ବାର୍ଟି-ଭାଣ୍ଡ୍ରୋସୋଭା ଫାଇନାଲ
ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଅଷ୍ଟ୍ରେଲିଆର ଆସ୍ଲେ ବାର୍ଟି ଏବଂ ଚେକ୍ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କ ମଧ୍ୟରେ ହେବ। ଶୁକ୍ରବାର ଅନୁଷ୍ଠିତ ଏକ ସେମିଫାଇନାଲ ମ୍ୟାଚରେ ବାର୍ଟି ଆମେରିକାର ୧୭ ବର୍ଷୀୟା…
ଫେଡରରଙ୍କୁ ହରାଇଲେ ନାଡାଲ
ପ୍ୟାରିସ, ୭ା୬-ସ୍ପେନର ଷ୍ଟାର ଖେଳାଳି ରାଫାଲ ନାଡାଲ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏଠାରେ ସେ ତାଙ୍କ ଦ୍ୱାଦଶ ଟାଇଟଲଠାରୁ ଆଉ ମାତ୍ର ଗୋଟିଏ ପାଦ ପଛରେ ରହିଛନ୍ତି। ଶୁକ୍ରବାର ଅନୁଷ୍ଠିତ…
ଜେଣ୍ଡାନାଙ୍କ ଡବଲରେ ଜାପାନ ବିଜୟୀ
ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଶୁକ୍ରବାର ଏସୀୟ ଚାମ୍ପିୟନ ଜାପାନ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଏହି ଦଳ ୩-୧ ଗୋଲରେ ମେକ୍ସିକୋକୁ ପରାସ୍ତ କରିଛି। ଯୁବ ମେକ୍ସିକୋ ଦଳ ଭଲ…
ଜାମ୍ପାଙ୍କୁ ଭର୍ତ୍ସନା
ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଲେଗ୍ ସ୍ପିନର ଆଡାମ୍ ଜାମ୍ପାଙ୍କୁ ଆଇସିସି ପକ୍ଷରୁ ଭର୍ତ୍ସନା କରାଯାଇଛି। ଏଥିସହ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିବା ପାଇଁ ତାଙ୍କୁ ଏକ ନେଗେଟିଭ ପଏଣ୍ଟ ପ୍ରଦାନ କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ପ୍ରତିପକ୍ଷ ଖେଳାଳିଙ୍କୁ…
କୁଲ୍ଟର ନାଇଲଙ୍କ ବିଶ୍ୱକପ୍ ରେକର୍ଡ
ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ନାଥାନ କୁଲ୍ଟର ନାଇଲ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୬୦ ବଲରୁ ୯୨ ରନ୍ର ଇନିଂସ ଖେଳିଥିଲେ। କ୍ୟାରିୟରର ଶ୍ରେଷ୍ଠ ଇନିଂସ ତାଙ୍କୁ ବିଶ୍ୱକପ୍ ରେକର୍ଡ ଆଣି ଦେଇଛି। ବିଶ୍ୱକପ୍ରେ ୮ମ କ୍ରମରେ ବ୍ୟାଟିଂ ଆସିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ତାଙ୍କର…
ଭାରତ ଗସ୍ତରେ ଆସିପାରେ ପାକିସ୍ତାନ ମହିଳା ଦଳ
ଲଣ୍ଡନ,୭।୬- ପାକିସ୍ତାନ ମହିଳା କ୍ରିକେଟ ଦଳ ଭାରତ ଗସ୍ତରେ ଆସି ଭାରତୀୟ ମହିଳା ଦଳ ସହ ଅନ୍ତର୍ଜାତୀୟ ଦିନିକିଆ ସିରିଜ୍ ଖେଳିବା ନେଇ ଯୋଜନା ଚାଲିଛି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କେନ୍ଦ୍ର ସରକାରଙ୍କ ଅନୁମତି ମାଗିଛି।…
ଧୋନୀଙ୍କ ଉପରେ ପାକ୍ ମନ୍ତ୍ରୀଙ୍କ ଟୁଇଟ୍
ଲଣ୍ଡନ,୭।୬- ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍ରେ ଭାରତୀୟ ଆର୍ମି ପ୍ରତୀକ ବଳିଦାନ ବ୍ୟାଜ୍ ପରିଧାନ କରିବା ପରେ ପାକିସ୍ତାନର ବିଜ୍ଞାନ ଓ ବୈଷୟିକ ବିଭାଗୀୟ…
ବିଶ୍ୱକପ୍ରୁ ଶେହଜାଦ ଆଉଟ୍
ଲଣ୍ଡନ,୭।୬-ଆଫଗାନିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ଶେହଜାଦ୍ ଚଳିତ ବିଶ୍ୱକପ୍ରୁ ବାଦ୍ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିବା ସ୍ପଷ୍ଟ ହୋଇଛି। ତାଙ୍କ ବଦଳରେ ବାମହାତୀ ଉଇକେଟ କିପର ଇକ୍ରାମ ଅଲି ଖିଲଙ୍କୁ ଦଳରେ ସାମିଲ କରାଯାଇଛି। ପାକିସ୍ତାନ ବିପକ୍ଷ ଓ୍ବାର୍ମଅପ୍…
ଧୋନୀଙ୍କୁ ବିସିସିଆଇର ସମର୍ଥନ
ନୂଆଦିଲ୍ଲୀ,୭।୬- ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍ ମ୍ୟାଚ୍ରେ ବ୍ୟବହାର ଉଇକେଟ କିପିଂ ଗ୍ଲୋଭ୍ସକୁ ନେଇ ଏବେ ବିବାଦ ଦେଖାଦେଇଛି। ଗ୍ଲୋଭ୍ସରେ ଲାଗିଥିବା ଆର୍ମିର ପ୍ରତୀକ ବଳିଦାନ ଚିହ୍ନକୁ ଗ୍ଲୋଭ୍ସରୁ ହଟାଇବା…
ଫ୍ରିହିଟ୍ ବଲରେ ବୋଲ୍ଡ ଆଉଟ୍ ହେଲେ ଗେଲ୍
ଲଣ୍ଡନ,୭।୬- ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍ ଗେଲ୍ ଅଷ୍ଟ୍ରେଲିଆ ବିପକ୍ଷରେ ଟ୍ରେଣ୍ଟ ବ୍ରିଜ୍ଠାରେ ଖେଳାଯାଇଥିବା ବିଶ୍ୱକପ୍ ମ୍ୟାଚ୍ରେ ଫ୍ରିହିଟ୍ ବଲରେ ବୋଲ୍ଡ ଆଉଟ୍ ହୋଇଛନ୍ତି। ଏଥିନେଇ କ୍ରିକେଟ ପଣ୍ଡିତ ଓ ପ୍ରଶଂସକମାନେ ଫିଲ୍ଡ ଅମ୍ପାୟର ରୁଚିରା ପାଲିୟାଗୁରୁଗ ଓ କ୍ରିସ୍…
ବିଶ୍ୱକପ୍ରେ ପ୍ରଥମ ମ୍ୟାଚ୍ ଜିତିବା ପରେ ଟିମ୍ ଇଣ୍ଡିଆ
ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ ଥିବାବେଳେ ଦଳ ଟୁର୍ନାମେଣ୍ଟରେ ଅତିକମ୍ରେ ସେମିଫାଇନାଲ ଖେଳିବ ବୋଲି ଆଶା କରାଯାଉଛି। କାରଣ ଟିମ୍…
ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ପାକିସ୍ତାନକୁ ଏହି ମନ୍ତ୍ର ଦେଲେ ଇମ୍ରାନ
ଇସଲମାବାଦ୍, ୭।୬: ୨୦୧୯ କ୍ରିକେଟ ବିଶ୍ୱକପ୍ରେ ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ପାକିସ୍ତାନ ଖେଳାଳିଙ୍କୁ ବିଜୟ ମନ୍ତ୍ର ଦେଇଛନ୍ତି ପୂର୍ବତନ ଖେଳାଳି ତଥା ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ମ୍ୟାଚ୍ ଦିନ ପଡିଆରେ ଯେସାକୁ ତେସା ନୀତି ଅବଲମ୍ବନ ନ କରି କେବଳ…
Archives


