ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ
ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର୍ ଏବଂ ରାଜନେତା ତାଙ୍କୁ ଭବିଷ୍ୟତ ଶୁଭକାମନା ଜଣାଇଛନ୍ତି।…
ମିସବାଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ୍ଙ୍କ ମଧ୍ୟରେ ହେବ ବିଶ୍ୱକପ୍ ଫାଇନାଲ୍
ଇସଲମାବାଦ୍, ୧୧।୬: ପାକିସ୍ତାନର ପୂର୍ବତନ ଅଧିନାୟକ ମିସବା ଉଲ୍ ହକ୍ ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ ବଡ ଭବିଷ୍ୟବାଣୀ କରିଛନ୍ତି। ଏଥର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ ଫାଇନାଲ ଖେଳାଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଭାରତ ଏବଂ…
ସର୍ବଭାରତୀୟ ଫିଡ଼େ ରେଟିଂ ଚେସ: ଧୀମନଙ୍କୁ ଟାଇଟଲ୍
କଟକ ଅଫିସ,୧୧ା୬- ରେଭେନ୍ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟ୍ରିପଲ ସି ଚେସ୍ କ୍ଲବ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଫିଡ଼େ ରେଟିଂ (୧୬୦୦ରୁ କମ୍) ଚେସ୍ ଚାମ୍ପିୟନଶିପ୍ ସୋମବାର ଉଦ୍ଯାପିତ ହୋଇଯାଇଛି । ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ…
ଏଫଆଇଏଚ୍ ସିରିଜ ଫାଇନାଲ୍ସ:ଆମେରିକା-ଜାପାନ ମ୍ୟାଚ ଡ୍ର
ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ମ୍ୟାଚରେ ଆମେରିକା ଓ ଜାପାନ ପଏଣ୍ଟ ଭାଗ କରିଛନ୍ତି। ମ୍ୟାଚ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ୨-୨ ଗୋଲରେ ଡ୍ର ରହିଥିଲା।…
ମ୍ୟାଚ ବାତିଲ:ଦକ୍ଷିଣ ଆଫ୍ରିକାକୁ ପ୍ରଥମ ପଏଣ୍ଟ
ସାଉଥାମ୍ପଟନ, ୧୧ା୬ (ପି.ଟି.)-ସୋମବାର ଏଠାରେ ଦକ୍ଷିଣ ଆଫ୍ରିକା ବନାମ ଓ୍ବେଷ୍ଟଇଣ୍ଡିଜ ବିଶ୍ୱକପ୍ ମ୍ୟାଚ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଖେଳ ସ୍ଥଗିତ ରଖାଯିବା ବେଳକୁ ଟସ୍ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୮ ଓଭରରେ ୨ ଉଇକେଟ ବିନିମୟରେ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ:ଦକ୍ଷିଣ ଆଫ୍ରିକା ୬-୦ରେ ବିଜୟୀ
ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ଶେଷ ଲିଗ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬-୦ ଗୋଲରେ ଦୁର୍ବଳ ମେକ୍ସିକୋକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚରୁ ୧ ବିଜୟ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସଭାରତ,ଆମେରିକା ସେମିରେ
ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ପ୍ରଭାବୀ ପ୍ରଦର୍ଶନ ସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ପୁଲ ‘ଏ’ ଶେଷ ଲିଗ୍ ମ୍ୟାଚରେ ଦଳ ୧୦-୦ ଗୋଲରେ ଉଜ୍ବେକିସ୍ତାନକୁ ପରାସ୍ତ କରିଛି।…
ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟ୍ବଲ: ଭାରତ ପ୍ରଥମେ ତାଜିକିସ୍ତାନକୁ ଭେଟିବ
ନୂଆଦିଲ୍ଲୀ, ୧୦ା୬ (ପି.ଟି.)- ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟ୍ବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଭାରତ ଏଥିରେ ତାଜିକିସ୍ତାନ ବିପକ୍ଷରେ ଏହା ଓପନିଂ ମ୍ୟାଚ ନୂଆ କୋଚ୍ ଇଗୋର ଷ୍ଟିମାକ୍ଙ୍କ ଅଧୀନରେ ଖେଳିବ। ଭାରତ…
ହାମିଲଟନ ଜିତିଲେ କାନାଡିଆନ୍ ଗ୍ରାଁପ୍ରି
ମଣ୍ଟ୍ରିଲ, ୧୦ା୬ (ଏଏଫ୍ପି)-ମର୍ସିଡିଜ୍ର ଲୁଇସ୍ ହାମିଲଟନ କନାଡିଆନ୍ ଫର୍ମୁଲା ଓ୍ବାନ୍ ମୋଟର ରେସ୍ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫ ସେକେଣ୍ଡ ପେନାଲ୍ଟି ଯୋଗୁ ଫେରାରିର ସେବାଷ୍ଟିଆନ ଭେଟେଲ ବିଜୟରୁ ବଞ୍ଚତ୍ତ ହୋଇଥିଲେ। ୫୦ତମ ଲାପ୍ରେ…
ପର୍ତ୍ତୁଗାଲ ନେଶନ୍ସ ଲିଗ୍ ଚାମ୍ପିୟନ
ପୋର୍ଟୋ,୧୦।୬- କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଦଳ ନେଶନ୍ସ ଲିଗ୍ ଉଦ୍ଘାଟନୀ ସଂସ୍କରଣରେ ଚାମ୍ପିୟନ ହୋଇଛି। ଫାଇନାଲରେ ପର୍ତ୍ତୁଗାଲ ୧-୦ ଗୋଲରେ ନେଦରଲାଣ୍ଡକୁ ହରାଇ ଦେଇଛି। ମ୍ୟାଚ୍ରେ ବିଜୟୀ ଦଳ ପକ୍ଷରୁ ଗୋଙ୍କାଲୋ ଗେଦେସ (୬୦ତମ ମିନିଟ୍) ଗୋଲ ଦେଇଥିଲେ। ମ୍ୟାଚ୍ ପରେ…
ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍ କରିସାରିଛନ୍ତି ଯୁବରାଜ
କର୍କଟକୁ ଜିତି ପୁଣି କ୍ରିକେଟ ପଡ଼ିଆକୁ ଜବରଦସ୍ତ ଏଣ୍ଟ୍ରି ମାରିଥିବା ଯୁବରାଜ ସିଂହ ସୋମବାର କ୍ରିକେଟକୁ ଅଲବିଦା କହିଛନ୍ତି। କ୍ରିକେଟ ଜଗତର ଏହି ବାମହାତୀ ବ୍ୟାଟ୍ସମ୍ୟାନ୍ କ୍ରିକେଟରେ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ। ଖାସ୍ ଭାବେ…
ହାରିଲା ଭାରତୀୟ ଜୁନିୟର ମହିଳା ହକି ଦଳ
ବାରନୋଭିଚି(ବେଲାରୁସ),୧୦।୬(ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ ୧-୪ ଗୋଲରେ ବେଲାରୁଷ୍ ସିନିୟର ଦଳଠାରୁ ହାରିଯାଇଛି। ୨୧ ବର୍ଷରୁ କମ୍ ଅନ୍ତର୍ଜାତୀୟ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଜିତିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହ ପଡ଼ିଆକୁ ଓହ୍ଲାଇଥିଲା। ମ୍ୟାଚ୍ର ପ୍ରଥମ ମିନିଟ୍ରେ ଟିମ୍…
Archives


