ଦୁଲୀପ ଟ୍ରଫି ମ୍ୟାଚରେ ନାଡ଼ା ଡୋପ୍ ଟେଷ୍ଟ ଆରମ୍ଭ କରିବ
ନୂଆଦିଲ୍ଲୀ,୧୮।୮(ପି.ଟି.)- ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଆଗାମୀ ଦୁଲୀପ ଟ୍ରଫି ମ୍ୟାଚ୍ ଅବସରରେ ଭାରତୀୟ କ୍ରିକେଟରଙ୍କ ଡୋପ୍ ଟେଷ୍ଟ ଆରମ୍ଭ କରିବ। ବେଙ୍ଗାଲୁରୁରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଚୁକ୍ତି କରିଥିବା…
ଦିନେ କୋହଲିଙ୍କୁ ବିବାହ କରିବାକୁ ଚାହୁଁଥିଲେ, ଏବେ ସଚିନଙ୍କ ପୁଅକୁ କରୁଛନ୍ତି ଡେଟ୍
ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍ ଓ୍ବାଟ୍ ଏବେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କ ପ୍ରେମରେ ପଡିଛନ୍ତି। ଉଭୟଙ୍କ ଲଣ୍ଡନରେ ଏକତ୍ର ବୁଲାବୁଲି କରୁଥିବାର ଦେଖାଯାଇଛି। ଅର୍ଜୁନ…
କୋହଲିଙ୍କ ଜୀବନରେ ଆଜି ସବୁଠୁ ଖାସ୍ ଦିନ, ଜାଣନ୍ତୁ କାହିଁକି
ଟିମ ଇଣ୍ଡିଆ କ୍ୟାପଟେନ ବିରାଟ କୋହଲିଙ୍କ ପାଇଁ ଏବେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରକେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। ଆଜିକୁ ଠିକ୍ ୧୧ବର୍ଷ ପୂର୍ବେ ଭାରତୀୟ…
ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ
ଗାଲେ,୧୮।୮- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଘରୋଇ ଶ୍ରୀଲଙ୍କା ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଶ୍ରୀଲଙ୍କା ରବିବାର ଉଭୟ ବୋଲିଂ ଓ ବ୍ୟାଟିଂରେ ଉନ୍ନତ ପ୍ରଦର୍ଶନ କରି ବାଜି…
ଅଲିମ୍ପିକ ହକି ଟେଷ୍ଟ ଇଭେଣ୍ଟ : ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍ ଡ୍ର ରଖିଲେ ଭାରତୀୟ ମହିଳା
ଟୋକିଓ,୧୮।୮(ପି.ଟି.): ଏଠାରେ ଆରମ୍ଭ ହୋଇଥିବା ଅଲିମ୍ପିକ୍ ହକି ଟେଷ୍ଟ ଇଭେଣ୍ଟର ଏକ ରାଉଣ୍ଡ- ରବିନ ଲିଗ୍ ମ୍ୟାଚ୍ରେ ଭାରତୀୟ ମହିଳା ଦଳ ଦମ୍ଦାର ଖେଳ ପ୍ରଦର୍ଶନ କରି ଶକ୍ତିଶାଳୀ ଅଷ୍ଟ୍ରେଲିଆ ବିପକ୍ଷରେ ୨-୨ ଗୋଲରେ ମ୍ୟାଚ୍ ଡ୍ର’ ରଖିଛି। ରବିବାର ଅନୁଷ୍ଠିତ…
କୁଜନେଶୋଭା – କେଜ୍ ଫାଇନାଲ
ସିନ୍ସିନାଟି, ୧୮।୮(ଏଏଫ୍ପି): ସିନ୍ସିନାଟି ଓପନ୍ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି ଆମେରିକାର ମାଡିନ୍ସନ କେଜ୍ ଓ ରୁଷିଆର ଶ୍ୱେତଲାନା କୁଜନେଶୋଭା ପରସ୍ପରକୁ ଭେଟିବେ। ଶନିବାର ଖେଳାଯାଇଥିବା…
ସିନ୍ସିନାଟି ମାଷ୍ଟର୍ସ ଟେନିସ : ସେମିରେ ହାରିଲେ ଜୋକୋଭିଚ୍, ମେଡଭେଡେଭ- ଗଫିନ୍ ଫାଇନାଲ
ସିନସିନାଟି, ୧୮।୮(ଏଏଫ୍ପି): ଏଠାରେ ଚାଲିଥିବା ସିନସିନାଟି ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ବିଶ୍ୱର ୧ ନମ୍ବର ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ରୁଷିଆର ନବମ ସିଡ୍ ଖେଳାଳି ଡାନିଲି ମେଡଭେଡେଭ ୩-୬,…
ରାଜ୍ୟର ଗୌରବ ପ୍ରମୋଦ
ଭୁବନେଶ୍ୱର,୧୮।୮(ସ୍ପୋଟର୍ସ ବ୍ୟୁରୋ)- ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ଅର୍ଜୁନ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଛନ୍ତି। ରାଜ୍ୟ ଲାଗି ପୂର୍ବରୁ ଏକାଧିକ ଖେଳାଳି ଅର୍ଜୁନ ପୁରସ୍କାର ପାଇଛନ୍ତି। ତେବେ ପାରା ଆଥଲେଟ ହିସାବରେ…
ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ସ୍ଥିତି ଦୃଢ଼
ଗାଲେ,୧୮।୮(ପି.ଟି.)- ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ ରୋମାଞ୍ଚକ ମୋଡରେ ପହଞ୍ଚିଛି। ତେବେ ଶ୍ରୀଲଙ୍କା ଦମ୍ଦାର ବ୍ୟାଟିଂ କରି ସୁବିଧାଜନକ ସ୍ଥିତିରେ ପହଞ୍ଚିଛି। ଟସ୍ ଜିତି ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ…
ଦୀପାଙ୍କୁ ଖେଳ ରତ୍ନ, ଜାଡେଜାଙ୍କ ସମେତ ୧୯ କ୍ରୀଡ଼ାବିତଙ୍କୁ ଅର୍ଜୁନ ପୁରସ୍କାର
ନୂଆଦିଲ୍ଲୀ,୧୮।୮(ପି.ଟି.)- ତାରକା ରେସଲର ବଜରଙ୍ଗ ପୁନିଆଙ୍କ ସମେତ ପାରା ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ଦୀପା ମଲିକ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ପୂର୍ବରୁ ଏସିଆନ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା…
ଇଂଲଣ୍ଡ ପ୍ରଥମ ଇନିଂସ ଅଗ୍ରଣୀ
ଲଣ୍ଡନ,୧୮ା୮(ଏଏଫ୍ପି)-ଚଳିତ ଆଶେସ ସିରିଜରେ ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ସ୍ଥାନୀୟ ଲଡର୍ସଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ ୯୨ ରନ (୧୬୧ ବଲ୍, ୧୪ ଚୌକା) କରି ଅଳ୍ପକେ ଶତକରୁ ବଞ୍ଚତ୍ତ…
ବେଙ୍ଗାଲୁରୁ ବୁଲ୍ସ ବିଜୟୀ
ଚେନ୍ନାଇ, ୧୮ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍ରେ ଶନିବାର ବେଙ୍ଗାଲୁରୁ ବୁଲ୍ସ ୩୨-୨୧ରେ ତାମିଲ ଥଲାଇଭାସକୁ ହରାଇ ଦେଇଛି। ଏହି ବିଜୟ ଦ୍ୱାରା ଦଳ ୮ଟି ମ୍ୟାଚରୁ ୨୭ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ନେଇଛି।…

