ଖେଳ

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସରେ ପ୍ରମୋଦ ଚାମ୍ପିୟନ

ଭୁବନେଶ୍ୱର, ୨୯।୯(କ୍ରୀଡ଼ା ପ୍ରତିନିଧି)-ଚାଇନାର ୟୁହାଙ୍ଗ ହାଙ୍ଗ୍‌ଝୋଉଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଚାମ୍ପିୟନ ହୋଇଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ ୧୯-୨୧, ୨୧-୧୩, ୨୧-୧୪…

ରୁଷିଆ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ ପ୍ରୋଗ୍ରାମ ‘ମନ କି ବାତ୍‌’ରେ ରବିବାର ରୁଷିଆ ଟେନିସ ଖେଳାଳି ଡାନିଏଲ ମେଡ୍‌ଭେଡେଭଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ୟୁଏସ୍‌ ଓପନ ଫାଇନାଲରେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ରୁଷିଆର ମେଡ୍‌ଭେଡେଭଙ୍କୁ ହରାଇ…

କୋଲେମାନଙ୍କୁ ୧୦୦ ମି. ସ୍ବର୍ଣ୍ଣ

ଦୋହା,୨୯।୯(ଏଏଫ୍‌ପି): ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ୍ସର ସବୁଠୁ ଲୋକପ୍ରିୟ ଇଭେଣ୍ଟ ପୁରୁଷ ୧୦୦ ମିଟରରେ ଆମେରିକୀୟ ସ୍ପ୍ରିଣ୍ଟର କ୍ରିଷ୍ଟିଆନ କୋଲେମାନ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହି ସଫଳତା ସହ ସେ ବିଶ୍ୱ ଦୌଡ଼ ଇଭେଣ୍ଟରେ ନିଜ ଛାପ ଛାଡ଼ିଛନ୍ତି। ୨୩ ବର୍ଷୀୟ…

ଗଲ୍ଫ ପରେ ବିଲିଆଡର୍‌ସ ଖେଳିଲେ ଧୋନୀ

ରାଞ୍ଚ,୨୯।୯: ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଜାତୀୟ ଦଳରେ ଦେଖିବାକୁ ମିଳିନାହିଁ। ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କ ଅବସର ନେଇ ଅନିଶ୍ଚିତତା ଜାରି ରହିଛି। କିନ୍ତୁ ବିଶ୍ୱର ସଫଳତମ ଅଧିନାୟକ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ନିରାଶ କଲେ ଦୂତୀ

ଦୋହା,୨୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୧୭ତମ ସଂସ୍କରଣ ଦ୍ୱିତୀୟ ଦିବସରେ ପହଞ୍ଚିଛି। ପ୍ରଥମ ଦିନ ଭଳି ଦ୍ୱିତୀୟ ଦିବସରେ ମଧ୍ୟ ଭାରତୀୟ ଆଥଲେଟମାନେ ବିଫଳ ପ୍ରଦର୍ଶନ କରିଛନ୍ତି। ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ମିଟର ହିଟ୍‌ରେ କ୍ୱାଲିଫାଏ…

ହରମନପ୍ରୀତଙ୍କ ଡବଲ୍‌ ଗୋଲ: ଭାରତୀୟ ହକି ଦଳର ବୃହତ ବିଜୟ

ଆଣ୍ଟରେପ୍‌(ବେଲଜିୟମ), ୨୯।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବାର ଭାରତୀୟ ହକି ଦଳ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ବିଜୟ ହାସଲ କରିଛି। ଶନିବାର ଅନୁଷ୍ଠିତ ଭ୍ୟାଚ୍‌ରେ ଭାରତ ଡ୍ରାଗ୍‌ ଫ୍ଲିକର ହରମନପ୍ରୀତ ସିଂଙ୍କ ଡବଲ୍‌ଗୋଲ ସହାୟତାରେ ବିଶ୍ୱ ୮ ନମ୍ବର ଦଳ ସ୍ପେନ୍‌କୁ ବୃହତ…

ବିଶ୍ୱ ଚାମ୍ପିୟନଶିପ୍‌: ୪୦୦ମି. ହର୍ଡଲ୍ସ ସେମିରୁ ବାଦ୍‌ ପଡିଲେ ଜବିର

ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନରେ ଦୂତୀ ଚାନ୍ଦଙ୍କ ପରେ ଅନ୍ୟତମ ଭାରତୀୟ ଆଥଲେଟ ଏମ୍‌ପି ଜବିର ମଧ୍ୟ ବାଦ୍‌ ପଡିଛନ୍ତି। ଶନିବାର ଖେଳାଯାଇଥିବା ପୁରୁଷ ୪୦୦ ମିଟର ହର୍ଡଲ୍ସ ରେସ୍‌ରେ ଜବିର କିଛି କରି ଦେଖାଇବେ ବୋଲି ଆଶା…

ରୁଥ୍‌ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଦୋହା, ୨୯।୯- ଦୋହାରେ ଚାଲିଥିବା ଆଇଏଏଏଫ୍‌ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଆଥ୍‌ଲେଟ୍‌ ଭାବେ କେନିଆର ଧାବିକା ରୁଥ୍‌ ଚେପନଗେଟିଚ୍‌ ସ୍ବର୍ଣ୍ଣ ପଦକ ଜିତିବାର କୃତୀତ୍ୱ ହାସଲ କରିଛନ୍ତି। ମହିଳା ବିଭାଗ ମାରାଥନ (୪୨.୧୯୫ କି.ମି.)ରେ ୨୫ ବର୍ଷୀୟା ରୁଥ୍‌ ପ୍ରଥମ…

ବିଶ୍ୱ ଚାମ୍ପିୟନଶିପ୍‌: ଭାରତୀୟ ମିକ୍ସଡ ରିଲେ ଦଳକୁ ଅଲିମ୍ପିକ ଯୋଗ୍ୟତା

ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟଶିପ୍‌ର ଦ୍ୱିତୀୟ ଦିନରେ ମିକ୍ସଡ ୪ ଗୁଣା ୪୦୦ ରିଲେ ଦଳ ଭାରତୀୟ ଶିବିରରେ ଖୁସି ଆଣିଦେଇଛନ୍ତି। ଭାରତୀୟ ମିକ୍ସଡ ରିଲେ ଦଳ ଫାଇନାଲରେ ପ୍ରବେଶ କରିଛି। ଏଥିସହିତ ଏହି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ…

ଚାଇନା ପାରା-ବ୍ୟାଡ୍‌ମିଣ୍ଟନ: ଦୁଇଟି ପଦକ ନିଶ୍ଚିତ କଲେ ପ୍ରମୋଦ

ଭୁବନେଶ୍ୱର, ୨୯।୯(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ଷ୍ଟାର୍‌ ଶଟ୍‌ଲର ପ୍ରମୋଦ ଭଗତ ଚାଇନାର ୟୁହାଙ୍ଗ ଝାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ସେ ୨ଟି ପଦକ ନିଶ୍ଚିତ…

ଗୁରୁକୁଳ ଏଆଇଟିଏ-ଓଟିଏ ଟେନିସ: ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୨୯।୯ (ସ୍ପୋଟର୍‌ସ ବ୍ୟୁରୋ)- ଏକ ଲକ୍ଷ ପୁରସ୍କାର ରାଶିବିଶିଷ୍ଟ ଗୁରୁକୁଳ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସୋର୍ଟ ଟେନିସ କମ୍ପ୍ଲେକ୍ସ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର…

ବାରବାଟୀ ଷ୍ଟାଡିୟମ: ସୁଧୁରିନି ଫନୀ ପ୍ରକୋପ

କଟକ ଅଫିସ,୨୯।୯- ବାରବାଟୀ ଷ୍ଟାଡିୟମରେ ନ ହୋଇପାରେ ଆସନ୍ତା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌। ଏବେ ସୁଦ୍ଧା ଫନୀ ପ୍ରଭାବର କ୍ଷୟକ୍ଷତି ପୂରଣ ହୋଇନି। ଭଙ୍ଗାରୁଜା ଅବସ୍ଥାରେ ପଡ଼ିଛି ରାଜ୍ୟର ଏହି ଅନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ କ୍ରିକେଟ ଷ୍ଟାଡିୟମ। ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?