କରୁଣାରତ୍ନେଙ୍କ ବିଶ୍ୱକପ୍ ରେକର୍ଡ
କାର୍ଡିଫ,୧।୬- ଶ୍ରୀଲଙ୍କା ଦଳର ଅଧିନାୟକ ଦିମୁଥ କରୁଣାରତ୍ନେ ଚଳିତ ବିଶ୍ୱକପ୍ରେ ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ନ୍ୟୁଜଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସେ ଓପନିଂ ବ୍ୟାଟିଂ କରିବାକୁ ଆସି ଦଳ ଅଲଆଉଟ୍ ହେବା ପର୍ଯ୍ୟନ୍ତ ନଟ୍ଆଉଟ୍ ରହିଥିଲେ। ସେ ୮୪…
୧୩୬ରେ ଅଲଆଉଟ୍ ଶ୍ରୀଲଙ୍କା
କାର୍ଡିଫ,୧।୬- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅନୁଷ୍ଠିତ ବିଶ୍ୱକପ୍ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶ୍ରୀଲଙ୍କା ୧୩୬ ରନ୍ରେ ଅଲଆଉଟ୍ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ୧୯୯୬ ବିଶ୍ୱକପ୍ ଚାମ୍ପିୟନ ମାତ୍ର ୨୯.୨ ଓଭର ଖେଳିବାକୁ ସକ୍ଷମ ହୋଇଥିଲେ। ଦଳ ପାଇଁ…
କୋଣ୍ଟା ପ୍ରଥମ ବ୍ରିଟିଶ ମହିଳା
ପ୍ୟାରିସ,୧।୬(ଏଏଫ୍ପି)- ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଗ୍ରାଣ୍ଡସ୍ଲାମ୍ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ୪ର୍ଥ ରାଉଣ୍ଡରେ ପ୍ରବେଶ କରିିଛନ୍ତି। ଦୀର୍ଘ ୩୬ ବର୍ଷ ମଧ୍ୟରେ ସେ ପ୍ରଥମ ବ୍ରିଟିଶ ମହିଳା ଭାବେ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟର ପ୍ରି କ୍ୱାର୍ଟର ଫାଇନାଲକୁ ଉନ୍ନତି ହୋଇଛନ୍ତି।…
ଖେଳାଳିଙ୍କ ପେନ୍ସନରେ ବୃଦ୍ଧି କରିବ ବିସିସିଆଇ
ନୂଆଦିଲ୍ଲୀ,୧।୬-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଅଇ) କାର୍ଯ୍ୟକାରୀ ସଭାପତି ସି.କେ. ଖାନ୍ନା ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)କୁ ପୂର୍ବତନ ଖେଳାଳିଙ୍କ ପେନ୍ସନରେ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି। ୨୦୦୩ରୁ ୪ ପର୍ଯ୍ୟନ୍ତ ଅତିକମ୍ରେ ୨୫ ପ୍ରଥମ ଶ୍ରେଣୀ ଖେଳିଥିବା…
ପାରାଲାଲ ବାର୍ସ ବିଶ୍ୱକପ୍ ଫାଇନାଲରେ ଓଡ଼ିଆ ପୁଅ
ନୂଆଦିଲ୍ଲୀ,୧।୬(ପିଟି)- ଓଡ଼ିଆ ଜିମ୍ନାଷ୍ଟ ରାକେଶ କୁମାର ପାତ୍ର ସ୍ଲୋଭାନିଆର କୋପରଠାରେ ଚାଲିଥିବା ଏଫ୍ଆଇଜି ବିଶ୍ୱକପ୍ର ପାରାଲାଲ ବାର୍ସ ଇଭେଣ୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଯୋଗ୍ୟତା ପର୍ଯ୍ୟାୟରେ ସେ ୧୩.୨୫୦ ସ୍କୋର କରି ଟପ୍-୮ ସ୍ଥାନ ପାଇ ଫାଇନାଲ ଲାଗି ଯୋଗ୍ୟତା ଅର୍ଜନ…
ପେଣ୍ଟ ବଲ ଖେଳିଲା ଭାରତୀୟ ଦଳ
ନୂଆଦିଲ୍ଲୀ,୧।୬-ଆସନ୍ତ ୫ ତାରିଖରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ମ୍ୟାଚ୍ ପୂର୍ବରୁ ଅଭ୍ୟାସ କରିବା ପରିବର୍ତ୍ତେ ଭାରତୀୟ ଦଳର ସଦସ୍ୟମାନେ ପେଣ୍ଟ ବଲ ଖେଳୁଥିବାର ନଜର ଆସିଛି। ଏହାର ଏକ ଫଟୋ…
‘ପାକିସ୍ତାନ ବିପକ୍ଷରେ ଅପରାଜେୟ ଧାରା ବଜାୟ ରଖିବ ଭାରତ’
ଲଣ୍ଡନ,୧।୬- ଚଳିତ ମାସ ୧୬ ତାରିଖରେ ମାଞ୍ଚେଷ୍ଟରଠାରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍ ଲିଗ୍ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍କୁ କେଉଁ ଦଳ ଜିତିବା ନେଇ ବହୁ ଆଲୋଚନା ଜାରି ରହିଛି। କିନ୍ତୁ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ…
ଫେଡରର, ନାଡାଲ ଚତୁର୍ଥ ରାଉଣ୍ଡରେ
ପ୍ୟାରିସ୍, ୧।୬-ପୂର୍ବତନ ଚାମ୍ପିୟନ ରୋଜର ଫେଡରର ଓ ରାଫାଲ ନାଡାଲ ଉଭୟେ ରେକର୍ଡ ୧୪ତମ ଥର ପାଇଁ ଫ୍ରେଞ୍ଚ୍ ଓପନ ପୁରୁଷ ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ୟାରିସରେ ସର୍ବାଧିକ ଥର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରି ରେକର୍ଡ ପ୍ରତିଷ୍ଠା…
ଜାତୀୟ ବାସ୍କେଟବଲ ଶିବିରରେ ଫୟାଜ୍
କଟକ ଅଫିସ, ୧।୬- ୧୬ବର୍ଷରୁ କମ୍ ଜାତୀୟ ବାସ୍କେଟବଲ ଶିବିରରେ ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ସ୍ଥାନ ପାଇଛନ୍ତି ସେଖ୍ ଫୟାଜ। ବେଙ୍ଗାଲୁରୁ ବିଦ୍ୟାନଗରସ୍ଥିତ ଜୟପ୍ରକାଶ ନାରାୟଣ ଜାତୀୟ ଯୁବ କେନ୍ଦ୍ର ବାସ୍କେଟବଲ ଏକାଡେମୀ ଠାରେ ଜୁନ ୩ରୁ ଜୁଲାଇ ୧…
୨୦୧୯ ଆଇସିସି ବିଶ୍ୱକପର ଶ୍ରେଷ୍ଠ ୫ ରୋଚକ ତଥ୍ୟ
ଗୁରୁବାରଠାରୁ ଇଂଲଣ୍ଡରେ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହୋଇଛି। ପଞ୍ଚମଥର ପାଇଁ ଇଂଲଣ୍ଡରେ ବିଶ୍ୱକପ୍ ଆୟୋଜିତ ହୋଇଛି। ଟୁର୍ନାମେଣ୍ଟର ଉଦ୍ଘାଟନୀ ମ୍ୟାଚ୍ରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଅଭିଯାନ ଆରମ୍ଭ…
ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡ ଫେଭରାଇଟ୍
ଲଣ୍ଡନ,୧।୬(ଏଏଫପି)- ବିଶ୍ୱକପ୍ରେ ଶନିବାର ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା କାର୍ଡିଫ୍ର ସୋଫିଆ ଗାର୍ଡେନ୍ସରେ ମୁହଁାମୁହିଁ ହେବେ। ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ଭଲ ରେକର୍ଡ ରହିଛି। ଫଳରେ ଶ୍ରୀଲଙ୍କା ବିପକ୍ଷରୁ ଅଭିଯାନ ଆରମ୍ଭ କରିବାକୁ ଯାଉଥିବାରୁ ନ୍ୟୁଜିଲାଣ୍ଡ ବେଶ୍…
ଆଫଗାନିସ୍ତାନ ବିପକ୍ଷରୁ ଅଷ୍ଟ୍ରେଲିଆ ଅଭିଯାନ
ଲଣ୍ଡନ,୧।୬(ଏଏଫ୍ପି)- ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଶନିବାର ବ୍ରିଷ୍ଟଲସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ଆଫଗାନିସ୍ତାନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ। ଷ୍ଟିଭ୍ ସ୍ମିଥ୍ ଓ ଡେଭିଡ ଓ୍ବାର୍ନର ପୁଣି ଥରେ ଏହି ବିଶ୍ୱକପ୍ରେ ଦିନିକିଆ କ୍ୟାରିୟର ସଜାଡିବାର ଅପୂର୍ବ ସୁଯୋଗ ହାସଲ କରିବେ। ବଲ୍…
Archives


