ଖେଳ

ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା ତେବେ ବଲିଉଡ୍‌ ସହ ତାଙ୍କର ଖୁବ୍‌ ଭଲ ସମ୍ପର୍କ ଥିବା ଦେଖିବାକୁ ମିଳିବ। ୩…

ବଲ ଟ୍ୟାମ୍ପରିଂ କରି ନାହାନ୍ତି ଜାମ୍ପା

ଲଣ୍ଡନ,୧୦।୬- ଭାରତ ବିପକ୍ଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ କାର୍ଯ୍ୟ ଉପରେ ବହୁତ ପ୍ରଶ୍ନ ଉଠିଛି। ମ୍ୟାଚ୍‌ ବେଳେ ସେ ବୋଲିଂ କରିବା ପୂର୍ବରୁ ପକେଟରୁ କିଛି ବାହାର କରି ବଲ ଉପରେ ଘଷିଥିଲେ। ବାରମ୍ବାର ଏଭଳି କରିଥିଲେ।…

ଅନ୍ତର୍ଜାତୀୟ କ୍ରିକେଟରୁ ଯୁବିଙ୍କ ଅଲ୍‌ବିଦା

ମୁମ୍ବାଇ,୧୦।୬- କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୦୭ ଟି୨୦ ବିଶ୍ୱକପ୍‌ ହିରୋ ମୁମ୍ବାଇଠାରେ ଏକ ଖବରଦାତାଙ୍କ ସମ୍ମିଳନୀ ଡକାଇ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଆଇସିସି ସ୍ବୀକୃତିପ୍ରାପ୍ତ…

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିପକ୍ଷରେ ୩୫୦ ରନ୍‌ରୁ ଊର୍ଦ୍ଧ୍ୱ ସ୍କୋର କରିପାରିଛି। ଏଥିପୂର୍ବରୁ କୌଣସି ଦଳ ବିଶ୍ୱକପ୍‌ରେ…

ସ୍ମିଥ୍‌ଙ୍କୁ ଗାଳି ଦେଉଥିଲେ ଦର୍ଶକ, କ୍ଷମା ମାଗିଲେ ବିରାଟ

ଓଭାଲ, ୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଥିଲା। ବଲ୍‌ ଟ୍ୟାମ୍ପରିଂ ଅଭିଯୋଗରେ ଦଣ୍ଡିତ ହୋଇ ପୁଣି କ୍ରିକେଟକୁ ଫେରିଥିବା ଅଷ୍ଟ୍ରେଲିଆ କ୍ରିକେଟର୍‌ ଷ୍ଟିଭ୍‌…

ପୁଣି ମ୍ୟାଚ୍‌ରେ ଦେଖିବାକୁ ମିଳିଲା ବଳିଦାନ ଚିହ୍ନ

ଲଣ୍ଡନ,୧୦।୬- ଆଇସିସି ନିର୍ଦ୍ଦେଶକ୍ରମେ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ତାଙ୍କ ଗ୍ଲୋଭ୍ସରୁ ବଳିଦାନ ଚିହ୍ନ ତଥା ଆର୍ମିର କୌଣସି ପ୍ରତୀକକୁ ହଟାଇ ଦେଇଛନ୍ତି। ହେଲେ ଭାରତୀୟ ପ୍ରଶଂସକମାନେ ଧୋନୀଙ୍କୁ ସମର୍ଥନ କରିବା ସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ…

ଏସିଆନ୍‌ କୋଚ୍‌ ଭାବେ ଏହେସାସ ହୋତାଙ୍କ ସଫଳତା

ବୀରମହାରାଜପୁର, ୧୦।୬ (ଡି.ଏନ୍‌.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍‌ ଏହେସାସ ହୋତାଙ୍କୁ ଆଉ ଏକ ସଫଳତା ମିଳିଛି। ଏଥର ଜଣେ ଶ୍ରେଷ୍ଠ କୋଚ୍‌ ଭାବେ…

ବିଶ୍ୱକପ ଦଳରୁ ବାଦ୍‌ ପଡିବାରୁ କାନ୍ଦିଲେ ଏହି ବ୍ୟାଟ୍ସମ୍ୟାନ୍‌

କାବୁଲ, ୧୦।୬: ବିଶ୍ୱକପ୍‌ ଦଳରେ ସ୍ଥାନ ନ ମିଳିବାରୁ କାନ୍ଦିକି ନିଜ ଅକ୍ରୋଶ ଜାହିର୍‌ କରିଛନ୍ତି ଆଫଗାନିସ୍ତାନ କ୍ରିକେଟ ଦଳର ଓ୍ବିକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ଶେହଜାଦ୍‌। ୨୦୧୯ କ୍ରିକେଟ ବିଶ୍ୱକପ୍‌ରୁ ଅଧାରୁ ସ୍ବଦେଶ ଫେରିବା ପରେ ଆଫଗାନସ୍ତାନ କ୍ରିକେଟ୍‌ ବୋର୍ଡ ଉପରେ…

ଅଷ୍ଟ୍ରେଲିଆ ମ୍ୟାଚ୍‌ ପୂର୍ବରୁ ମିଳିଥିଲା ଏହି ଖାସ୍‌ ଉପହାର: ଭାବୁକ ହୋଇପଡିଲେ କୋହଲି

ଲଣ୍ଡନ,୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ହାଇଭୋଲ୍ଟେଜ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଏକ ଖାସ୍‌ ଉପହାର ମିଳିଥିଲା। ସେହି ଉପହାରଟି ଭାରତରୁ…

ନାଡ଼ାଲଙ୍କୁ ରେକର୍ଡ ଦ୍ୱାଦଶ ଟାଇଟଲ

ପ୍ୟାରିସ୍‌,୧୦।୬(ଏଏଫ୍‌ପି)- କ୍ଳେ କୋର୍ଟର ରାଜା ସ୍ପେନ୍‌ ତାରକା ରାଫାଲ ନାଡାଲ ଇତିହାସ ସୃଷ୍ଟି କରିଛନ୍ତି। ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ରେ ଏଥର ସେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ନାଡ଼ାଲ ୬-୩, ୫-୭,…

ଆଇସିସି ନିର୍ଦ୍ଦେଶକୁ ମାନିଲେ ଧୋନୀ

ଲଣ୍ଡନ, ୧୦ା୬ (ପି.ଟି.)-ଭାରତର ଭେଟେରାନ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିର୍ଦ୍ଦେଶକୁ ମାନିଛନ୍ତି। ରବିବାର ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପ୍‌ ମ୍ୟାଚରେ ସେ ବ୍ୟବହାର କରିଥିବା ତାଙ୍କ ସବୁଜ ରଙ୍ଗର କିପିଂ ଗ୍ଲୋଭ୍ସରୁ ବିବାଦୀୟ ଚିହ୍ନଟିକୁ ହଟାଇ…

ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌: ରବୀନ୍ଦ୍ର ଚାମ୍ପିୟନ

ଭୁବନେଶ୍ୱର, ୧୦।୬(କ୍ରୀଡ଼ା ପ୍ରତିନିଧି)- ଖୋର୍ଦ୍ଧା ଜିଲା ଚେସ୍‌ କ୍ଲବ ଓ ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଶେଷ ହୋଇଥିବା ୪ର୍ଥ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ରବୀନ୍ଦ୍ର ଓଝା ଚାମ୍ପିୟନ ହୋଇଛନ୍ତି। ତାପଙ୍ଗସ୍ଥିତ କବିରାଜ ଚିନ୍ତାମଣୀ ବିଦ୍ୟାପୀଠରେ ଆୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri