁବରାଜ ସିଂଙ୍କୁ ପ୍ରାକ୍ତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଅଭିନନ୍ଦନ ଜଣାଇଛନ୍ତି। ଭାରତ ପ୍ରସ୍ତୁତ କରିଥିବା ବାମହାତୀ ବ୍ୟାଟ୍ସମ୍ୟାନଙ୍କ…
ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍ ଓ୍ବ
ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯ ବିଶ୍ୱକପ୍ ପ୍ରଦର୍ଶନ ସହ କରିଛନ୍ତି। ପାଣ୍ଡ୍ୟା ଯେଉଁଭଳି ଭାବରେ ବଡ଼ ଶଟ୍ମାନ ଖେଳୁଛନ୍ତି ବିପକ୍ଷ…
ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍ରେ ବର୍ଷା ସାଜିପାରେ ବାଧକ
ନଟ୍ଟିଂହାମ, ୧୧।୬(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଆଇସିସି ବିଶ୍ୱକପ୍ରେ ଏହାର ପରବର୍ତ୍ତୀ ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ୍ ଗୁରୁବାର ଟ୍ରେଣ୍ଟବ୍ରିଜଠାରେ ଖେଳାଯିବ। ତେବେ ଏହି ହାଇଭୋଲଟେଜ୍ ମ୍ୟାଚ୍ରେ ବର୍ଷା ବାଧକ ସାଜିପାରେ ବୋଲି ସ୍ଥାନୀୟ ଗଣମାଧ୍ୟମରେ…
ସ୍ବଦେଶ ଫେରିବେ ମାଲିଙ୍ଗା
ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ…
କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ ଯୁବରାଜ
ଚଣ୍ଡିଗଡ, ୧୧।୬: ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ଯୁବରାଜ ସିଂହ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷ ଧରି କ୍ରିକେଟ ଜଡିତ ଥିବା ୟୁବି କ୍ରିକେଟରୁ ଅବସର ନେବା ପରେ ଏବେ କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ…
ପ୍ରଥମଥର ପାଇଁ ଏହି ରାଜ୍ୟରେ ସବୁ ଖେଳର ନାଁ, ନିୟମ ସଂସ୍କୃତରେ ଲେଖାଯିବ
ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି…
ଭାରତୀୟ ଦଳକୁ ଝଟକା: ୩ ସପ୍ତାହ ପର୍ଯ୍ୟନ୍ତ ଖେଳିପାରିବେନି ଧାଓ୍ବନ
ଲଣ୍ଡନ, ୧୧।୬: ଇଂଲଣ୍ଡରେ ଚାଲିଥିବା ବିଶ୍ୱକପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ଦଳର ଓପନର୍ ଶିଖର ଧାଓ୍ବନ ଆହତ ଯୋଗୁ ୩ ସପ୍ତାହ ପର୍ଯ୍ୟନ୍ତ କ୍ରିକେଟ ପାରିବେନି ବୋଲି ଜଣପଡିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରୁଥିବାବେଳେ ନାଥନ କୁଲଟର୍…
Archives


