ଖେଳ

ଦୁଲୀପ ଟ୍ରଫି : କଲ୍‌ସୀଙ୍କ ଶତକ, ନାୟାର ୯୯

ବେଙ୍ଗାଲୁରୁ,୨୪।୮(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ରେଡ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ବ୍ଲୁ ପ୍ରାରମ୍ଭିକ ବ୍ୟାଟି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ…

୧୯ ବର୍ଷରୁ କମ୍‌ ଫୁଟ୍‌ବଲ : ତାହିଟିକୁ ହରାଇଲା ଭାରତ

ନୂଆଦିଲ୍ଲୀ,୨୪ା୮(ପି.ଟି.)- ଭାନୁଆଟୁର ପୋର୍ଟ ଭିଲାରେ ଚାଲିଥିବା ଓସେନିଆନ ଡେଭଲପମେଣ୍ଟାଲ ଟୁର୍ନାମେଣ୍ଟରେ ଭାରତର ୧୯ ବର୍ଷରୁ କମ୍‌ ଫୁଟ୍‌ବଲ ଦଳ ପ୍ରଥମ ସ୍ଥାନ ଅଧିକାର କରିଛି। ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨-୦ ଗୋଲରେ ତାହିଟିକୁ ପରାସ୍ତ କରିଛି। ଭାରତ ତରଫରୁ…

ପ୍ରଣୀଥଙ୍କୁ ବ୍ରୋଞ୍ଜ

ବାସେଲ(ସୁଇଜରଲାଣ୍ଡ),୨୪।୮(ପି.ଟି.): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ପୁରୁଷ ସିଙ୍ଗଲ୍ସ ଖେଳାଳି ବି. ସାଇ ପ୍ରଣୀଥଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ସେମିଫାଇନାଲରେ ସେ ବିଶ୍ୱର ନଂ ୧ ଖେଳାଳି ଜାପାନର କେଣ୍ଟୋ ମୋମୋଟାଙ୍କଠାରୁ ୧୩-୨୧, ୮-୨୧ ଗେମ୍‌ରେ…

ପୁଣି ଥରେ ଆଇଓଏ ବୈଠକ ଡକାଇଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮(ପିଟି): କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଭାରତୀୟ ଅଲିମ୍ପିକ୍‌ ମହାସଂଘ (ଆଇଓଏ)କୁ ଆଉ ଥରେ ବୈଠକ ପାଇଁ ଡକାଇଛନ୍ତି। ବର୍ତ୍ତମାନ ଆଇଓଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟଙ୍କ ସହ ୨୦୨୨ କମନଓ୍ବେଲ୍‌ଥ ଗେମ୍ସରୁ ଓହରିବାକୁ ଭାରତ ଚାହୁଁଥିବାରୁ ଏସମ୍ପର୍କରେ ଆଲୋଚନା…

ଜେଟ୍‌ଲୀଙ୍କ ବିୟୋଗରେ ଶୋକାକୁଳ କ୍ରୀଡ଼ାଜଗତ

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସ୍ଥାନୀୟ ଏମ୍‌ସ ମେଡିକାଲରେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଦୁଃଖଦ ଘଟଣାରେ ସମ୍ପୂର୍ଣ୍ଣ କ୍ରୀଡ଼ାଜଗତ ଶୋକାକୁଳ ହୋଇପଡ଼ିଛି। ବହୁ ପୂର୍ବତନ ଓ ବର୍ତ୍ତମାନ କ୍ରୀଡ଼ାବିତ୍‌ମାନେ ସୋସିଆଲ ମିଡିଆରେ ଦୁଃଖ ପ୍ରକାଶ…

ସିନ୍ଧୁଙ୍କ ରୌପ୍ୟ ପକ୍କା

ବାସେଲ(ସୁଇଜରଲାଣ୍ଡ),୨୪।୮(ପି.ଟି.): ଦେଶର ତାରକା ମହିଳା ଶଟଲର ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ରୌପ୍ୟ ପଦକ ପକ୍କା କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ସିନ୍ଧୁ ଚାଇନାର ଚେନ ୟୁ ଫେଇଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ମ୍ୟାଚ୍‌କୁ…

ୟୁଏସ୍‌ ଓପନ ମୁଖ୍ୟ ପର୍ଯ୍ୟାୟରେ ନାଗାଲ

ନ୍ୟୁୟର୍କ,୨୪।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସ୍ବପ୍ନ ପୂରା କରିଛନ୍ତି। ସିଜନର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ମୁଖ୍ୟ ପର୍ଯ୍ୟାୟରେ ଖେଳିବା ପାଇଁ ସେ ଯୋଗ୍ୟତା ହାତେଇଛନ୍ତି। କ୍ୱାଲିଫାୟର୍ସର ଅନ୍ତିମ ରାଉଣ୍ଡରେ ନାଗାଲ ବ୍ରାଜିଲ…

ଲାହୋର, କରାଚୀଠାରେ ଖେଳିବ ଶ୍ରୀଲଙ୍କା

କରାଚୀ,୨୪।୮: ଶ୍ରୀଲଙ୍କା ଦଳ ଦିନିକିଆ ସିରିଜ୍‌ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ଏ ନେଇ ଦୁଇ ବୋର୍ଡ ମଧ୍ୟରେ ଚୁକ୍ତି ହୋଇଛି। ଏଥିଯୋଗୁ ଅକ୍ଟୋବରରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଏବେ ଡିସେମ୍ବରକୁ ଘୁଞ୍ଚତ୍ୟାଇଛି। ଶ୍ରୀଲଙ୍କା…

ଅଲରାଉଣ୍ଡର ରେକର୍ଡ ଭାଙ୍ଗିଲେ ଗୌଥମ

ବାଙ୍ଗାଲୋର,୨୪।୮: କ୍ରୀଷ୍ଣପା ଗୌଥମ ଶୁକ୍ରବାର ବୋଧହୁଏ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଛନ୍ତି। କର୍ନାଟକ ପ୍ରିମିୟର ଲିଗ୍‌(କେପିଏଲ)ରେ ବଲାରି ଟସ୍କର୍ସ ପାଇଁ ଖେଳୁଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୯ ବଲରୁ ଶତକ ଲଗାଇଛନ୍ତି। ମୋଟ ଉପରେ ୫୬ ବଲ ଖେଳି ୧୩୪…

ବୁମରା ଦ୍ରୁତତମ ଭାରତୀୟ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୪।୮: ଯଶପ୍ରୀତ ବୁମରା ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ନେବାରେ ଦ୍ରୁତତମ ଭାରତୀୟ ବୋଲର ହୋଇଯାଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଡାରେନ ବ୍ରାଭୋଙ୍କୁ ଏଲବିଡବ୍ଲ୍ୟୁ କରାଇ ବୁମରା କ୍ୟାରିୟରର ୫୦ତମ ଉଇକେଟ…

ଶ୍ରୀସନ୍ତଙ୍କ ଘରେ ଲାଗିଲା ନିଆଁ

କୋଚି,୨୪।୮: ଭାରତୀୟ କ୍ରିକେଟ ଖେଳାଳି ଏସ୍‌ ଶ୍ରୀସନ୍ତଙ୍କ କେରଳର କୋଚିସ୍ଥିତ ଇଡାପାଲ୍ଲୀ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ବଖରା ଘର ପୋଡିଯାଇଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଘରେ ଶ୍ରୀସନ୍ତଙ୍କ ପରିବାର…

ଏସିଆନ୍‌ ଉଷୁ ଚାମ୍ପିୟନଶିପ୍‌ :ବବଲୁ ମୁଣ୍ଡାଙ୍କୁ ରୌପ୍ୟ ପଦକ

ଯୋଡ଼ା/କେନ୍ଦୁଝର୨୪।୮(ଡି.ଏନ.ଏ.)- ବ୍ରୁନେଇଠାରେ ଅନୁଷ୍ଠିତ ୧୦ମ ଜୁନିୟର ଉଷୁ ଚାମ୍ପିୟନଶିିପ୍‌ରେ କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ସିଆଳିଯୋଡା ଗ୍ରାମର ବବଲୁ ମୁଣ୍ଡା ରୌପ୍ୟ ପଦକ ଜିତି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି। ଗତ ୧୬ ରୁ ୨୪ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?