ଖେଳ

ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ :କ୍ୱାର୍ଟର ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବଲ୍ୟୁଏଫ) ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ପ୍ରମୋଦ ଚାଇନାର ଚେନ୍‌…

କମଳେଶଙ୍କୁ ସିଙ୍ଗଲ୍ସ ଟାଇଟଲ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ହରିୟାଣାର କର୍ନଲଠାରେ ଅନୁଷ୍ଠିତ ଚମୁଣ୍ଡା-ଏଆଇଟିଏ ଚାମ୍ପିୟନଶିପ୍‌ ସିରିଜ(ସିଏସ୭)ରେ ଓଡ଼ିଶା ଟେନିସ ପ୍ରତିଭା କମଳେଶ ରଥ ୧୨ ବର୍ଷରୁ କମ୍‌ ବିଭାଗରେ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ କମଳେଶ ଚଣ୍ଡିଗଡ଼ର ଦିବ୍ୟାଂଶ ଶର୍ମାଙ୍କୁ ୭-୫, ୬-୦ ସେଟ୍‌ରେ…

ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସର ବିଜୟ

ଚେନ୍ନାଇ, ୨୪ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ ସିଜନ-୭ରେ କ୍ରମାଗତ ୬ଟି ମ୍ୟାଚରେ ପରାଜିତ ହେବା ପରେ ବିଜୟ ଲାଭ କରିଛି ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସ୍ସ। ସ୍ଥାନୀୟ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨୯-୨୬ ପଏଣ୍ଟ ବ୍ୟବଧାନରେ…

ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରିକୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୨୪ା୮ (ପି.ଟି.)-ଓ୍ବାଲର୍‌ଡ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଭାରତର ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି (ଏନ୍‌ଡିଟିଏଲ୍‌)କୁ ୬ ମାସ ପାଇଁ ସସ୍‌ପେଣ୍ଡ କରିଛି। ଫଳରେ ଦେଶର ଆଣ୍ଟି ଡୋପିଂ ପ୍ରୋଗ୍ରାମ୍‌କୁ ଶକ୍ତ ଧକ୍କା ଲାଗିଛି। କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ଆଶ୍ଚର୍ଯ୍ୟ…

ଆମେରିକାରେ ପ୍ରଶିକ୍ଷଣ ନେବେ ଜିନ୍‌ସନ ଜନ୍‌ସନ

ଚେନ୍ନାଇ,୨୪।୮(ପି.ଟି.)- ଭାରତୀୟ ମିଡଲ ଡିଷ୍ଟାନ୍ସ ରନର ଜିନସନ ଜନସନ ଶୁକ୍ରବାର ଆମେରିକାରେ ପ୍ରଶିକ୍ଷଣ ନେବେ ବୋଲି କହିଛନ୍ତି। ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ଯୋଗ୍ୟତା ହାସଲ କରିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ଫଳରେ ଟାଇମିଂରେ ଉନ୍ନତି ଆଣିବାକୁ…

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୧୪୪/୬

କଲମ୍ବୋ, ୨୪।୮(ଏଏଫ୍‌ପି)- ସ୍ଥାନୀୟ ପି. ସାର ଓଭାଲ ଗ୍ରାଉଣ୍ଡରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ପ୍ରଥମ ଦିବସ ଭଳି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା…

ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍‌ଆଉଟ୍‌

ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ ଉଇକେଟ…

ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ

ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍‌ରେ ପ୍ରିୟାଙ୍କ ପଞ୍ଚାଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌ ଓ ଶୁବମନ ଗିଲଙ୍କ ଇଣ୍ଡିଆ ବ୍ଲୁ ମୁହଁାମୁହିଁ ହୋଇଛନ୍ତି।…

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ଚାଇନିଜ ତାଇପେର ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜୟିନୀ…

ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା ଲାଗି ନ୍ୟୁୟର୍କ ଗସ୍ତ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ନ୍ୟୁ ୟର୍କସ୍ଥିତ ଟ୍ରମ୍ପ…

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା ଅତିକ୍ରମ କରିବାରେ ସଫଳ ହୋଇଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୯୦ ତମ ସ୍ଥାନରେ ଥିବା…

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ ଡୋପ ଟେଷ୍ଟିଂ ଲାବ୍‌କୁ ସସ୍‌ପେଣ୍ଡ କରିଛି। ଅନ୍ତର୍ଜାତୀୟ ଷ୍ଟାଣ୍ଡାର୍ଡ ଲାବରେଟୋରି ସ୍ତରୀୟ ହୋଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?