ନେତା ଲୁକ୍ରେ ଧୋନୀ
ନୂଆଦିଲ୍ଲୀ,୨୩।୮(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଯବାନଙ୍କ ସହ ଟ୍ରେନିଂରୁ ଫେରିିବା ପରେ ଏକ ନୂଆ ଲୁକ୍ରେ ଦେଖିବାକୁ ମିଳିଛି। ଏକ ବିଜ୍ଞାପନରେ ଧୋନୀ ନେତା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏଥିରେ ସେ କୃର୍ତ୍ତା ଓ ଗାନ୍ଧୀଙ୍କ ଟୋପି ପିନ୍ଧିଛନ୍ତି।…
କ୍ଲୁଜନର ଦକ୍ଷିଣ ଆଫ୍ରିକା ଦଳର ବ୍ୟାଟିଂ କୋଚ୍
ଜୋହାନ୍ସବର୍ଗ,୨୩।୮(ପିଟି): ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଲରାଉଣ୍ଡର ଲାନ୍ସ କ୍ଲୁଜନର ଶୁକ୍ରବାର ଜାତୀୟ ଦଳର ବ୍ୟାଟିଂ କୋଚ୍ ନିଯୁକ୍ତ ହୋଇଛନ୍ତି। ତେବେ ତାଙ୍କୁ କେବଳ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ ଲାଗି ଦାୟିତ୍ୱ ଦିଆଯାଇଛି। କ୍ରିକେଟ…
ୟୁଏସ୍ ଓପନ ଟେନିସ
ଶ୍ରେଷ୍ଠ ସିଡ୍ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି। ହାର୍ଡ କୋର୍ଟ ଉପରେ ଖେଳାଯାଉଥିବା ବର୍ଷର ଏହି ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ…
ପାରା ବ୍ୟାଡ୍ମିଣ୍ଟନର ଅର୍ଜୁନ
ରାଜ୍ୟର ଅଷ୍ଟମ ଖେଳାଳି ଭାବେ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ପ୍ରଥମ ପାରା ଆଥଲେଟ୍ ହିସାବରେ ସେ ରାଜ୍ୟ ପାଇଁ ଏହି ସମ୍ମାନ ହାସଲ କରିବାକୁ ଯାଉଛନ୍ତି। ପୋଲିଓ କାରଣରୁ ଶାରୀରିକ ଭାବେ ଅକ୍ଷମ ହୋଇଥିଲେ ମଧ୍ୟ…
ସାଇନାଙ୍କ ଅଭିଯାନ ଶେଷ
ବାସେଲ(ସୁଇଜରଲାଣ୍ଡ),୨୩।୮(ପି.ଟି.): ଅଲିମ୍ପିକ୍ ବ୍ରୋଞ୍ଜ ପଦକଧାରୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍ ବିଶ୍ୱ ଚାମ୍ପିୟନଶିପର ପ୍ରି-କ୍ୱାର୍ଟର ଫାଇନାଲରେ ପରାଜୟ ସହ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍ ବିଶିଷ୍ଟ ମ୍ୟାଚ୍ରେ ସାଇନାଙ୍କୁ ୧୨ତମ ସିଡ୍ ମିଆ ବ୍ଲିଚ୍ଫିଲ୍ଡ ପରାସ୍ତ କରିଛନ୍ତି। ୮ମ…
ଧୋନୀଙ୍କ ୭ ନଂ ଜର୍ସି ପଛର କାରଣ
ଚେନ୍ନାଇ,୨୩।୮: ମହେନ୍ଦ୍ର ସିଂ ଧୋନୀ ଦେଶର ସଫଳ ତଥା ଲୋକପ୍ରିୟ କ୍ରିକେଟ ଅଧିନାୟକ। ସେ ସର୍ବଦା ୭ ନଂ ଜର୍ସି ପିନ୍ଧନ୍ତି। ଏହାର କାରଣ ଖୁବ୍ କମ୍ ଲୋକଙ୍କୁ ଜଣାଥିବ। ତେବେ ଧୋନୀ ତାଙ୍କର ଜନ୍ମ ତାରିଖକୁ ଲକି ବୋଲି ମନେକରନ୍ତି।…
ଫିଟ୍ ଇଣ୍ଡିଆ ମୁଭ୍ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ
ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍ନେସକୁ ନେଇ ଆରମ୍ଭ ହେବାକୁ ଯାଉଥିବା ଏହି ପ୍ରୟାସରେ ସରକାରଙ୍କୁ ସହାୟତା ତଥା ପରାମର୍ଶ ଦେବା ପାଇଁ…
ବୋଲର ପ୍ରଭାବୀ, ରାହାନେଙ୍କ ଅର୍ଦ୍ଧଶତକ
ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୩।୮- ସ୍ଥାନୀୟ ଭିଭିଆନ ରିଚାଡର୍ସ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ଅଜିଙ୍କ୍ୟ ରାହାନେଙ୍କ ଅର୍ଦ୍ଧଶତକ ସହାୟତାରେ ସଂଘର୍ଷ ଜାରି…
ଡେଭିସ୍ କପ୍ ମ୍ୟାଚ ନଭେମ୍ବରକୁ ଘୁଞ୍ଚିଲା
ନୂଆଦିଲ୍ଲୀ, ୨୩|୮ (ପି.ଟି.)- ପାକିସ୍ତାନ ବିପକ୍ଷ ଭାରତର ଡେଭିସ୍ କପ୍ ମ୍ୟାଚକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପରେ ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍) ଗୁରୁବାର ଏହା ଘୋଷଣା କରିଛି। ଏହି ମୁକାବିଲା ସେପ୍ଟେମ୍ବର ୧୪-୧୫ରେ ଇସ୍ଲାମାବାଦରେ…
ତୃତୀୟ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୭୯ ରନରେ ସୀମିତ
ଲିଡ୍ସ (ୟୁନାଇଟେଡ କିଙ୍ଗଡମ୍),୨୩|୮ (ଏଏଫ୍ପି)-ସ୍ଥାନୀୟ ହେଡିଂଲେଠାରେ ଗୁରୁବାର ତୃତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଛି। ମେଘୁଆ ପାଗ ବୋଲରଙ୍କୁ ସୁହାଇବ ବୋଲି ଆଶା ରଖି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ବୋଲରମାନେ ପ୍ରଭାବୀ…
ଜାପାନ କ୍ରୀଡ଼ାପ୍ରେମୀଙ୍କ ଲାଗି ସ୍ବତନ୍ତ୍ର ଅଲିମ୍ପିକ୍ ପ୍ୟାକେଜ
ଟୋକିଓ,୨୩।୮(ଏପି): ଟୋକିଓ ଅଲିମ୍ପିକ୍ ଆୟୋଜକଙ୍କ ପକ୍ଷରୁ ଜାପାନର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ପ୍ୟାକେଜ ଘୋଷଣା କରାଯାଇଛି। ୬.୩୫ ନିୟୁତ ୟେନ ମୂଲ୍ୟର ପ୍ୟାକେଜ ମାଧ୍ୟମରେ ଉପଭୋକ୍ତାମାନେ ଉଦ୍ଘାଟନୀ ଉତ୍ସବରୁ ଆରମ୍ଭ କରି ୯ ଦିନ ଟ୍ରାକ୍ ଓ ଫିଲ୍ଡ ଇଭେଣ୍ଟ…
ନେମାରଙ୍କ ପାଇଁ ବାଲେ, ଜେମ୍ସଙ୍କ ସହ ୧୦୦ ନିୟୁତ
ପ୍ୟାରିସ,୨୩।୮(ପିଟି): ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍ଜି) ଷ୍ଟାର ଷ୍ଟ୍ରାଇକର ନେମାର ଜୁନିୟରଙ୍କୁ ଦଳରେ ନେବା ପାଇଁ ବହୁ ଦଳ ଆଗଭର ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛି ସ୍ପାନିଶ କ୍ଲବ ରିୟଲ ମାଡ୍ରିଡ୍। ନେମାରଙ୍କୁ ଦଳରେ ସାମିଲ କରିବା ଲାଗି ମାଡ୍ରିଡ୍ ତା’ର…

