ଖେଳ

ଭାରତର ଦମ୍‌ଦାର ବିଜୟ

ଲଣ୍ଡନ, ୯।୬- ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ହାଇ ଭୋଲ୍‌ଟେଜ୍‌ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଭାରତ ବିଜୟର ହିରୋ ସାଜିଛନ୍ତି ଶତକ ହାସଲକାରୀ ଶିଖର ଧାଓ୍ବନ। ଧାଓ୍ବନଙ୍କ ଶତକ, ଅଧିନାୟକ ବିରାଟ…

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ:ପୋଲାଣ୍ଡକୁ ହରାଇଲା ରୁଷିଆ

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ଏକ ମ୍ୟାଚରେ ରୁଷିଆ ୩-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚରୁ ୬ ପଏଣ୍ଟ ସହିତ ରୁଷିଆ ପୁଲ୍‌‘ଏ’ରେ ଦ୍ୱିତୀୟ ସ୍ଥାନ…

ସମୀର ମେମୋରିଆଲ କ୍ରିକେଟ ଉଦ୍‌ଘାଟିତ: ବ୍ଲାକ ରିୟୁନୋ ବିଜୟୀ

ବଅଁରପାଳ,୯।୬(ଡି.ଏନ.ଏ.)-ବଅଁରପାଳ ବ୍ଲକ ଅନ୍ତର୍ଗତ ଗିରାଙ୍ଗ କ୍ଲବ ପକ୍ଷରୁ ସମୀର ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟରେ ୭ ଟି ଟିମ୍‌ ଅଶଂଗ୍ରହଣ କରିଛନ୍ତି। ମୁଖ୍ୟଅତିଥି ଭାବେ ବ୍ୟବସାୟୀ ପ୍ରଦୀପ ସାମଲ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ…

ମ୍ଲାଡେନୋଭିଚ୍‌ଙ୍କୁ ଦ୍ୱିତୀୟ ଫ୍ରେଞ୍ଚ୍‌ ଓପନ ଟାଇଟଲ

ପ୍ୟାରିସ, ୯ା୬- ଫ୍ରାନ୍ସର କ୍ରିଷ୍ଟିନା ମ୍ଲାଡେନୋଭିଚ୍‌ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍‌ ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲରେ ସେ ଏବଂ ହଙ୍ଗେରୀର ତାଙ୍କ ପାର୍ଟନର ଟିମିଆ ବାବୋସ ୬-୨, ୬-୩ ସେଟ୍‌ରେ ଚାଇନିଜ୍‌ ଅଣସିଡ୍‌ ଯୋଡ଼ି…

ଧାଓ୍ବନଙ୍କ ଶତକ: ଅଷ୍ଟ୍ରେଲିଆକୁ ୩୫୩ ରନ୍‌ର ଟାର୍ଗେଟ ଦେଲା ଭାରତ

ଓଭାଲ, ୯।୬: ବିଶ୍ୱକପରେ ଭାରତ ଓ ଅଷ୍ଟ୍ରେଲିଆ ଚାଲିଥିବା ଏକ ମ୍ୟାଚରେ ମ୍ୟାଚରେ ଅଷ୍ଟ୍ରେଲିଆକୁ ୩୫୩ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଓପନର ଶିଖର ଧୱନଙ୍କ ଶତକ, ଅଧିନାୟକ ବିରାଟ କୋହଲି (୮୨) ଓ ରୋହିତ୍‌ ଶର୍ମା (୫୭)ଙ୍କ ଅର୍ଦ୍ଧଶତକ ବଳରେ…

୪ ସପ୍ତାହରେ ଫିଟ୍‌ ହେବେ ନେମାର

ପ୍ୟାରିସ୍‌,୯ା୬(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆସନ୍ତା ୪ ସପ୍ତାହ ମଧ୍ୟରେ ଗୋଇଠି ସମସ୍ୟାରୁ ମୁକ୍ତ ହେବେ ବୋଲି ଆଶା କରାଯାଉଛି। ତାଙ୍କ ସମସ୍ୟାରେ ଅସ୍ତ୍ରୋପଚାରର ଆବଶ୍ୟକତା ନାହିଁ ବୋଲି ପ୍ୟାରିସ୍‌ ସେଣ୍ଟ ଜର୍ମେନ (ପିଏସ୍‌ଜି) ଦଳର ଡକ୍ଟର କହିଛନ୍ତି।…

ସ୍ବତନ୍ତ୍ର କ୍ଲବରେ ରୋହିତ-ଧାଓ୍ବନ

ଲଣ୍ଡନ,୯ା୬: ଭାରତୀୟ କ୍ରିକେଟ ଦଳର ଓପ୍‌ନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ଶିଖର ଧାଓ୍ବନ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଯୋଡ଼ି ଏଠାରେ ଅଷ୍ଟ୍ରେଲିଆ ବିପକ୍ଷ ଖେଳାଯାଇଥିବା ମ୍ୟାଚ୍‌ରେ ୧୨୭ ରନ୍‌ର ଭାଗୀଦାରି କରିଛନ୍ତି। ଆଇସିସି ଟୁର୍ନାମେଣ୍ଟରେ…

ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ

ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଏଥିନେଇ…

ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା

ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍‌ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍‌ରୁ ୯ ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ମାଲ୍ୟଙ୍କୁ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା…

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ୫୭ ରନ୍‌ କରିବା ସହ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇହଜାର…

ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବୁର ବ୍ୟାଟ୍‌ରେ ସେନ୍‌ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍‌ସରରେ ବ୍ୟାଟ୍‌ର…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ ପ୍ରଥମେ ବ୍ୟାଟିଂ କରିବାରେ ସୁବିଧା ହେବା ବୋଲି ଏଭଳି ନିଷ୍ପତ୍ତି ନେଇଛନ୍ତି ବିରାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri