ଖେଳ

IPL 2025: ‘ଗୁଡ ବାୟ ଇଣ୍ଡିଆ’ ଆଇପିଏଲ ୨୦୨୫ ମଝିରେ ଛାଡ଼ି ଚାଲି ଯାଉଛନ୍ତି Pat Cummins? ପତ୍ନୀଙ୍କ ପୋଷ୍ଟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୮।୪: ଆଇପିଏଲ ୨୦୨୫ରେ, ଗୁରୁବାର ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିଥିଲା। ୱାଙ୍ଖଡେରେ ଖେଳାଯାଇଥିବା ମ୍ୟାଚରେ Pat Cumminsଙ୍କ ଅଧିନାୟକତ୍ୱରେ ଦଳ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଏହି ପରାଜୟ SRHର ପ୍ଲେଅଫରେ ପହଞ୍ଚିବା ଆଶାକୁ ଏକ ଶକ୍ତ ଧକ୍କା…

୨୬ରେ ଡାଇମଣ୍ଡ ଲିଗ୍‌: ଭାଗନେବେ ଅବିନାଶ ସାବ୍‌ଲେ

ନୂଆଦିଲ୍ଲୀ୧୮ା୪: ଜାତୀୟ ରେକର୍ଡଧାରୀ ୩୦୦୦ ମିଟର ଷ୍ଟିପଲଚେଜର ଅବିନାଶ ସାବ୍‌ଲେ ଏପ୍ରିଲ ୨୬ରେ ଚାଇନାର ଜିଆମେନ୍‌ଠାରେ ହେବାକୁଥିବା ସିଜନ ଓପନିଂ ଡାଇମଣ୍ଡ ଲିଗ୍‌ ମିଟିଂରେ ଅଂଶଗ୍ରହଣ କରିବେ। ଏଥିରେ ବିଶ୍ୱର ଆଗଧାଡ଼ି ଆଥ୍‌ଲେଟମାନେ ଭାଗ ନେବେ। ସେମାନଙ୍କ ମଧ୍ୟରେ ଅଲିମ୍ପିକ ଓ…

ପୁଣି ଖେଳାଯିବ ଟି୨୦ ମୁମ୍ବାଇ ଲିଗ୍‌: ରୋହିତ ହେବେ ବ୍ରାଣ୍ଡ ଆମ୍ବାସାଡର

ମୁମ୍ବାଇ, ୧୮ା୪: ଭାରତର ଟେଷ୍ଟ ଓ ଅନ୍ତର୍ଜାତୀୟ ଦିନିକିଆ ଅଧିନାୟକ ରୋହିତ ଶର୍ମା ଟି୨୦ ମୁମ୍ବାଇ ଲିଗ୍‌ରେ ବ୍ରାଣ୍ଡ ଆମ୍ବାସାଡର ହେବାକୁ ଯାଉଛନ୍ତି। କୋଭିଡ୍‌ ମହାମାରୀ ପୂର୍ବରୁ ଏହି ଲିଗ୍‌ ୨୦୧୮ ଓ ୨୦୧୯ରେ ଦୁଇଥର ଖେଳାଯାଇଛି। ରୋହିତ ଅନ୍ତର୍ଜାତୀୟ ଟି୨୦ରୁ…

ମିଚେଲ ଷ୍ଟାର୍କଙ୍କୁ ଅଧିନାୟକ ଅକ୍ଷର ପଟେଲଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୭ା୪: ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ବିପକ୍ଷ ମ୍ୟାଚର ଅନ୍ତିମ ଓଭର ଓ ସୁପର ଓଭରରେ ଜବରଦସ୍ତ ବୋଲିଂ କରିଥିବା ମିଚେଲ ଷ୍ଟାର୍କଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଅଧିନାୟକ ଅକ୍ଷର ପଟେଲ ଖୁବ୍‌ ପ୍ରଶଂସା କରିଛନ୍ତି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୧୮୯ ରନର…

୨୦ ଫୁଟ୍‌ ଗଭୀର ପାଣିରେ ଚେସ୍‌ ଖେଲିଲେ କ୍ରୀଡ଼ାମନ୍ତ୍ରୀ

କଟକ,୧୮ା୪(ଶିଳ୍ପା ପ୍ରିୟଦର୍ଶିନୀ): କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାନଦୀର ଜଳରାRଶିରେ ପ୍ରାୟ ୨୦ ଫୁଟ୍‌ ଗଭୀର ପାଣିରେ ବୁଡି ଚେସ୍‌ ଖେଳିଛନ୍ତି। କ୍ୟାଣ୍ଟନମେଣ୍ଟ ଥାନା ସମ୍ମୁଖ ମହାନଦୀ ଜଳରାଶିରେ ଏହି ଅଭିନବ ପ୍ରତିଯୋଗିତା ଆୟୋଜନ କରାଯାଇଥିବା ବେଳେ କ୍ରୀଡ଼ାମନ୍ତ୍ରୀ ସୂରଜ ପ୍ରାୟ ୩୫…

ହାଇଦ୍ରାବାଦ୍‌କୁ ହରାଇ ମୁମ୍ବାଇର କ୍ରମାଗତ ଦ୍ୱିତୀୟ ବିଜୟ

ମୁମ୍ବାଇ,୧୭ା୪:  ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୬୩ ରନର ଟାର୍ଗେଟକୁ ମୁମ୍ବାଇ ୧୮.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା।…

ଫ୍ରେଞ୍ଚ ଓପନରେ ସମ୍ମାନିତ ହେବେ ନାଡାଲ

ପ୍ୟାରିସ,୧୭ା୪: ଆସନ୍ତା ମେ’ ୨୫ ତାରିଖରେ ଫ୍ରେଞ୍ଚ ଓପନ ତଥା ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଆରମ୍ଭ ହେବ। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ଦିନ ଅବସରପ୍ରାପ୍ତ ୧୪ ଥରର ଚାମ୍ପିୟନ ରାଫେଲ ନାଡାଲଙ୍କୁ ସମ୍ମାନିତ କରାଯିବ। ରାଫାଲଙ୍କ ଫ୍ରେଞ୍ଚ ଓପନ ଇତିହାସରେ…

ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌ଙ୍କୁ ଜରିମାନା

ନୂଆଦିଲ୍ଲୀ,୧୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆଚରଣସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କୋଚ୍‌ ମୁନାଫ ପଟେଲଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଏଥି ସହିତ ତାଙ୍କ ଶୃଙ୍ଖଳାଗତ ଖାତାରେ ଏକ ଡିମେରିଟ୍ସ ପଏଣ୍ଟ…

IPL 2025: ପୁଣିଥରେ କୋଟି କୋଟି ପ୍ରଶଂସକଙ୍କ ହୃଦୟ ଜିତିଲେ M S Dhoni, ବିମାନ ବନ୍ଦରରେ କଲେ ଏମିତି କାମ, ଦେଖନ୍ତୁ Video

ନୂଆଦିଲ୍ଲୀ,୧୭।୪: IPL 2025ରେ, CSK ଏହାର ପରବର୍ତ୍ତୀ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳିବ। ୱାଙ୍ଖେଡେ ଷ୍ଟାଡିୟମ ଏହି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏ ସମ୍ପର୍କରେ ଚେନ୍ନାଇ ଟିମ୍‌ ମୁମ୍ବାଇରେ ପହଞ୍ଚିଛି। ନିକଟରେ ଦଳର ସମସ୍ତ ଖେଳାଳିଙ୍କୁ ବିମାନବନ୍ଦରରେ ଦେଖାଯାଇଥିଲା।…

IPLରେ ପ୍ରଥମ ଦଳ ଭାବେ ଏମିତି କାରନାମା କଲା ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୭।୪: Ipl 2025ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏକ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ସୁପର ଓଭରରେ ରାଜସ୍ଥାନକୁ ପରାସ୍ତ କରିଥିଲା। ଏହା ସୁପର ଓଭରରେ ଦିଲ୍ଲୀର ଚତୁର୍ଥ ବିଜୟ।…

Top 5 Cricketer Of Odisha: ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲେ ଏହି ଟପ୍‌-୫ କ୍ରିକେଟର୍‌: ଜାଣନ୍ତୁ କିଏ କିଏ

ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ଖୁବ୍‌ କମ୍‌ ଖେଳାଳି ନାଁ କରିଛନ୍ତି। କିଛି ହାତ ଗଣତି କ୍ରିକେଟର୍‌ ଅନ୍ତର୍ଜାତୀୟ ସ୍ତରରେ ଭଲ ଖେଳିଛନ୍ତି। ଆମେ ସେହି ଖେଳାଳିଙ୍କୁ ବିଷୟରେ ଆଲୋଚନା କରିବା। ଯଦିଓ ଓଡ଼ିଶାରୁ ଅଧିକ ସଂଖ୍ୟକ ଖେଳାଳି ଅନ୍ତର୍ଜାତୀୟ ସ୍ତରରେ ଖେଳାଳିନାହାନ୍ତି,…

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ। କାହାଣୀ ବନ୍ଧୁତାରୁ ଆରମ୍ଭ ହୋଇଥିଲା ସତ ହେଲେ ପିଲାଦିନର ସେହି ବନ୍ଧୁତା କେତେବେଳେ ପ୍ରେମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri