ଖେଳ

ଅରୁଣ ଜେଟ୍‌ଲିଙ୍କ ନାମରେ ନାମିତ ହେବ କୋଟ୍‌ଲା ଷ୍ଟାଡିୟମ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ସ୍ଥାନୀୟ ଫିରୋଜ ଶାହ କୋଟ୍‌ଲା ଷ୍ଟାଡିୟମର ନାମ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ ନାମରେ ନାମିତ ହେବ। ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ମଙ୍ଗଳବାର ଏସଂକ୍ରାନ୍ତରେ ନିଷ୍ପତ୍ତି ନେଇଛି। ଶନିବାର ପରଲୋକ ଗମନ କରିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ…

ପ୍ରକାଶ ପାଇଲା ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ, ଟପ୍‌ ୧୦ରେ ବୁମ୍‌ରା

ଦୁବାଇ, ୨୭ା୮ (ପି.ଟି.)- ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ବ୍ୟାଟ୍ସମ୍ୟାନ ତାଲିକାରେ ଭାରତ ଅଧିନାୟକ ବିରାଟ କୋହଲି ଷ୍ଟିଭ୍‌ ସ୍ମିଥ୍‌ଙ୍କଠାରୁ ପୂର୍ବଭଳି ୬ ପଏଣ୍ଟ ବ୍ୟବଧାନରେ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ ସ୍ପିଡ୍‌…

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି, ଖୁସିରେ ନାଚି ଉଠିଲେ ଜିଭା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଘରକୁ ଏକ କୁନି ଅତିଥି ଆସିଛି, ଯାହାକୁ ଦେଖି ଧୋନୀଙ୍କ ଝିଅ ଜିଭା ଖୁସିରେ ଝୁମି ଉଠିଛନ୍ତି। ସେହି ଅତିଥି ଜଣକ ହେଉଛି କୁକୁର ଛୁଆ। କୁନି କୁକୁର ଛୁଆକୁ…

ରମେଶ ପାଓ୍ବାର ଭାରତ-ଏ’ର ବୋଲିଂ କୋଚ୍‌

ମୁମ୍ବାଇ, ୨୭।୮- ପ୍ରାକ୍ତନ ଭାରତୀୟ ସ୍ପିନର ରମେଶ ପାଓ୍ବାରଙ୍କୁ ଭାରତ-ଏ କ୍ରିକେଟ୍‌ ଦଳର ବୋଲିଂ କୋଚ୍‌ ନିଯୁକ୍ତ କରାଯାଇଛି। ଘରୋଇ ଭାରତ-ଏ ଗୁରୁବାରଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱି-ପାକ୍ଷିକ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ଏହି ସିରିଜରେ ଭାରତ-ଏ ୫ଟି ଏକଦିବସୀୟ…

ମୋଦିଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ,୨୭।୮:ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧୁ ଐତିହାସିକ ସ୍ବର୍ଣ୍ଣ ପଦକ ଜିତି ଘରକୁ ଫେରିଛନ୍ତି। ମଙ୍ଗଳବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ତାଙ୍କ ସହ କୋଚ ପୁଲେଇଲା ଗୋପୀଚାନ୍ଦ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ…

ସମସ୍ତଙ୍କ ହୃଦୟ ଜିତିଲେ ସୁମିତ୍‌ ନାଗଲ

ନୂଆଦିଲ୍ଲୀ,୨୭।୮:ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ ଓପନର ପ୍ରଥମ ମ୍ୟାଚ୍‌ ହାରି ଯାଇଥିଲେ ମଧ୍ୟ ସମସ୍ତଙ୍କ ହୃଦୟ ଜିତିଛନ୍ତି। ପ୍ରଥମ ମ୍ୟାଚର ପ୍ରଥମ ସେଟରେ ସେ ବିଶ୍ୱର ୩ ନମ୍ବର ଖେଳାଳି…

ଲଢ଼େଇ କରି ଫେଡରରଙ୍କଠାରୁ ହାରିଲେ ନାଗଲ

ନ୍ୟୁୟର୍କ, ୨୭।୮ (ପି.ଟି.)- ନିଜର ପଦାର୍ପଣ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଖେଳିଥିବା ଭାରତୀୟ ଯୁବ ଟେନିସ ଖେଳାଳି ସୁମିତ୍‌ ନାଗାଲଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଏଠାରେ ଆରମ୍ଭ ହୋଇଥିବା ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ୟୁଏସ୍‌ ଓପନ୍‌ର ପ୍ରଥମ ରାଉଣ୍ଡରେ…

ମୋଦି ହିଁ ପ୍ରଥମେ ଇଂଲଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଆସେସ୍‌ ମ୍ୟାଚ୍‌ ବିଜୟର ଦେଇଥିଲେ ସୂଚନା

ଲିଡ୍ସ, ୨୭ା୮: ତୃତୀୟ ଆଶେସ କ୍ରିକେଟ ଟେଷ୍ଟ ମ୍ୟାଚରେ ବେନ ଷ୍ଟୋକ୍ସଙ୍କ ଲଢୁଆ ଅପରାଜିତ ଶତକ (୧୩୫*) ଯୋଗୁ ଇଂଲଣ୍ଡ ୧ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡର ପରାଜୟ ନିଶ୍ଚିତ ଲାଗୁଥିଲେ ମଧ୍ୟ ଷ୍ଟୋକ୍ସ ଏବଂ ଜ୍ୟାକ୍‌…

ଡନ୍‌ ବ୍ରାଡ୍‌ମ୍ୟାନ୍‌ କେତୋଟି ଛକା ମାରିଛନ୍ତି ଜାଣିଛନ୍ତି କି, ଶୁଣି ହେବେ ଆଶ୍ଚର୍ଯ୍ୟ

କ୍ରିକେଟ କଥା ଯେବେ ବି ଆଲୋଚନା ହୁଏ,ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ଙ୍କ କଥା ନିଶ୍ଚିତ ଚର୍ଚ୍ଚାକୁ ଆସେ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦…

ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ: ସୌରଭ ଗାଙ୍ଗୁଲି

ମୁମ୍ବାଇ, ୨୬।୮: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ ବୋଲି ଭାରୀୟ ଦଳର ପୂର୍ବତନ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦୁଇ ଦୁଇଥର ବିଶ୍ୱକପ୍‌ ବିଜେତା ଦଳର ଅଧିନାୟକ ସବୁବେଳେ ଦଳ ପାଇଁ ଖେଳିବେ ନାହିଁ।…

ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା : ଭାରତରୁ ଏକମାତ୍ର ଅନୁପମା

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗଜୁଠାରେ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଭାରତରୁ ଏକମାତ୍ର ଏଲାଇଟ ଖେଳାଳିଭାବେ ଉତ୍କଳ କରାଟେ ସ୍କୁଲର ଅନୁପମା ସ୍ବାଇଁ ଅଂଶଗ୍ରହଣ କରିବେ।…

ମୁମ୍ବାଇ ଦଳରେ ଅର୍ଜୁନ

ମୁମ୍ବାଇ, ୨୭।୮- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ମୁମ୍ବାଇ କ୍ରିକେଟ୍‌ ଦଳରେ ସ୍ଥାନ ପାଇଛନ୍ତି। ନାଗପୁରରେ ସେପ୍ଟେମ୍ବର ୫ରୁ ହେବାକୁ ଥିବା ‘ବପୁନା କପ୍‌’ ଲାଗି ସୋମବାର ମୁମ୍ବାଇ କ୍ରିକେଟ୍‌ ଆସୋସିଏଶନ (ଏମ୍‌ସିଏ) ପକ୍ଷରୁ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?