ଖେଳ

ଲିଭରପୁଲ୍‌କୁ ୬ଷ୍ଠ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ

ମାଡ୍ରିଡ୍‌,୨ା୬- ମହମ୍ମଦ ସାଲା ଚାମ୍ପିୟନ୍ସ ଲିଗ୍‌ ଫାଇନାଲର ଅନ୍ୟତମ ଦ୍ରୁତତମ ଗୋଲ ଓ ଡିଭୋକ ଓରିଗିଙ୍କ ଗୋଲ ବଳରେ ଲିଭରପୁଲ ଦଳ ୨-୦ ଗୋଲରେ ଟୋଟେନହାମକୁ ପରାସ୍ତ କରିଛି। ଫଳରେ ଇଂଲିଶ ପ୍ରିମିୟର ଲିଗ୍‌ କ୍ଲବ ୬ଷ୍ଠ ଥର ପାଇଁ ଏହି…

ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ ବିଳମ୍ବ ଯୋଗୁ ରବିବାର ସକାଳେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଗତ ୨୩ ତାରିଖରେ ଏଭରେଷ୍ଟ ଶୃଙ୍ଗରୁ…

ଅଭିନେତ୍ରୀ ଅମୃତାଙ୍କ ସହ ଥିଲା ରବି ଶାସ୍ତ୍ରୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀଙ୍କ ସହ କ୍ରିକେଟ୍‌ ଖେଳାଳୀଙ୍କ ସମ୍ପର୍କ କିଛି ନୂଆ କଥା ନୁହେଁ। ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳୀ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ କରିଛନ୍ତି। ଏହି ତାଲିକାରେ ଅଛନ୍ତି ବିରାଟ କୋହଲୀ, ଯୁବରାଜ ସିଂହ, ଜହୀର ଖାନ…

ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା…

ଅଷ୍ଟ୍ରେଲିଆର ବିଜୟ ଅଭିଯାନ

ବ୍ରିଷ୍ଟଲ, ୨।୬- ଆଇସିସି ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶନିବାର ଏଠାରେ ଅନୁଷ୍ଠିତ ୪ର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଏକପାଖିଆ ଭାବେ ୭ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୩୮.୨ ଓଭରରେ…

ଜୋକୋଭିଚ୍‌ ବିଜୟୀ, ଓସାକା ପରାସ୍ତ

ପ୍ୟାରିସ,୨ା୬ (ଏଏଫ୍‌ପି)-ନୋଭାକ୍‌ ଜୋକୋଭିଚ୍‌, ଷ୍ଟିଫାନସ ତିସିତ୍‌ସିପାସ୍‌ ଏବଂ ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ କ୍ରମାଗତ ତୃତୀୟ ଗ୍ରାଣ୍ଡସ୍ଳାମ ଟାଇଟଲ ହାସଲ କରିବା ଲାଗି ବିଶ୍ୱର ନମ୍ବର ଓ୍ବାନ ଖେଳାଳି ନାଓମି…

ଭାରତ-ଏ ୨୭୩ ରନରେ ଅଗ୍ରଣୀ

ବେଙ୍ଗାଲୁରୁ, ୨।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ଶନିବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୨ୟ ଇନିଂସରେ ୪୬ ଓଭରରେ ୬…

କିଟ୍‌ ଇଣ୍ଟରନାଶନାଲ ଚେସ୍‌ ଫେଷ୍ଟିଭାଲ ଆରମ୍ଭ

ଭୁବନେଶ୍ୱର, ୨।୬(ସ୍ପୋଟର୍‌ସ ବ୍ୟୁରୋ)- ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ-୨୦୧୯ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଓ ଅଲ୍‌ଓଡ଼ିଶା ଚେସ୍‌ ଆସୋସିଏଶନ ମିଳିତ ଆନୁକୂଲ୍ୟରେ ସର୍ବଭାରତୀୟ ଓ ବିଶ୍ୱ ଚେସ୍‌ ଫେଡେରେଶନର ତତ୍ତ୍ୱାବଧାନରେ ଏହି ପ୍ରତିଯୋଗିତା…

ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ବିଜୟୀ

କାର୍ଡିଫ୍‌,୨।୬(ଏଏଫପି)- ଗତଥରର ରନର୍ସଅପ୍‌ ନ୍ୟୁଜିଲାଣ୍ଡ ଏକ ଦମ୍‌ଦାର ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୦୩ଟି ବଲ ବାକିଥାଇ ୧୦ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଦ୍ରୁତ…

ତିସିତ୍‌ସିପାସ୍‌ ପ୍ରି-କ୍ୱାର୍ଟରରେ

ପ୍ୟାରିସ, ୧ା୬ (ଏଏଫ୍‌ପି)-ଷ୍ଟିଫାନସ ତିସିତ୍‌ସିପାସ୍‌ ଦୀର୍ଘ ୮୩ ବର୍ଷ ବ୍ୟବଧାନରେ ପ୍ରଥମ ଗ୍ରୀକ୍‌ ଖେଳାଳି ହିସାବରେ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶନିବାର ପୁରୁଷ ସିଙ୍ଗଲ୍ସର ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ସେ ଫିଲିପ୍‌…

ମହିଳା ଏସିଆନ୍‌ କପ୍‌ ଆୟୋଜନ ପାଇଁ ଭାରତ ଆଗ୍ରହୀ

ନୂଆଦିଲ୍ଲୀ, ୧ା୬ (ପି.ଟି.)-୨୦୨୨ରେ ଏଏଫ୍‌ସି ମହିଳା ଏସିଆନ୍‌ କପ୍‌ ଆୟୋଜନ ଲାଗି ତିନୋଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଅନ୍ୟତମ। ଅନ୍ୟ ଦୁଇଟି ଦେଶ ହେଲେ ଚାଇନିଜ ତାଇପେ ଏବଂ ଉଜ୍‌ବେକିସ୍ତାନ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)…

ସର୍ଫରାଜଙ୍କ ଫିଟ୍‌ନେସ୍‌କୁ ଅଖତାରଙ୍କ ସମାଲୋଚନା

କାର୍ଡିଫ,୧।୬- ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ଓ୍ବେଷ୍ଟଇଣ୍ଡିଜଠାରୁ ବୃହତ୍‌ ପରାଜୟବରଣ କରିଛି। ଏଥିରେ ପୂର୍ବତନ ପେସର ଶୋଏବ ଅଖତାର ପାକିସ୍ତାନ ଅଧିନାୟକ ଅହମ୍ମଦ ସର୍ଫରାଜଙ୍କ ଫିଟ୍‌ନେସ୍‌କୁ ପ୍ରବଳ ସମାଲୋଚନା କରିଛନ୍ତି। ପାକିସ୍ତାନ ଦଳ ମାତ୍ର ୧୦୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri