ଖେଳ

ଓ୍ବିଲିୟମସନଙ୍କୁ ପଛରେ ପକାଇଲେ ସ୍ମିଥ୍‌

ଦୁବାଇ,୧୯।୮: ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗରେ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ହେଲେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷସ୍ଥାନ ବଜାୟ ରଖିଛନ୍ତି। ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟରେ କ୍ରମାଗତ ଶତକ ଲଗାଇବା ପରେ ଲଡର୍‌ସ ଟେଷ୍ଟରେ…

କୋହଲି, ଧୋନୀଙ୍କଠାରୁ ବି ଅଧିକ ଦାମୀ ଗାଡ଼ି ଚଲାଉଛନ୍ତି ପାଣ୍ଡ୍ୟା

ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଏକ ଲମ୍ବୋରଘିନି କାର୍‌ କିଣିଛନ୍ତି। ଏହି କାର୍‌ରେ ପାଣ୍ଡ୍ୟା ନିଜ ବଡ଼ ଭାଇ କୃନାଲଙ୍କ ସହ ଜିମ୍‌ ଯାଉଥିବାବେଳର ଫଟୋ ଭାଇରାଲ ହୋଇଛି। ଏହି ଗାଡିର ମୂଲ୍ୟ ୩ରୁ ୫ ୫…

କିଜ୍‌ଙ୍କୁ ସିନସିନାଟି ମାଷ୍ଟର୍ସ ଟାଇଟଲ

ସିନସିନାଟି,୧୯।୮(ଏଏଫ୍‌ପି): ଏଠାରେ ଚାଲିଥିବା ଡବ୍ଲ୍ୟୁଟିଏ ସିନସିନାଟି ମାର୍ଷ୍ଟସ ଟୁର୍ନାମେଣ୍ଟରେ ମାଡିସନ କିଜ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ସ୍ବେତଲାନା କୁଜନେସ୍ତୋଭାଙ୍କୁ ୭-୫, ୭-୬ (୭/୫) ସେଟ୍‌ରେ ହରାଇ ଦେଇଛନ୍ତି। ଏଥିସହିତ ୨୦୧୭ ୟୁଏସ୍‌ ଓପନ ଉପବିଜେତା ଚଳିତ…

ଏକଦିବସୀୟ ମ୍ୟାଚ୍‌ରେ ୧୦ ହଜାର ରନ ସହ ୧୦୦ ଉଇକେଟ, ୧୦୦ କ୍ୟାଚ୍‌ ନେଇଛନ୍ତି ବିଶ୍ୱର ଏହି ୬ ଖେଳାଳି

ବିଶ୍ୱରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନଙ୍କ ରେକର୍ଡ ଭାଙ୍ଗିବା କଷ୍ଟକର। କିଛି ଖେଳାଳି କେବଳ ବ୍ୟାଟିଂରେ ନୁହେଁ, ବୋଲିଂ ଏବଂ ଫିଲ୍ଡିଂରେ ମଧ୍ୟ କ୍ରିକେଟ୍‌ ଜଗତରେ ପ୍ରସିଦ୍ଧି ହାସଲ କରିଛନ୍ତି। ସେହିଭଳି ୬ ଜଣ ଖେଳାଳି ଅଛନ୍ତି, ଯେଉଁମାନେ ଏକଦିବସୀୟ…

ଜନସନ ଏମ୍‌ସିସିର ଆଜୀବନ ସଦସ୍ୟ

ଲଣ୍ଡନ,୧୯।୮(ପିଟି): ପୂର୍ବତନ ଅଷ୍ଟ୍ରେଲିଆ ପେସର ମିଚେଲ ଜନସନ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ସମ୍ମାନଜନକ ଆଜୀବନ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଲଡର୍‌ସ ଟେଷ୍ଟବେଳେ କ୍ରିକେଟ ନିୟମ ସୁରକ୍ଷାକାରୀ କ୍ଲବ ପକ୍ଷରୁ ଘୋଷଣା କରାଯାଇଛି।…

ପ୍ରେମ ସମ୍ପର୍କକୁ ନେଇ ମୁହଁ ଖୋଲିଲେ କେ.ଏଲ ରାହୁଲ

ଟିମ୍‌ ଇଣ୍ଡିଆର ଷ୍ଟାର୍‌ ଖେଳାଳି କେ.ଏଲ ରାହୁଲ କ୍ରିକେଟ ଅପେକ୍ଷା ନିଜ ପ୍ରେମକ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାଁ ଯୋଡାଯାଇଛି। ନିକଟରେ ତାଙ୍କ ନାମ ସୁନୀଲ ସେଟ୍ଟୀଙ୍କ ଝିଅ ଆଥିଆ ସେଟ୍ଟୀଙ୍କ ସହ…

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ବୈଠକରେ ଯୋଗଦେବେ ନାହିଁ ସଚିନ

ମୁମ୍ବାଇ,୧୯।୮: ପ୍ରଶାସକ କମିଟି (ସିଓଏ)ର ନୂଆ ସଦସ୍ୟ ରବୀନ୍ଦ୍ର ଥୋଡ୍‌ଗେ ଓ ଜେନାରାଲ ମ୍ୟାନେଜର (ଅପରେଶନ) ସବା କରିମ ପୂର୍ବତନ କ୍ରିକେଟରଙ୍କୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ସମ୍ପର୍କରେ ଆଲୋଚନା କରିବା ପାଇଁ ସୋମବାର ବୈଠକ ଡକାଇଛନ୍ତି। କେତେଜଣ…

କୋହଲିଙ୍କ ଡୁପ୍ଲିକେଟ୍‌ ହଲିଉଡ୍‌ ଷ୍ଟାର

ମୁମ୍ବାଇ,୧୯।୮: ଅନେକ ସମୟରେ ଶୁଣିବାକୁ ମିଳେ ଯେ, ପ୍ରତ୍ୟେକ ବ୍ୟକ୍ତିଙ୍କ ୭ ଜଣ ଡୁପ୍ଲିକେଟ୍‌ ବିଶ୍ୱରେ କେଉଁଠି ନା କେଉଁଠି ରହିଥାନ୍ତି। ସେହିଭଳି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କର ମଧ୍ୟ ରହିଛନ୍ତି। ସେ ହେଉଛନ୍ତି ହଲିଉଡର ଲୋକପ୍ରିୟ ଅଭିନେତା…

ଅପାଠୁଆ କ୍ରିକେଟର୍ସଙ୍କ ପାଠୁଆ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ଖେଳ ମାଧ୍ୟମରେ ସାରା ବିଶ୍ୱରେ ନାଁ କମାଇଛନ୍ତି। ଖେଳରେ ପ୍ରଭାବ ବିସ୍ତାର କରିଥିବା ଖେଳାଳିଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। କେତେକ ଖେଳାଳିଙ୍କ ସ୍ତ୍ରୀ ସେମାନଙ୍କଠାରୁ ଅଧିକ ପାଠ ପଢିଥିବା ଦେଖାଯାଇଛି।…

ଏହି ଅଭିନେତ୍ରୀଙ୍କ ପଛରେ ପଡିଛନ୍ତି ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ

ଲଗାତର ଦ୍ୱିତୀୟଥର ପାଇଁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ ହୋଇଛନ୍ତି ରବି ଶାସ୍ତ୍ରୀ। ଏହି ପୂର୍ବତନ କ୍ରିକେଟର ନିଜ ପ୍ରେମକୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ପ୍ରଥମେ ବଲିଉଡ ଅଭିନେତ୍ର ଅମୃତା ସିଂଙ୍କ ସହ ତାଙ୍କ ସମ୍ପର୍କକୁ…

ସୋସିଆଲ ମିଡିଆର ‘କିଙ୍ଗ୍‌’ ହେଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କ୍ରିକେଟର ଭଗବାନ୍‌ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ ସେ ଖୁବଶୀଘ୍ର ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କଲେଣି। ତେବେ ଖାଲି କ୍ରିକେଟରେ…

ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କୁ ପୂରିଲା ୧୧ ବର୍ଷ

ନୂଆଦିଲ୍ଲୀ,୧୯।୮: ଭାରତୀୟ କ୍ରିକେଟ ଆଇକନ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ସୋମବାର ୧୧ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍‌ ୧୧ ବର୍ଷ ତଳେ ଦିଲ୍ଲୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ଏବେ ସେ ବିଶ୍ୱର ଶ୍ରେଷ୍ଠ ଓ ଲୋକପ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?