ଖେଳ

ଏଫ୍‌ଆଇଏଚ୍‌ ମହିଳା ହକି:ଭାରତୀୟ ମହିଳା ଦଳର ଜାପାନ ଗସ୍ତ

ନୂଆଦିଲ୍ଲୀ, ୮ା୬(ପିଟି)- ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟର ଅଂଶ ଏଫ୍‌ଆଇଏଚ୍‌ ମହିଳା ସିରିଜ୍‌ ହକି ଟୁର୍ନାମେଣ୍ଟରେ ଭାଗ ନେବା ପାଇଁ ଭାରତୀୟ ମହିଳା ଦଳ ଶନିବାର ଜାପାନର ହିରୋସିମା ଗସ୍ତ କରିଛି। ସ୍ପେନ, ମାଲେସିଆ ଓ ରିପବ୍ଲିକ ଅଫ୍‌ କୋରିଆ ଗସ୍ତରୁ ମିଳିଥିବା…

ଫିଫା ମହିଳା ବିଶ୍ୱକପ୍‌:ଫ୍ରାନ୍ସ ବିଜୟ ଅଭିଯାନ

ପ୍ୟାରିସ, ୮ା୬- ଫିଫା ମହିଳା ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆୟୋଜକ ଫ୍ରାନ୍ସ ସମ୍ପୂର୍ଣ୍ଣ ଷ୍ଟାଇଲରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଆୟୋଜକ ଦଳ ୪-୦ ଗୋଲରେ ଦକ୍ଷିଣ କୋରିଆକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ଓ୍ବେଣ୍ଡି…

ହାଇ କମିଶନଙ୍କ ସହ ଭେଟିଲା ଭାରତୀୟ ଦଳ

ନୂଆଦିଲ୍ଲୀ, ୮ା୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଲଣ୍ଡନସ୍ଥିତ ଭାରତୀୟ ହାଇ କମିଶନର ରୁଚି ଘନଶ୍ୟାମଙ୍କ ବାସଭବନକୁ ଗସ୍ତ କରିଛନ୍ତି। ଭାରତୀୟ ଦଳର ସମସ୍ତ ସଦସ୍ୟ ଓ ସପୋର୍ଟ ଷ୍ଟାଫ ଲଣ୍ଡନରେ ଥିବା ଭାରତୀୟ ପ୍ରତିନିଧିଙ୍କ ସହ ଫଟୋ ଉଠାଇଛନ୍ତି।…

୧୯୯୨ ବିଶ୍ୱକପ୍‌ ସଫଳତା ଦୋହରାଇବ ପାକିସ୍ତାନ

ଲଣ୍ଡନ, ୮ା୬- ସର୍ଫରାଜ ଅହମ୍ମଦଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ଚଳିତ ବିଶ୍ୱକପ୍‌ରେ ଆଶାନୁଯାୟୀ ଅଭିଯାନ ଆରମ୍ଭ କରିପାରି ନାହିଁ। ହେଲେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ପରେ ପାକିସ୍ତାନର ଅଭିଯାନରେ ବଡ଼ ସଂଯୋଗ ଦେଖିବାକୁ ମିଳିଛି। ପାକିସ୍ତାନ…

ପିଇବା ପାଣିରେ କାର୍‌ ଧୋଇ ଦଣ୍ଡିତ କୋହଲି

ନୂଆଦିଲ୍ଲୀ, ୮ା୬- ପିଇବା ପାଣି ନଷ୍ଟ କରିବାରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଜରିମାନା ଦେବାକୁ ପଡ଼ିଛିି। ଗୁରୁଗ୍ରାମସ୍ଥିତ ବାସଭବନ ଡିଏଲ୍‌ଏଫ୍‌ ଫେଜ ଓ୍ବାନରେ ପାଇପ୍‌ ଯୋଗେ କାର ଧୋଇଥିଲେ। ତାଙ୍କୁ ଜରିମାନା ବାବଦକୁ ୫୦୦ ଟଙ୍କା ଦେବାକୁ…

ଏମ୍‌ପି ପଦ ପାଇବା ପରେ ଏବେ କମେଣ୍ଟ୍ରି କରିବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୬: କ୍ରିକେଟ ପଡ଼ିଆରୁ ରାଜନୀତିରେ ପାଦ ଦେଇଥିବା କ୍ରିକେଟର ଗୌତମ ଗମ୍ଭୀର ଏବେ କମେଣ୍ଟ୍ରି କରିବେ। ଜୁନ୍‌ ୯ ରବିବାର ଭାରତ-ଅଷ୍ଟ୍ରେଲିଆ ମ୍ୟାଚରେ ସେ ଷ୍ଟାର ସ୍ପୋଟର୍ସ ଇଣ୍ଡିଆ ପକ୍ଷରୁ କମେଣ୍ଟ୍ରି କରିବେ। ଏହି ମ୍ୟାଚ୍‌ ଲଂଣ୍ଡନର ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ…

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ ଚାମ୍ପିୟନ ହୋଇଛନ୍ତି। ତାଙ୍କୁ ଟ୍ରଫି ସହ ୨ ଲକ୍ଷ ଟଙ୍କା ପୁରସ୍କାର ଆକାରରେ ପ୍ରଦାନ…

ଜାତୀୟ ସବ୍‌ଜୁନିୟର ବାଳିକା ଫୁଟବଲ ଆରମ୍ଭ

କଟକ ଅଫିସ, ୮ା୬-ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକର ବାରବାଟୀ ଓ ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପ୍‌। ଉଦ୍‌ଘାଟନୀ ଦିବସରେ ୩ଟି ମ୍ୟାଚ ଖେଳାଯାଇଥିଲା। ଏଥିରେ ଝାଡ଼ଖଣ୍ଡ ୪-୧ ଗୋଲରେ ହରିୟାଣାକୁ,…

ଜୁନିୟର ମହିଳା ହକି: ଆୟର୍ଲାଣ୍ଡଙ୍କୁ ହରାଇଲା ଭାରତ

ଡବ୍‌ଲିନ୍‌ (ଆୟର୍ଲାଣ୍ଡ), ୮ା୬ (ପି.ଟି.)-ଭାରତୀୟ ଜୁନିୟର ମହିଳା ହକି ଦଳ ଏଠାରେ ଏକ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩-୧ ଗୋଲରେ ପରାସ୍ତ କରିଛି। ଲାଲରିଣ୍ଡିକି, ଇଶିକା ଚୌଧାରୀ ଏବଂ ମମ୍‌ତାଜ ଖାଁ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆ ୧୨, ଉଜ୍‌ବେକିସ୍ତାନ ୧କଳିଙ୍ଗରେ ଗୋଲ ରେକର୍ଡ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଗୋଲ ବର୍ଷା ଜାରି ରହିଛି। ଗୁରୁବାର ଭାରତ ୧୦-୦ ଗୋଲରେ ରୁଷିଆକୁ ହରାଇଥିବାବେଳେ ଶୁକ୍ରବାର ରୁଷିଆ ୧୨-୧ ଗୋଲରେ ଉଜ୍‌ବେକିସ୍ତାନକୁ ପରାସ୍ତ କରିଛି। ଫଳରେ ପ୍ରଥମ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ପୋଲାଣ୍ଡକୁ ହରାଇ ଭାରତ ସେମିର ନିକଟତର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଫଳରେ କ୍ରମାଗତ ଦ୍ୱିତୀୟ ବିଜୟ ସହ ଭାରତ ସେମିଫାଇନାଲର ନିକଟତର ହୋଇଛି।…

ଆସନ୍ତାବର୍ଷ ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ

ଓ୍ବେଲିଂଟନ,୮।୬(ପି.ଟି.)- ଆସନ୍ତାବର୍ଷ ପ୍ରାରମ୍ଭରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଏହି ଗସ୍ତରେ ଭାରତ ପ୍ରଥମେ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ ଓ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳି ଗସ୍ତ ଶେଷ କରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri