ଖେଳ

ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୀଥ

ବାସେଲ (ସୁଇଜରଲାଣ୍ଡ),୨୩।୮(ପିଟି): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ଭାରତୀୟ ତାରକା ଶଟଲର ପି. ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଏଚ୍‌.ଏସ୍‌. ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ପରାଜୟ…

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…

ଜୋନାଥନ ହଲ୍‌ ଆଇସିସିର ଜେନେରାଲ କନସେଲ୍‌

ଦୁବାଇ, ୨୨ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଗୁରୁବାର ଜେନାଥନ ହଲ୍‌ଙ୍କୁ ଏହାର ଜେନେରଲ କନ୍‌ସଲ ଏବଂ କମ୍ପାନୀ ସେକ୍ରେଟାରୀ ଭାବେ ମନୋନୀତ କରିଛି। ହଲ୍‌ଙ୍କର ଲୌରିଅସ୍‌ ଏବଂ ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ସମେତ ବହୁ…

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…

ଅତୁଟ ରହିବ ସଚିନଙ୍କ ଗୋଟିଏ ରେକର୍ଡ: ସେହ୍ବାଗ

ନୂଆଦିଲ୍ଲୀ- ୨୨।୮- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ତାଙ୍କ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ କ୍ୟାରିୟରରେ ଅନେକ ରେକର୍ଡ ପ୍ରତିଷ୍ଠା କରିଯାଇଛନ୍ତି। ତେବେ ଲିଟିଲ ମାଷ୍ଟରଙ୍କ ଏକ ରେକର୍ଡ କ୍ରିକେଟ୍‌ ଜଗତରେ ସର୍ବଦା ଅତୁଟ ରହିବ ବୋଲି ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ…

ର଼୍ୟାମ୍ପରେ ଚାଲିଲେ ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ, ୨୨।୮- ଭାରତୀୟ କ୍ରିକେଟ୍‌ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଇ ସେଠାରେ ଘରୋଇ ଦଳ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାରେ ବ୍ୟସ୍ତ ରହିଛି। କିନ୍ତୁ ଏହି ସିରିଜରୁ ବିଶ୍ରାମ ପାଇଥିବା ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏକ ର଼୍ୟାମ୍ପ୍‌ ଶୋ’ରେ ଚାଲୁଥିବାର…

ଟିଭି ଉପସ୍ଥାପକ ହେଲେ କୋହଲି

ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ ଦଳ ପ୍ରଥମ ଟେଷ୍ଟ ଖେଳିବା ପୂର୍ବରୁ କୋହଲି…

୨ ଫିଜିକାଲ ଏଜୁକେଶନ କଲେଜରୁ ସ୍ବୀକୃତି ପ୍ରତ୍ୟାହାର: ଅନ୍ଧାରରେ ଖେଳ ଶିକ୍ଷକଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ଖେଳ ଭିତ୍ତିଭୂମି ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଓଡ଼ିଶାର ଖେଳ ଭିତ୍ତିଭୂମିକୁ ନେଇ ଚର୍ଚ୍ଚା। ଭୁବନେଶ୍ୱର ଏବେ ଦେଶର ଅଘୋଷିତ କ୍ରୀଡ଼ା ରାଜଧାନୀରେ ପରିଣତ ହୋଇଛି। ଏଠାରେ ଏବେ ବିଭିନ୍ନ କ୍ରୀଡ଼ାର ହାଇ ପରଫର୍‌ମାନ୍ସ ସେଣ୍ଟର…

ବାପାଙ୍କ ବିୟୋଗ ଲାଗି ୟୁଏସ୍‌ ଓପନ୍‌ରୁ ଓହରିଲେ ଆମଣ୍ଡା

ନ୍ୟୁୟର୍କ, ୨୨।୮- ଆମେରିକା ଟେନିସ ଲଳନା ଆମଣ୍ଡା ଆନିସିମୋଭା ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବାପା ତଥା କୋଚ୍‌ କୋନ୍‌ଷ୍ଟାଣ୍ଟିନାଙ୍କ ବିୟୋଗ ଯୋଗୁ ୧୭…

ଦୀପ୍ତିଙ୍କ ଦମ୍‌ଦାର ପ୍ରଦର୍ଶନ, ମନ୍ଧାନା ବିଫଳ

ଲଣ୍ଡନ, ୨୨।୮- ଏଠାରେ ଚାଲିଥିବା ଓ୍ବମେନ୍ସ କ୍ରିକେଟ୍‌ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଭାରତୀୟ ମହିଳା କ୍ରିକେଟର୍‌ ଦୀପ୍ତି ଶର୍ମାଙ୍କ ଦମ୍‌ଦାର ଅଲ୍‌ରାଉଣ୍ଡ ପ୍ରଦର୍ଶନ ଦେଖିବାକୁ ମିଳିଛି। ଓ୍ବେଷ୍ଟର୍ନ ଷ୍ଟ୍ରମ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଦୀପ୍ତି ବ୍ୟାଟିଂରେ ୨୬ ବଲରୁ ୩୨…

ଆର୍ମି ଟ୍ରେନିଂ ସାରି ଏବେ ଏହି କାମରେ ଧୋନୀ

ନୂଆଦିଲ୍ଲୀ, ୨୨।୮:ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରୁ ବିଶ୍ରାମ ନେଇ ଭାରତୀୟ ସେନାରେ ଯୋଗଦେଇଥିଲେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହିସମୟ ମଧ୍ୟରେ ସେ ଟେରିଟୋରିଆଲ ଆର୍ମିରେ ୧୫ଦିନ ରହି ଟ୍ରେନିଂ ନେବା ପରେ ଏବେ ସେ ନିଜ ବ୍ୟବସାୟିକ କାର୍ଯ୍ୟରେ…

ପ୍ରଥମ ଟେଷ୍ଟ: ପଲ୍‌ଙ୍କ ସ୍ଥାନରେ କୁମିନ୍ସ

ନର୍ଥ ସାଉଣ୍ଡ୍‌ (ଆଣ୍ଟିଗୁଆ), ୨୨।୮- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଗୁରୁବାରଠାରୁ ଭ୍ରମଣକାରୀ ଭାରତ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ପୂର୍ବରୁ ଘରୋଇ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳକୁ ଧକ୍କା ଲାଗିଛି। ଦଳର ଯୁବ ଅଲ୍‌ରାଉଣ୍ଡର କେମୋ ପଲ୍‌ ଆଘାତଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?